Month: November 2024

ଇସ୍କନ କୁ ପୁରୀ ଗଜପତି ମହାରାଜ ଙ୍କ ଚେତାବନୀ

ଇସ୍କନ ର ପରମ୍ପରା ବିରୋଧୀ କାର୍ଯ୍ଯ କୁ ବିରୋଧ କରିଛନ୍ତି ପୁରୀ ଗଜପତି ମହାରାଜ | ଏକ ସାମ୍ବାଦିକ ସମ୍ମିଳନୀରେ ପୁରୀ ଗଜପତି ମହାରାଜ ଇସ୍କନର ଆଦିନିଆ ରଥ ଯାତ୍ରା ଏବଂ ସ୍ନାନ ଯାତ୍ରା ଉପରେ ନିଜର ଚିନ୍ତା ବ୍ଯକ୍ତ କରିଥିଲେ।…

ଦାଦନ ସର୍ଦ୍ଦାରଙ୍କୁ ନେଇ ଚିନ୍ତାରେ ଶ୍ରମ ବିଭାଗ

ବଲାଙ୍ଗିର ଜିଲ୍ଲା ବେଲପଡା଼ରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦାଦନ ଶ୍ରମିକ ଚାଲାଣ ହଟେଇ ଦେବି ବୋଲି ତାଙ୍କ ବକ୍ତବ୍ୟରେ କହିଲା ପରଠାରୁ ଶ୍ରମ ବିଭାଗ ଓ ମଣିଷ ବେପାରୀ ଦାଦନ ଶ୍ରମିକ ସର୍ଦ୍ଦାରମାନଙ୍କ ମୁଣ୍ଡ ବିନ୍ଧା ବଢ଼ି ଯାଇଛି । ମଣିଷ…

ଆଜି ହେବ ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ

ଆମେରିକାରେ ୪୭ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ମତଦାନ ଅନୁଷ୍ଠିତ ହେଉଛି। ଯଦିଓ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ମୋଟ ୮ ଜଣ ପ୍ରାର୍ଥୀ ଅଛନ୍ତି, ତଥାପି ମୁଖ୍ୟ ପ୍ରତିଦ୍ୱନ୍ଦ୍ୱିତା ହେଉଛି ଭାରତୀୟ ବଂଶୋଦ୍ଭବ ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ କମଳା…

କାନାଡାର ହିନ୍ଦୁ ମନ୍ଦିର ଉପରେ ଆକ୍ରମଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ନିନ୍ଦା

କାନାଡାର ଏକ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ, ଯାହା ଖାଲିସ୍ତାନ ସମର୍ଥକ କାର୍ଯ୍ଯକର୍ତ୍ତାଙ୍କ ଦ୍ୱାରା କରାଯାଇଥିବା ଅଭିଯୋଗ ହୋଇଥିଲା, ସୋମବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ତୀବ୍ର ନିନ୍ଦା କରିଥିଲେ। ସେ ଏହା ମଧ୍ଯ କହିଥିଲେ ଯେ ଏଭଳି ହିଂସାକାଣ୍ଡ…

ମୋହନ ସରକାର ଚାହାନ୍ତି ନାହିଁ କି ଝୋଟ ବ୍ୟାଗ୍ ଦୁର୍ନୀତିରୁ ପରଦା ହଟୁ ?

ଝୋଟ ବ୍ୟାଗ୍ ଦୁର୍ନୀତି ପ୍ରଘଟ ହେଲେ ମୋହନ ସରକାର ଭାଙ୍ଗିଯିବ କି ? ଯଦି ଏଭଳି ସାମାନ୍ୟତମ ଆଶଙ୍କା ନାହିଁ, ତେବେ ମୋହନ ସରକାରଙ୍କର ଅଫିସରମାନେ ଏ ସଂକ୍ରାନ୍ତ ତଥ୍ୟ ଲୁଚାଉଛନ୍ତି କାହିଁକି ? ଅନ୍ୟ ଅର୍ଥରେ ନବୀନ-ପାଣ୍ଡିଆନ ସରକାରଙ୍କ ଦୁର୍ନୀତିକୁ…

ଓଡିଶାରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ ୬ଟି ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ନୂଆ ଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡିଶାରେ ହିନ୍ଦୀ ଭାଷାର ପ୍ରଚାର…

କଟକ SCB ମେଡିକାଲ କଲେଜରେ ରାଗିଂ ଅଭିଯୋଗ

କଟକର ଏସ.ସି.ବି ମେଡ଼ିକାଲ କଲେଜର ପ୍ରଥମ ବର୍ଷର ଜଣେ ଏମ୍. ବି. ବି. ଏସ୍. ଛାତ୍ର ଏସ୍. ସି. ବି. ମେଡ଼ିକାଲ କଲେଜର ଶେଷ ବର୍ଷର ଛାତ୍ରମାନଙ୍କ ବିରୋଧରେ ରାଗିଂ ଅଭିଯୋଗ ଆଣିଛନ୍ତି l ପ୍ରଭାବିତ ଛାତ୍ରଙ୍କ ବ୍ୟତୀତ , କିଛି…

ବଦଳିଲା କେରଳ, ପଞ୍ଜାବ ଓ ଉତ୍ତର ପ୍ରଦେଶର ଉପ ନିର୍ବାଚନ ତାରିଖ

ତିନୋଟି ରାଜ୍ୟରେ ହେବାକୁ ଥିବା ଉପ ନିର୍ବାଚନ ତାରିଖରେ ପରିବର୍ତ୍ତନ କରାଯାଇଛି । ଏକାଧିକ ରାଜନୀତିକ ଦଳର ଅନୁରୋଧକ୍ରମେ ଆଜି ଭାରତୀୟ ନିର୍ବାଚନ କମିଶନ କେରଳ, ପଞ୍ଜାବ ଓ ଉତ୍ତର ପ୍ରଦେଶର ୧୪ଟି ବଧାନସଭା ଆସନ ପାଇଁ ହେବାକୁ ଥିବା ଉପ…

ନଭେମ୍ବର ୨୧ରୁ ଆରମ୍ଭ ହେବ ଧାନ କିଣା

ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବାକୁ ଯାଉଛି। ଧାନ କିଣା ନେଇ ଆଜି ହୋଇଥିବା ମନ୍ତ୍ରୀସ୍ତରୀୟ ବୈଠକରେ ଏହା ନିଷ୍ପତ୍ତି ନିଆଯାଇଛି ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ…

ଆମ୍ବ ଟାକୁଆରୁ ପ୍ରସ୍ତୁତ ଜାଉ ଖାଇ ହୋଇଛି ହେପାଟାଇଟିସ୍: ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ମାଣ୍ତିପଙ୍କା ଗାଁରେ ଆମ୍ବ ଟାକୁଆ ଜାଉ ଖାଇବା ଘଟଣାକୁ ନେଇ ଆସିଲା ନୂଆ ତଥ୍ୟ । ଆମ୍ବ ଟାକୁଆ ଜାଉରୁ ଦୁଇ ରୋଗୀଙ୍କୁ ହେପାଟାଇଟିସ୍ ହୋଇଛି । ଏନେଇ ଆଜି ସୂଚନା ଦେଇ ଜନ ସ୍ଵାସ୍ଥ୍ୟ…