ରାଜ୍ୟ କୁମାର ପୂର୍ଣ୍ଣିମା – ଓଡ଼ିଶାର ଆଉ ଏକ ନାରୀ-କୈନ୍ଦ୍ରିକ ନିଆରା ପର୍ବ October 16, 2024 Nirvay ବିଶ୍ବରାଜ ନାୟକଙ୍କ କଲମରୁ: ଦୀର୍ଘ ଗୋଟିଏ ବର୍ଷର ପ୍ରତୀକ୍ଷା ପରେ ମାଆ ଆସେ, ଆସେ କିନ୍ତୁ ମାତ୍ର କିଛି ଦିନ ପାଇଁ। ସେହି କିଛି ଦିନ ବିତିଯାଏ ଆଖି ପଲକରେ। ମାଆକୁ ମେଲାଣି ଦେଇ ସାରିବା ପରେ ଚାରି ଆଡ଼ ଲାଗେ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି: ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ October 16, 2024 Papirani ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ନିଷ୍ପତି ନିଆଯାଇଛି। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ…
ତାଜା ଖବର ଦେଶ ବଢ଼ି ଚାଲିଛି ବିମାନରେ ବୋମା ଥିବା ନେଇ ମିଛ ଧମକ କଲ୍; ୨ ଦିନରେ ୧୨ ବିମାନକୁ ବୋମା ଧମକ October 16, 2024 Papirani ୪୮ ଘଣ୍ଟାରେ ୧୨ ବିମାନକୁ ବୋମା ଧମକ । ବଢ଼ି ଚାଲିଛି ବିମାନରେ ବୋମା ଥିବା ନେଇ ମିଛ ଧମକ କଲ୍ । ଆଜି ପୁଣି ୨ଟି ବିମାନକୁ ବୋମା ଥିବା କଲ୍ ପରେ ବଢ଼ିଲା ଛନକା ଭାରତୀୟ ବିମାନଗୁଡିକୁ ଲଗାତର…
ତାଜା ଖବର ଦେଶ ବଢିଲା ବିଭିନ୍ନ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ October 16, 2024 Papirani କେନ୍ଦ୍ର କ୍ୟାବିନେଟର ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତି ନିଆଯାଇଛି । ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ମୋଟ ୬ଟି ରବି ଫସଲ ଉପରେ ଏମଏସପି ମୂଲ୍ୟ ବଢାଇଛନ୍ତି କେନ୍ଦ୍ର ସରକାର। ଗହମର ଏମଏସପି କ୍ୱିଣ୍ଟାଲ…
ତାଜା ଖବର ରାଜ୍ୟ ପୁରୀ ପାଇଁ ଖୁବଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା October 16, 2024 Papirani ସମ୍ପୂର୍ଣ୍ଣ ପୁରୀକୁ ଜଗିବ ସିସିଟିଭି । ପୁରୀ ପାଇଁ ଖୁବଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା । ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ଲାଗିବି ସିସିଟିଭି । ଯାହା ଫଳରେ ଆହୁରି ସୁରକ୍ଷିତ ହେବ ପୁରୀ ସହର ।…
ତାଜା ଖବର ଦେଶ ଆତଙ୍କବାଦ କେବେ ହେଲେ ବାଣିଜ୍ୟ ଏବଂ ଯୋଗାଯୋଗ ବୃଦ୍ଧି କରିବ ନାହିଁ: ଏସ୍ ଜୟଶଙ୍କର October 16, 2024 Papirani ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ୍ ଜୟଶଙ୍କର ଏବେ ଦୁଇ ଦିନିଆ ପାକିସ୍ତାନ ଗସ୍ତରେ ଅଛନ୍ତି। ପାକିସ୍ତାନରେ ଆୟୋଜିତ ଏସସିଓ ବୈଠକରେ ନିଜ ଅନ୍ଦାଜ ଦେଖାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର। କଶ୍ମୀର ଓ ଆତଙ୍କବାଦ ପ୍ରସଙ୍ଗରେ ଭାରତ-ପାକିସ୍ତାନ ମଧ୍ୟରେ…
ତାଜା ଖବର ଦେଶ ରାଜନୀତି କେନ୍ଦ୍ର ସରକାରୀ କର୍ମଚାରୀଙ୍କ ୩ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା October 16, 2024 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀମାନଙ୍କୁ ମହଙ୍ଗା ସହାୟତା (ଡିଆର)ରେ ଅତିରିକ୍ତ କିସ୍ତି ବୃଦ୍ଧିକୁ ଅନୁମୋଦନ କରାଯାଇଛି। କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଡିଏ ୫୩ ପ୍ରତିଶତକୁ…
ତାଜା ଖବର ରାଜନୀତି ରାଜ୍ୟ ଜନ୍ମଦିନରେ ନବୀନଙ୍କୁ ଲତିକା ପ୍ରଧାନଙ୍କ ଉପହାର ! October 16, 2024 Papirani ଆଜି ୭୮ ବର୍ଷରେ ପାଦ ଦେଇଛନ୍ତି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ଅବସରରେ ନବୀନଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟ ରାଜନୀତି ଓ ଅନ୍ୟ କ୍ଷେତ୍ର ସହ ଜଡ଼ିତ ଅନେକ…
ତାଜା ଖବର ରାଜନୀତି ରାଜ୍ୟ ଭାଜପାର ନିକଟତର ହେଉଛନ୍ତି ବିଜେଡି ନେତା October 16, 2024 Papirani ୨୦୧୯ ମସିହାରୁ ୨୦୨୪ ମସିହା ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାରେ ୬ଜଣ ଭାଜପା ବିଧାୟକ ଏବଂ ୩ଜଣ ବିଜେଡ଼ି ବିଧାୟକ ରହିଥିଲେ । ମୟୂରଭଞ୍ଜ ଲୋକସଭା ସାଂସଦ ମଧ୍ଯ ଭାଜପାର ରହିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି.କେ.…
ତାଜା ଖବର ରାଜ୍ୟ ଭୁବନେଶ୍ୱରରୁ ନକଲି କଲ ସେଣ୍ଟର ଠାବ; ୬ ଜଣଙ୍କୁ ଅଟକ ରଖିଛି ପୁଲିସ୍ October 16, 2024 Papirani ରାଜଧାନୀରେ ଠାବ ହେଲା ନକଲି କଲ୍ ସେଣ୍ଟର। ଭୁବନେଶ୍ଵରର ସୁନ୍ଦରପଦାର କାଞ୍ଚନ ଟାୱାର ଆପାର୍ଟମେଣ୍ଟରେ ଚାଲିଥିଲା ନକଲି କଲ ସେଣ୍ଟର। ବୁଧବାର ଏହି ବେଆଇନ କଲ ସେଣ୍ଟର ପର୍ଦ୍ଦାଫାସ କରିବା ସହ ୬ ଜଣଙ୍କୁ ଅଟକ ରଖିଛି କମିଶନରେଟ୍ ପୁଲିସ ।…