Month: November 2024

ପ୍ରଦୀପ ପାଣିଗ୍ରାହୀ ବିରୋଧୀ ଷଡଯନ୍ତ୍ରରେ ପୂର୍ଣ୍ଣଚ୍ଛେଦ

ବେଳ ଖରାପ ପଡିଲେ ତନ୍ତ୍ରମନ୍ତ୍ରଯନ୍ତ୍ର କିଛି କାମ ଦିଏନି । କ୍ଷମତା ବି କଉଁ କାମକୁ ଆସେନି । କ୍ଷମତା ବଳରେ ଆଉ କାହାକୁ ଦହଗଞ୍ଜ ଦେଇହୁଏ । ହଇରାଣ ହରକତ କରିହୁଏ । ଜନବିରୋଧୀ କହି କାହାକୁ ଜେଲ ପଠାଯାଇପାରେ…

ଦିଲ୍ଲୀରେ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ସ୍ବାଧୀନତା ସଂଗ୍ରାମୀ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀରେ ବିରାଟ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି । ଦିଲ୍ଲୀ ବାନସେରା ପାର୍କରେ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ । ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।୨୦ ଫୁଟ…

ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଅବସରରେ ରାଷ୍ଟ୍ରପତିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ଜନଜାତି ଗୌରବ ଦିବସରେ ଆଜି ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳନ ହେଉଛି । ବିର୍ସା ମୁଣ୍ଡା ଜୟନ୍ତୀକୁ ଜାତୀୟ ଜନଜାତି ଗୌରବ ଦିବସ ଭାବେ ପାଳୁଛି ଦେଶ । ଏହି ଅବସରରେ ବିହାରର ଜାମୁଇରେ ଆୟୋଜିତ କାର୍ଯ୍ୟକ୍ରମରେ…

ଯମୁନା ପରେ ମହାରାଷ୍ଟ୍ରରୁ ଶିମିଳିପାଳକୁ ଆସିଲା ବାଘୁଣୀ ଜିନତ୍

ମହାରାଷ୍ଟ୍ର ତଡବା ଜଙ୍ଗଲରୁ ବାଘୁଣୀ ଯମୁନା ଆସିବାର ୧୭ ଦିନ ପରେ ଆଜି ଶିମିଳିପାଳକୁ ଆସିଛି ବାଘୁଣୀ ଜିନ୍ନତ। ଆଜି ସକାଳ ୯ଟାରେ ବାଘୁଣୀ ଜିନତକୁ ଏନକ୍ଲୋଜରକୁ ଛଡାଯାଇଛି । ଯମୁନାକୁ ଛଡାଯାଇଥିବା ଏନକ୍ଲୋଜରରେ ବାଘୁଣୀ ଜିନତ୍‌କୁ ଛଡାଯାଇଛି । ଶିମିଳିପାଳ…

ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମ ଜୟନ୍ତୀ: ରାଜଧାନୀରେ ଜନଜାତି ଗୌରବ ଦିବସରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଆଜି ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ । ଦେଶରେ ପାଳିତ ହେଉଛି ଜନଜାତୀୟ ଗୌରବ ଦିବସ । ଏହି ଜନ୍ମ ଜୟନ୍ତୀ ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଜନତା ମୈଦାନଠାରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ଜନଜାତି ଗୌରବ ଦିବସ। ଅନୁସୂଚିତ…

ପାରାଦ୍ବୀପ ପ୍ରଗତିର ମୁଖଶାଳା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଆଜି ପାରାଦ୍ବୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପତାକା ଦେଖାଇ କଲେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରାକୁ…

ବ୍ରହ୍ମପୁରରେ ଅଷ୍ଟମ ଫେଲ୍‌ ନକଲି ଡାକ୍ତର ଗିରଫ

ବ୍ରହ୍ମପୁରରେ ନକଲି ଡାକ୍ତରକୁ ଗିରଫ କରିଛି ଟାଉନ ଥାନା ପୁଲିସ । ଗିରଫ ଡାକ୍ତର ଜଣକ ହେଲେ ପଶ୍ଚିମବଙ୍ଗର ଡ. ଉତ୍ପଲ ବାଲା ସେ ସିଟି ହସ୍ପିଟାଲ ନିକଟରେ କ୍ଲିନିକ୍ କରିଥିଲେ । ଅଭିଯୋଗ ହେବା ପରେ ଟାଉନ ଥାନା କେସ…

ବିଜେପି ଜିଲ୍ଲାପରିଷଦ ସଦସ୍ୟଙ୍କୁ ଦୁର୍ବ୍ୟବହାର ଘଟଣା: ୨୪ ଘଣ୍ଟାରେ ତଦନ୍ତ ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଜୋନ୍‌-୨ର ବିଜେପି ଜିଲ୍ଲା ପରିଷଦ ସଦସ୍ୟ ଶରତ ପ୍ରଧାନଙ୍କୁ ଦୁର୍ବ୍ୟବହାର ଅଭିଯୋଗ ଘଟଣାରେ ଗୁରୁତ୍ଵ ସହ ନେଇଛନ୍ତି ରାଜ୍ୟସରକାର । ଏହି ଘଟଣାର ତଦନ୍ତ ରିପୋର୍ଟ ୨୪ ଘଣ୍ଟାରେ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ…

କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ଦ୍ୱାରା ୧୦ଟି ବ୍ୟାଟେରୀଚାଳିତ ଯାନ ଶ୍ରୀମନ୍ଦିରକୁ ଦାନ

କେନ୍ଦ୍ର ନୂତନ ଏବଂ ନବୀକରଣଯୋଗ୍ଯ ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଗୁରୁବାର ଦିନ ପୁରୀ ଠାରେ ୧୦ଟି ବ୍ୟାଟେରୀ ଚାଳିତ ଯାନର ଶୁଭାରମ୍ଭ କରିଛନ୍ତି ଏବଂ ଅକ୍ଷୟ ଶକ୍ତି କ୍ଷେତ୍ରରେ ଦେଶର ସଫଳତା ଉପରେ ଆଲୋକପାତ କରିବା ପାଇଁ ଭୁବନେଶ୍ୱରରେ ଦୁଇ…

ପତିତପାବନଙ୍କ ମନ୍ଦିର ଓ ସିଂହାସନ ହେବ ରୂପା ଛାଉଣୀ

ଶ୍ରୀମନ୍ଦିର ସିଂହଦ୍ବାର ଦ୍ବାର ବନ୍ଧ ଓ ପତିତପାବନଙ୍କ ମନ୍ଦିର ସଂପୂର୍ଣ୍ଣ ରୁପା ଆଚ୍ଛାଦିତ କରାଯିବ। ଡିସେମ୍ବର ୨୫ ପୂର୍ବରୁ ଏହି କାମ ଶେଷ ହେବ। ନୂଆବର୍ଷ ରେ ଶ୍ରୀମନ୍ଦିର ଓ ପତିତପାବନଙ୍କ ମନ୍ଦିରର ଏହି ନୂଆରୂପ ଭକ୍ତମାନେ ଦେଖିପାରିବେ ବୋଲି ଶ୍ରୀମନ୍ଦିର…