ତାଜା ଖବର ରାଜ୍ୟ ଜଙ୍ଗଲରେ ସ୍ବାମୀକୁ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣା: ସ୍ତ୍ରୀକୁ ନିଜେ ମାରିବା ପାଇଁ ସ୍ୱାମୀ ରଚିଥିଲା ଷଡଯନ୍ତ୍ର November 5, 2024 Papirani କୋରାପୁଟ ଜିଲ୍ଲା ନନ୍ଦପୁର ଥାନା କୁମାରଗନ୍ଧନା ହରିଆମୁଣ୍ଡା ଗାଁରେ ଘଟୁଛି ଅଭାବନୀୟ ଘଟଣା । ସ୍ବାମୀକୁ ଗଛରେ ବାନ୍ଧି ପତ୍ନୀକୁ ହତ୍ୟା ଘଟଣାର ପର୍ଦ୍ଦାଫାସ କଲା ପୋଲିସ । ସ୍ଵାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାର ୨୪ ଘଣ୍ଟା ନ…
ରାଜ୍ୟ ସ୍ୱାସ୍ଥ୍ୟ ଆମ୍ବ ଟାକୁଆ ଜନିତ ମୃତ୍ୟୁ: ମୁଖ୍ୟମନ୍ତ୍ରୀଙ୍କ RDC ସ୍ତରୀୟ ତଦନ୍ତ ନିର୍ଦେଶ November 5, 2024 Nirvay ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ କନ୍ଧମାଳ ଜିଲ୍ଲାରେ ଆମ୍ବ ଟାକୁଆ ଜନିତ ମୃତ୍ୟୁ ମାମଲାର ରାଜସ୍ୱ ଡିଭିଜନାଲ କମିଶନର (ଆରଡିସି) ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଗତ ଅକ୍ଟୋବର ୩୦ରେ ଜିଲ୍ଲାର ଦାରିଙ୍ଗବାଡି ବ୍ଲକ୍ ମଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ…
ଖେଳ ତାଜା ଖବର ୨୦୩୬ରେ ଭାରତରେ ଅଲିମ୍ପିକ୍ସ ଆୟୋଜନ ପାଇଁ ଆଇଓସିକୁ ଚିଠି କଲା ଭାରତୀୟ ଅଲିମ୍ପିକ୍ସ ସଂଘ November 5, 2024 Papirani ୨୦୩୬ରେ ଅଲିମ୍ପିକ୍ସ ଆୟୋଜନ ପାଇଁ ଭାରତର ପ୍ରଥମ ପଦକ୍ଷେପ । ଭାରତରେ ଅଲିମ୍ପିକ୍ସ ଆୟୋଜନ କରିବା ପାଇଁ ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟିକୁ ଚିଠି ଦ୍ବାରା ଇଚ୍ଛା ଜାହିର କରିଛି ଭାରତୀୟ ଅଲିମ୍ପିକ୍ସ ସଂଘ । ଅଲିମ୍ପିକ୍ସ ସହ ପାରା ଅଲିମ୍ପିକ୍ସ ଆୟୋଜନ…
ତାଜା ଖବର ରାଜନୀତି ରାଜ୍ୟ ଜାତୀୟ ଉତ୍ସବ ଭାବେ ପାଳିତ ହେବ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ November 5, 2024 Papirani କେନ୍ଦ୍ର ସରକାର ଉତ୍କଳ କେଶରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀକୁ ଜାତୀୟ ଉତ୍ସବ ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଡାକ୍ତର ହରେକୃଷ୍ଣ ମହତାବଙ୍କୁ ଏହିପରି ଏକ ବଡ଼ ଶ୍ରଦ୍ଧାଞ୍ଜଳୀ ଦେବାକୁ ଜାତୀୟ…
ତାଜା ଖବର ରାଜନୀତି ରାଜ୍ୟ ମେଘନାଦ ପାଚେରୀରୁ ପାଣି ଗଳିବା ଘଟଣାର ସମାଧାନ ପାଇଁ ରାଜ୍ୟ ସରକାରଙ୍କ ଦରଦ ନାହିଁ: ବିଜେଡି November 5, 2024 Papirani ମେଘନାଦ ପାଚେରୀରେ ଅନେକ ଜାଗାରେ ଫାଟ ସୃଷ୍ଟି ହେଲାଣି । ଯାହାକୁ ନେଇ ଏବେ ରାଜନୀତି ସରଗରମ ହେବାକୁ ଲାଗିଛି । ଗୋଟେ ଦଳ ଅନ୍ୟ ଦଳ ଉପରେ ମେଘନାଦ ପାଚେରୀରେ ଫାଟକୁ ନେଇ ଦୋଷ ଲଦିବାର ସୁଯୋଗ ଛାଡୁନାହାନ୍ତି ।…
ରାଜନୀତି ରାଜ୍ୟ ବିଜେଡି ଉପରେ ସାଙ୍ଘାତିକ ପ୍ରଶ୍ନ ଆଣିଲେ ବିଜେପି ମୁଖପାତ୍ର ଅନିଲ ବିଶ୍ୱାଳ November 5, 2024 Nirvay ପୁରୀ ମନ୍ଦିରର ଚାରିପାଖରେ ଥିବା ସୀମା ପ୍ରାଚୀର ମେଘନାଦ ପାଚେରୀରେ ଅନେକ ଫାଟ ଦେଖାଯାଇଛି, ଯେଉଁଥିପାଇଁ ଶାସକ ଦଳ ପୂର୍ବ ବିଜୁ ଜନତା ଦଳ ସରକାରଙ୍କୁ ସମାଲୋଚନା କରିଛି | ବିଜେପି ମୁଖପାତ୍ର ଅନୀଲ ବିଶ୍ୱାଳ ମଙ୍ଗଳବାର ଦିନ ସୋସିଆଲ ମିଡିଆରେ…
ତାଜା ଖବର ରାଜ୍ୟ ଭଦ୍ରକ ରେ ନନ୍ଦନକାନନ ଏକ୍ସପ୍ରେସ କୁ ଗୁଳିମାଡ଼ November 5, 2024 Nirvay ମଙ୍ଗଳବାର ଦିନ ନନ୍ଦନକାନନ ଏକ୍ସପ୍ରେସ୍ ଟ୍ରେନ୍ କୁ ଗୁଳିକାଣ୍ଡ ଅଭିଯୋଗ ଆସିବା ପରେ ଭାରତୀୟ ରେଳବାଇ କର୍ତ୍ତୃପକ୍ଷ ତଦନ୍ତ ଆରମ୍ଭ କରିଛନ୍ତି ।ପ୍ରାଥମିକ ସୂଚନା ଅନୁଯାୟୀ, ଘଟଣାଟି ସକାଳ ପ୍ରାୟ ୯:୪୫ ସମୟରେ ଘଟିଥିଲା। ଖୋର୍ଧା ରୋଡ୍ କୋଚିଂ କଣ୍ଟ୍ରୋଲ୍ ଏହି…
ରାଜନୀତି ରାଜ୍ୟ ପୂର୍ବତନ କଂଗ୍ରେସ ବିଧାୟକ ପୂର୍ଣଚନ୍ଦ୍ର ମାଝୀ ଙ୍କ ଦେହାନ୍ତ November 5, 2024 Nirvay କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କର ସୋମବାର ବିଳମ୍ବିତ ରାତିରେ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ଦୀର୍ଘ ଦିନ ଧରି ଅସୁସ୍ଥତା କାରଣରୁ ସେ ଏମ୍ସରେ ଚିକିତ୍ସିତ ହେଉଥିଲେ। ୨୦୦୮ରେ, ଜଣେ ଅଭିଜ୍ଞ କଂଗ୍ରେସ ନେତା ମାଝୀ ପିତା ଅନନ୍ତ…
ଦେଶ ରାଜ୍ୟ ଇସ୍କନ କୁ ପୁରୀ ଗଜପତି ମହାରାଜ ଙ୍କ ଚେତାବନୀ November 5, 2024 Nirvay ଇସ୍କନ ର ପରମ୍ପରା ବିରୋଧୀ କାର୍ଯ୍ଯ କୁ ବିରୋଧ କରିଛନ୍ତି ପୁରୀ ଗଜପତି ମହାରାଜ | ଏକ ସାମ୍ବାଦିକ ସମ୍ମିଳନୀରେ ପୁରୀ ଗଜପତି ମହାରାଜ ଇସ୍କନର ଆଦିନିଆ ରଥ ଯାତ୍ରା ଏବଂ ସ୍ନାନ ଯାତ୍ରା ଉପରେ ନିଜର ଚିନ୍ତା ବ୍ଯକ୍ତ କରିଥିଲେ।…
ତାଜା ଖବର ରାଜ୍ୟ ଦାଦନ ସର୍ଦ୍ଦାରଙ୍କୁ ନେଇ ଚିନ୍ତାରେ ଶ୍ରମ ବିଭାଗ November 5, 2024 Papirani ବଲାଙ୍ଗିର ଜିଲ୍ଲା ବେଲପଡା଼ରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦାଦନ ଶ୍ରମିକ ଚାଲାଣ ହଟେଇ ଦେବି ବୋଲି ତାଙ୍କ ବକ୍ତବ୍ୟରେ କହିଲା ପରଠାରୁ ଶ୍ରମ ବିଭାଗ ଓ ମଣିଷ ବେପାରୀ ଦାଦନ ଶ୍ରମିକ ସର୍ଦ୍ଦାରମାନଙ୍କ ମୁଣ୍ଡ ବିନ୍ଧା ବଢ଼ି ଯାଇଛି । ମଣିଷ…