Month: November 2024

ମଧ୍ୟାହ୍ନ ଭୋଜନର ମୂଲ୍ୟରେ ଏକ ଟଙ୍କା ବୃଦ୍ଧି କରାଯିବ- ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆଜି ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ଉଚ୍ଚ ବିଦ୍ୟାଳୟ ପରିସରରେ ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହ ‘ସୁରଭି’ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଶେଷ ଦିବସରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ନୂତନ…

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ଏବଂ ଐତିହ୍ୟ ବିଦ୍ୟାଳୟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆଜି ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ଉଚ୍ଚ ବିଦ୍ୟାଳୟ ପରିସରରେ ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହ ‘ସୁରଭି’ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଶେଷ ଦିବସରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନେକ…

୨୦୨୦, ୨୦୨୧ ଓ ୨୦୨୨ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା

ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ତାଙ୍କର ଆଜୀବନ ଅବଦାନ ପାଇଁ ବିଶିଷ୍ଟ ଲେଖକ, ନିର୍ଦ୍ଦେଶକ ତଥା ଥିଏଟର ବ୍ଯକ୍ତିତ୍ୱ ଅନନ୍ତ ମହାପାତ୍ରଙ୍କୁ ସମ୍ମାନଜନକ ଆୱାର୍ଡ ମୋହନ ସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର ପ୍ରଦାନ କରାଯିବ | ତାଙ୍କୁ ୨୦୨୦ ବର୍ଷ ପାଇଁ ଏହି…

ସମବାୟ ସମିତି ଗୁଡିକ ସରକାରୀ ନିୟମ ଅନୁଯାୟୀ ଧାନ ସଂଗ୍ରହ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ; ନହେଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ 

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସମବାୟ ଭବନ ପରିସରରେ ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନର ଉଦ୍‌ଘାଟନ କରିଛନ୍ତି। ସୂଚନାଯୋଗ୍ୟ ଯେ ନଭେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ଏହି ସମବାୟ ସପ୍ତାହ ପାଳନ…

ଓଡିଶା ମାଧ୍ୟମିକ ଶିକ୍ଷା ବୋର୍ଡ ତରଫ ରୁ ମାଟ୍ରିକ ପରୀକ୍ଷା ୨୦୨୫ ର ଘୋଷଣା

ଓଡ଼ିଶା ମାଧ୍ଯମିକ ଶିକ୍ଷା ବୋର୍ଡ (ବିଏସଇ) ଓଡ଼ିଶା ମ୍ୟାଟ୍ରିକ ପରୀକ୍ଷା ୨୦୨୫ ର ତାରିଖ ଘୋଷଣା କରିଛି। କର୍ତ୍ତୃପକ୍ଷ ବାର୍ଷିକ ପରୀକ୍ଷା ପାଇଁ ସମ୍ପୂର୍ଣ୍ଣ ସମୟ ସାରଣୀ ଜାରି କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ , ବାର୍ଷିକ ମାଟ୍ରିକ୍ ପରୀକ୍ଷା ଫେବୃଆରୀ ୨୧…

ମଧୁସୂଦନ ଦାସଙ୍କ ଜନ୍ମ ପୀଠ ବିକାଶ ଯୋଜନା ରେ ଅନିୟମିତତା : ବର୍ଷିଲା ମଧୁ ସ୍ମୃତି ପରିଷଦ

ମଧୁସୂଦନ ଦାସଙ୍କ ଜନ୍ମ ପୀଠ ବିକାଶ ଯୋଜନା ରେ ଅନିୟମିତତାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ଅଭିଯୋଗ କରିଛି ମଧୁ ସ୍ମୃତି ପରିଷଦ । ଓଡିଆ ଅସ୍ମିତାର କଥା କହି ସରକାରକୁ ଆସିଲା ବିଜେପି ତେବେ ସ୍ବାଭିମାନୀ ପୁରୁଷଙ୍କୁ ଅବହେଳା କରୁଛନ୍ତି…

ଚଳତବର୍ଷ କଟକ ବାଲିଯାତ୍ରାକୁ ଆସିବେ ୧୩ ରାଷ୍ଟ୍ରର ରାଷ୍ଟ୍ରଦୂତ

ଆସନ୍ତା କାଲିଠାରୁ ୨୨ ତାରିଖ ଯାଏଁ ଚାଲିବ ଐତିହାସିକ ବାଲିଯାତ୍ରା ମେଳା। ବାଲିଯାତ୍ରା ପ୍ରସ୍ତୁତି ଓ ବ୍ୟବସ୍ତା ନେଇ କଟକ ଜିଲ୍ଲାପାଳଙ୍କ ପ୍ରେସମିଟ । ଆସନ୍ତାକାଲି ସନ୍ଧ୍ୟା ୫ଟାରେ ବାଲିଯାତ୍ରା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିବ ଡୋମିନିକାର ସର୍ବୋଚ୍ଚ ସମ୍ମାନ

ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଦ ଡୋମିନିକା ଆୱାର୍ଡ ଅଫ୍‌ ଅନର ପାଇବେ ପ୍ରଧାନମନ୍ତ୍ରୀ ମୋଦି । ଆସନ୍ତା ୧୯ ରୁ ୨୧ ତାରିଖ ପର୍ଯ୍ୟନ୍ତ ଗୁଆନାରେ ହେବାକୁ ଥିବା ଭାରତ-କାରିକୋମ୍ ସମିଟ୍‌ରେ ଦିଆଯିବ । କରୋନା ମହାମାରୀ ସମୟରେ ଡୋମିନିକା…

ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଜାମିନ ଆବେଦନ ଖାରଜ

ମହିଳା ପୁଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ ନେଇ ସମ୍ବଲପୁର ଟାଉନ ଥାନାରେ ରୁଜୁ ମାମଲାରେ ସମ୍ବଲପୁର ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ ।ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଆଗୁଆ ଜାମିନ ମାଗିଥିଲେ ।…

ଡୋନାଲ୍ଡ ଟ୍ରମ୍ପଙ୍କ ଟିମ୍‌ରେ ହିନ୍ଦୁ ମହିଳା; ତୁଳସୀ ଗବାର୍ଡ ହେଲେ ଆମେରିକାର ନୂଆ ଗୁଇନ୍ଦା ମୁଖ୍ୟ

ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଟିମ୍ ଘୋଷଣା କରୁଛନ୍ତି ଟ୍ରମ୍ପ । ପୂର୍ବତନ ସାଂସଦ ତୁଳସୀ ଗବାର୍ଡଙ୍କୁ ଦେଲେ ବଡ଼ ଦାୟିତ୍ବ । ଭାରତୀୟ-ଆମେରିକୀୟ ତୁଳସୀ ଗବାର୍ଡଙ୍କୁ ଆମେରିକାର ନୂଆ ଗୁଇନ୍ଦା ମୁଖ୍ୟ ଭାବେ ନିଯୁକ୍ତ କରିଛନ୍ତି ଟ୍ରମ୍ପ।…