Day: 27 November 2024

ରାସନ୍ କାର୍ଡରେ ରାଜ୍ୟରେ ୧ ଲକ୍ଷ ୭୭ ହଜାର ୬୮ ଜଣ ମୃତ ହିତାଧିକାରୀ ଚିହ୍ନଟ

ଆଜି ଗୃହରେ ବିଧାୟକ ମାନସ କୁମାର ଦତ୍ତ ରାସନ୍ କାର୍ଡ ସମ୍ପର୍କିତ ପ୍ରଶ୍ନ ପଚାରିଛନ୍ତି । ତାଙ୍କର ପ୍ରଶ୍ନ ଇ-କେୱାଇସି ପ୍ରକ୍ରିୟାରୁ କେତେ ଭୂତ ରାସନ କାର୍ଡ ମିଳିଛି ଏବଂ ଉକ୍ତ ପ୍ରକ୍ରିୟା କେତେ ଦିନ ଆଉ ଚାଲିବ ଓ ଅଦ୍ୟାବଧୂ…

ଗନ୍ଧମାର୍ଦ୍ଦନରେ ଖଣି ଉତ୍ତୋଳନ ପାଇଁ ଆଦାନୀକୁ ଅନୁମତି ଦେବେନି ରାଜ୍ୟ ସରକାର : ଉପମୁଖ୍ୟମନ୍ତ୍ରୀ

ଆଜି ବିଧାନସଭାରେ ଆଦାନୀ ଜମି କିଣିବା ପ୍ରସଙ୍ଗ ଉଠାଇଥିଲା ବିଜେଡି । ଗନ୍ଧମାର୍ଦ୍ଦନରେ ବକ୍ସାଇଟ ଭରପୁର ରହିଛି । ସରକାର ଆଦାନୀକୁ ଅନୁମତି ଦେଇଛନ୍ତି କି ପ୍ରଶ୍ନ କରିଛନ୍ତି ପ୍ରସନ୍ନ । ଆଗକୁ ଗନ୍ଧମାର୍ଦନରୁ ବକ୍ସାଇଟ ଖନନ ପାଇଁ କୌଣସି କମ୍ପାନୀକୁ…

ବାରହା ମାରିବାକୁ ଇଲେକ୍ଟ୍ରି କରେଣ୍ଟ ବ୍ୟବହାର କରୁଥିଲେ ସାବଧାନ ; ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

ଆଜି ଶୀତ ଅଧିବେଶନର ଦ୍ୱିତୀୟ ଦିନରେ ଗୃହ କାର୍ଯ୍ୟ ସ୍ୱାଭାବିକ ରହିଛି । ଏହି ସମୟରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଇଲେକ୍ଟ୍ରି କରେଣ୍ଟ ପାଇଁ ହାତୀଙ୍କ ମୃତ୍ୟୁ ହେଉଥିବାରୁ ବଡ ପଦକ୍ଷେପ ନେଇଛନ୍ତି । ସେ ଚେତାବନୀ ଦେଇ…

କାର୍ଯ୍ୟକୁ ଫେରିଲେ ଆଇଏଏସ୍ ଅଧିକାରୀ ସୁଜାତା କାର୍ତ୍ତିକେୟନ

କାର୍ଯ୍ୟରେ ଯୋଗ ଦେଲେ ଆଇଏଏସ୍ ଅଧିକାରୀ ସୁଜାତା ଆର୍. କାର୍ତ୍ତିକେୟନ । ଅର୍ଥ ବିଭାଗରେ ସ୍ୱତନ୍ତ୍ର ସଚିବଭାବେ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି । ସାଧାରଣ ନିର୍ବାଚନବେଳେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ସୁଜାତାଙ୍କୁ ମିଶନ ଶକ୍ତି…

ଭିଜିଲାନ୍ସ ଜାଲରେ କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ

ଭିଜିଲାନ୍ସ ଜାଲରେ କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଏକକାଳୀନ ୭ଟି ସ୍ଥାନରେ ରେଡ୍ କରିଛି…

ସୁଜିତ ଯିବେ ଭାଜପାରୁ, ବିଜଦ ପାଇଁ ବାଜିଲା ବିପଦ ଘଣ୍ଟି

ଓଡ଼ିଶାରେ ଖାଲି ପଡ଼ି ଥିବା ଗୋଟିଏ ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ହେବ ଡିସେମ୍ବର ୨୦ରେ । ଏଥିସହିତ ୪ଟି ରାଜ୍ୟର ୬ଟି ଆସନ ପାଇଁ ମଧ୍ଯ ହେବ ଉପନିର୍ବାଚନ। ନିର୍ବାଚନ କମିଶନଙ୍କ ଘୋଷଣା ସହ ବିଜୁ ଜନତା ଦଳ ପାଇଁ…

ଧର୍ମେନ୍ଦ୍ର ନା ଭୂପେନ୍ଦ୍ର ଭାଜପା ଅଧ୍ଯକ୍ଷ ?

ଡିସେମ୍ବର ୩୧ ସୁଦ୍ଧା ଭାରତୀୟ ଜନତା ପାର୍ଟିର ନୂଆ ଅଧ୍ଯକ୍ଷ ନିର୍ବାଚିତ ହେବେ। ଏବେ ଅଧିକାଂଶ ରାଜ୍ୟରେ ଭାଜପା ସାଂଗଠନିକ ନିର୍ବାଚନ ଚାଲିଛି। ତେବେ ଚର୍ଚ୍ଚା ଆରମ୍ଭ ହେଲାଣି ଯେ ଜଗତପ୍ରକାଶ ନଡ୍ଡାଙ୍କର କିଏ ହେବେ ଉତ୍ତରାଧୁକାରୀ ? ଏଥିପାଇଁ ଦୁଇଜଣଙ୍କର…