Month: October 2024

ଦୁଇ ଯବାନଙ୍କୁ ଅପହରଣ କଲେ ଆତଙ୍କବାଦୀ

ଜମ୍ମୁ-କଶ୍ମୀରରେ ୨ ଯବାନଙ୍କୁ ଅପହରଣ କଲେ ଆତଙ୍କବାଦୀ । ଦୀର୍ଘ ୧୦ ବର୍ଷ ପରେ ଜାମ୍ମୁକାଶ୍ମୀରରେ ଅନୁଷ୍ଠିତ ହୋଇଛି ବିଧାନସଭା ନିର୍ବାଚନ । ଗତକାଲି ଭୋଟ ଗଣତି ଚାଲିଥିବା ବେଳେ ଆତଙ୍କ ଖେଳାଇଛନ୍ତି ଆତଙ୍କବାଦୀ । ଅନନ୍ତନାଗ ଜଙ୍ଗଲରେ ୨ ଯବାନଙ୍କୁ…

ଧାମନଗରରୁ ହଟିଲା ୧୬୩ କଟକଣା

ଭଦ୍ରକ ଜିଲ୍ଲା ଧାମନଗର ଏନଏସି ଓ ଧୋବଲ ସହ ଆଖପାଖ ଅଞ୍ଚଳରୁ ମଧ୍ୟ ହଟିଲା ୧୬୩ କଟକଣା । ୧୨ ଦିନ ପରେ ସ୍ଥିତି ସ୍ବାଭାବିକ ହେବାରୁ ୧୬୩ ଧାରା ପ୍ରତ୍ୟାହୃତ କଲା ପ୍ରଶାସନ । ଆଜି ଠାରୁ କଟକଣା ହଟିବା…

ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀଙ୍କୁ ବର୍ଷବ୍ୟାପୀ ପାଳନ କରାଯିବାକୁ ସରକାରଙ୍କ ନିଷ୍ପତ୍ତି

ଆଦିବାସୀ କଳା, ସଂସ୍କୃତି, ଐତିହ୍ୟ, ଇତିହାସର ପ୍ରଚାର ପ୍ରସାର, ଶିକ୍ଷା ଓ ଦକ୍ଷତା ବିକାଶ, ସ୍ବାସ୍ଥ୍ୟ ସଚେତନତା ସଂପର୍କିତ କାର୍ଯ୍ୟକ୍ରମ ସହିତ ସେମାନଙ୍କ ଜୀବିକାର ସୁରକ୍ଷା ଓ ଆର୍ଥିକ ବିକାଶ ପାଇଁ ପଦକ୍ଷେପ ନିଆଯିବ। ବିଶିଷ୍ଟ ଆଦିବାସୀ ସ୍ବାଧୀନତା ସଂଗ୍ରାମୀ ଭଗବାନ…

ରାଜ୍ୟର ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା ୧୫ରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି

ରାଜ୍ୟର ସରକାରୀ କର୍ମଚାରୀଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀଙ୍କ ମୃତ୍ୟୁ ତଥା ଅବସରକାଳୀନ…

ହରିୟାଣାରେ ମୋଦିଙ୍କ ବିଜୟ ଉତ୍ସବ; ଭୋଟର ଓ କର୍ମୀଙ୍କୁ ଦେଲେ ବିଜୟର ଶ୍ରେୟ

ହରିୟାଣା ବିଧାନସଭା ନିର୍ବାଚନରେ ବିଜେପିର ଐତିହାସିକ ବିଜୟ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି କର୍ମୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେବା ସହ ଉତ୍ସବ ପାଳନ କରିଛନ୍ତି। ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ସେଲିବ୍ରେସନ ହୋଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ ଭୋଟର…

ଘରୋଇ କଳିରୁ ଜଘନ୍ୟ କାଣ୍ଡ; ଶିଶୁପୁତ୍ରକୁ ହତ୍ୟା ସହ ଝିଅର ଗଳା କାଟିଲା ବାପା

ନୂଆପଡ଼ା ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରୋଇ କଳି ଉଗ୍ରରୂପ ନେଇଛି। ପିଶାଚ ବାପା ଜଘନ୍ୟ କାଣ୍ଡ କରିଛି। ୧୪ ମାସର ପୁଅକୁ ହତ୍ୟା କରିବା ସହ ୧୦ ବର୍ଷର ଝିଅର ଗଳା କାଟିଛି ବାପା। ବୋଡେନ ଥାନା…

କୃଷ୍ଣପ୍ରସାଦରେ ଲଜ୍ୟା: ଟିଉସନ ଯିବାବେଳେ ନାବାଳିକାକୁ ଉଠାଇ ନେଇ ଦୁଷ୍କର୍ମ ଅଭିଯୋଗ

ପୁରୀ କୃଷ୍ଣପ୍ରସାଦରେ ନାବାଳିକାକୁ ଗଣ ଦୁଷ୍କର୍ମ ହୋଇଥିବା ଅଭିଯୋଗ ଏବେ ସାମ୍ନାକୁ ଆସିଛି । ଟିଉସନ ଯିବାବେଳେ ନାବାଳିକାକୁ ଉଠାଇ ନେଇ ୩ ମୁଖାପିନ୍ଧା ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ କରିଛନ୍ତି ପୀଡ଼ିତାଙ୍କ ପରିବାର । କାଜୁ ଜଙ୍ଗଲରୁ…

ଶ୍ରୀମନ୍ଦିର ନାଟ ମଣ୍ଡପରେ ହେବ ବ୍ୟାରିକେଡ୍

ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ରାମ୍ପ ଓ ବ୍ୟାରିକେଡ୍ ବ୍ୟବସ୍ଥା ହେବ। ଶ୍ରୀମନ୍ଦିର ସଦର କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ସନ୍ଧ୍ୟାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ବୈଠକ ହୋଇଥିବା ବେଳେ ଏ ନେଇ ସୂଚନା ଦେଇଛନ୍ତି। ଓବିସିସି…

ଓଡ଼ିଆ ଚଳଚ୍ଚିତ୍ର ଦମନକୁ ମିଳିଲା ଜାତୀୟ ପୁରସ୍କାର

ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର । ଦିଲ୍ଲୀ ବିଜ୍ଞାନ ଭବନରେ ଅନୁଷ୍ଠିତ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ଆଞ୍ଚଳିକ ଚଳଚ୍ଚିତ୍ର’ ଭାବେ ପୁରସ୍କୃତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

ନକ୍ସଲ ପ୍ରଭାବିତ ଅଞ୍ଚଳ ପାଇଁ ‘ଗ୍ରାମୋଦୟ’ କାର୍ଯ୍ୟକ୍ରମ ଶୁଭାରମ୍ଭ

ଓଡ଼ିଶାର ନକ୍ସଲ ପ୍ରଭାବିତ ଅଞ୍ଚଳର ସାମଗ୍ରିକ ବିକାଶ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ଆଜି ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ ଆରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅନୁଯାୟୀ, ଏଲଡବ୍ଲୁଇ ଦ୍ୱାରା ପ୍ରଭାବିତ ୧୦ଟି ଜିଲ୍ଲାରେ ସରକାରୀ ଯୋଜନାଗୁଡିକର ଶତପ୍ରତିଶତ କାର୍ଯ୍ୟକାରିତା ସୁନିଶ୍ଚିତ…