Month: November 2024

ଆସନ୍ତାକାଲିଠାରୁ ଶ୍ରଦ୍ଧାଳୁଙ୍କ ଶ୍ରୀମନ୍ଦିରକୁ ୪ ଦ୍ୱାର ଦେଇ ପ୍ରବେଶ

ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରେ , ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ଘୋଷଣା କରିଛି ଯେ ଶନିବାରଠାରୁ ତୀର୍ଥଯାତ୍ରୀମାନେ ସମସ୍ତ ଚାରୋଟି ଫାଟକ ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। କାର୍ତ୍ତିକ ମାସ ପରେ ଠାକୁର ଦର୍ଶନ ଉପରେ ମୁଖ୍ଯ ପ୍ରଶାସକ…

ଅଭିଯୁକ୍ତ ବିଜେପି ସଦସ୍ୟ ମାନଙ୍କୁ ରାଜ୍ୟ ସରକାର ସୁରକ୍ଷା ଦେଉଛନ୍ତି : ବିଜେଡି

ବିଜେପିର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ସର୍ବୋଚ୍ଚ ନ୍ୟାୟାଳୟରେ ଖାରଜ ହୋଇଯିବା ପରେ ଗଣମାଧ୍ୟମରେ ସେ ଦେଇଥିବା ବୟାନ ଉପରେ ବିଜୁ ଜନତା ଦଳର ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଦେବ ଏହା…

ବାଲିଯାତ୍ରା ପାଇଁ ଟ୍ରାଫିକ କଟକଣା ଜାରି ; ଜାଣନ୍ତୁ କେଉଁପଟେ ଯିବ ଗାଡ଼ି

ଆଜିଠାରୁ ଆରମ୍ଭ ହେବାକୁ ଯାଇଛି ବିଶ୍ଵପ୍ରସିଦ୍ଧ କଟକ ବାଲିଯାତ୍ରା। ଏନେଇ ସବୁ ପ୍ରସ୍ତୁତି ଶେଷ ହୋଇସାରିଛି। ତେବେ ବାଲିଯାତ୍ରା ପାଇଁ କଟକରେ ଲକ୍ଷାଧିକ ଲୋକଙ୍କ ସମାଗମ ହେବାର ସମ୍ଭାବନା ଥିବାରୁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବାଲିଯାତ୍ରା…

ରଣଜୀ ଟ୍ରଫି: ବାରବାଟୀରେ ମହାରାଷ୍ଟ୍ରକୁ ୩ ୱିକେଟରେ ହରାଇଲା ଓଡ଼ିଶା

ଚଳିତ ରଣଜୀ ଟ୍ରଫିରେ ଲଗାତାର ଦୁଇ ପରାଜୟ ପରେ ଚଳିତ ରଣଜୀ ଋତୁରେ ଓଡ଼ିଶା ପ୍ରଥମ ବିଜୟ ହାସଲ କରିଛି। ସିଜିନର ୪ର୍ଥ ମ୍ୟାଚ୍‌ ଖେଳୁଥିବା ଓଡ଼ିଶା ବାରବାଟୀରେ ମହାରାଷ୍ଟ୍ରକୁ ୩ ୱିକେଟରେ ହରାଇ ଦେଇଛି। ପ୍ରଥମ ଇନିଂସରେ ଗୁରୁତ୍ୱପୂର୍ଣ୍ଣ ୩୮…

ଡବଲ ଇଞ୍ଜିନ ସରକାର ପରେ ବି ସିବିଆଇ ଟ୍ରେନ ଚାଲୁନି କାହିଁକି ?

ବେଦାନ୍ତ ପାଇଁ ଅଧିଗୃହୀତ ବେଆଇନ ଜମି ଫେରିଯିବ ମୂଳ ମାଲିକମାନଙ୍କ ପାଖକୁ । ଏମାନଙ୍କ ଭିତରେ ଅଛନ୍ତି ମହାପ୍ରଭୁ ଜଗନ୍ନାଥ, ରାଜ୍ୟ ସରକାର ଏବଂ ଜମି ମାଲିକ। ସରକାରଙ୍କ ଏହି ନିଷ୍ପତିକୁ ଚାରିଆଡୁ ସ୍ଵାଗତ କରାଯାଉଛି। ଯେଉଁ ପାପ ନବୀନ ସରକାର…

ପ୍ରଦୀପ ପାଣିଗ୍ରାହୀ ବିରୋଧୀ ଷଡଯନ୍ତ୍ରରେ ପୂର୍ଣ୍ଣଚ୍ଛେଦ

ବେଳ ଖରାପ ପଡିଲେ ତନ୍ତ୍ରମନ୍ତ୍ରଯନ୍ତ୍ର କିଛି କାମ ଦିଏନି । କ୍ଷମତା ବି କଉଁ କାମକୁ ଆସେନି । କ୍ଷମତା ବଳରେ ଆଉ କାହାକୁ ଦହଗଞ୍ଜ ଦେଇହୁଏ । ହଇରାଣ ହରକତ କରିହୁଏ । ଜନବିରୋଧୀ କହି କାହାକୁ ଜେଲ ପଠାଯାଇପାରେ…

ଦିଲ୍ଲୀରେ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ସ୍ବାଧୀନତା ସଂଗ୍ରାମୀ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀରେ ବିରାଟ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି । ଦିଲ୍ଲୀ ବାନସେରା ପାର୍କରେ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ । ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।୨୦ ଫୁଟ…

ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଅବସରରେ ରାଷ୍ଟ୍ରପତିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ଜନଜାତି ଗୌରବ ଦିବସରେ ଆଜି ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳନ ହେଉଛି । ବିର୍ସା ମୁଣ୍ଡା ଜୟନ୍ତୀକୁ ଜାତୀୟ ଜନଜାତି ଗୌରବ ଦିବସ ଭାବେ ପାଳୁଛି ଦେଶ । ଏହି ଅବସରରେ ବିହାରର ଜାମୁଇରେ ଆୟୋଜିତ କାର୍ଯ୍ୟକ୍ରମରେ…

ଯମୁନା ପରେ ମହାରାଷ୍ଟ୍ରରୁ ଶିମିଳିପାଳକୁ ଆସିଲା ବାଘୁଣୀ ଜିନତ୍

ମହାରାଷ୍ଟ୍ର ତଡବା ଜଙ୍ଗଲରୁ ବାଘୁଣୀ ଯମୁନା ଆସିବାର ୧୭ ଦିନ ପରେ ଆଜି ଶିମିଳିପାଳକୁ ଆସିଛି ବାଘୁଣୀ ଜିନ୍ନତ। ଆଜି ସକାଳ ୯ଟାରେ ବାଘୁଣୀ ଜିନତକୁ ଏନକ୍ଲୋଜରକୁ ଛଡାଯାଇଛି । ଯମୁନାକୁ ଛଡାଯାଇଥିବା ଏନକ୍ଲୋଜରରେ ବାଘୁଣୀ ଜିନତ୍‌କୁ ଛଡାଯାଇଛି । ଶିମିଳିପାଳ…

ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମ ଜୟନ୍ତୀ: ରାଜଧାନୀରେ ଜନଜାତି ଗୌରବ ଦିବସରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଆଜି ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ । ଦେଶରେ ପାଳିତ ହେଉଛି ଜନଜାତୀୟ ଗୌରବ ଦିବସ । ଏହି ଜନ୍ମ ଜୟନ୍ତୀ ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଜନତା ମୈଦାନଠାରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ଜନଜାତି ଗୌରବ ଦିବସ। ଅନୁସୂଚିତ…