Day: 27 October 2024

ଦାନା ବାତ୍ୟା ଯୋଗୁଁ ହୋଇଛି ବ୍ୟାପକ କ୍ଷୟକ୍ଷତି; ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା

ଆଜି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାତ୍ୟା ଓ ବର୍ଷା ଦ୍ୱାରା ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଛନ୍ତି ଓ ନଭେମ୍ବର ୨ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କେନ୍ଦ୍ରାପଡ଼ା, ଭଦ୍ରକ,…

ଅକ୍ଟୋବର ୨୯ ତାରିଖରେ ଓଡିଶାରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

ଓଡ଼ିଶାରେ ଅକ୍ଟୋବର ୨୯ ତାରିଖରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିସିରେ ଏ ଯୋଜନାର ଶୁଭାରମ୍ଭ କରିବେ. ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ଅବସରରେ ଉପସ୍ଥିତ ରହିବେ । ୭୦ ବର୍ଷରୁ…

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ ମାର୍ଗରୁ ପରିଦର୍ଶନ…

ପୋଲିସ ପିନ୍ଧିବେ ବଡି କ୍ୟାମେରା

ଅମାନିଆଙ୍କୁ ସାବାଡ ପାଇଁ ଆକ୍ସନ ମୋଡରେ କମିଶନରେଟ୍ ପୋଲିସ । ଏଥିପାଇଁ କମିଶନରେଟ୍ ପୋଲିସ ନୂଆ ଯୋଜନା ପ୍ରଣୟନ କରିବାକୁ ଯାଉଛି । ଏଣିକି ପୋଲିସ୍ ପିନ୍ଧିବେ ବଡି କ୍ୟାମେରା । କୌଣସି ରିପୋର୍ଟ ଲେଖିଲା ବେଳେ କିମ୍ବା ରେଜିଷ୍ଟ୍ରେସନ ମେଣ୍ଟେନ୍…

ବିମାନବନ୍ଦରରେ ଦେଖାଯାଇଥିବା ଜନ୍ତୁ ବାଘ ନୁହେଁ ବଣଭୂଆଁ !

ଶନିବାର ଭୁବନେଶ୍ୱର ବିମାନବନ୍ଦର ଡମ୍ପିଂ ୟାର୍ଡ ନିକଟରେଏକ କଳରାପତରିଆ ବାଘ ବୁଲୁଥିବାର ସୂଚନା ମିଳିଥିଲା । ସେନେଇ ସ୍ପଷ୍ଟିକରଣ ରଖିଛି ବନବିଭାଗ । ବାଘ ବୁଲୁଥିବା ଭାବି ଯନ୍ତା ଓ ଟ୍ରାପ୍ କ୍ୟାମେରା ଲାଗିଥିବା ବେଳେ ସେଥିରେ ବାଘ ବଦଳରେ ବଣଭୂଆଁ…