ତାଜା ଖବର ରାଜ୍ୟ ଆଜିଠୁ ୭ ମାସ ପର୍ଯ୍ୟନ୍ତ ମାଛଧରା ଉପରେ ଲାଗିଲା କଟକଣା November 1, 2024 Papirani ଆଜିଠୁ ମେ ୩୧ ପର୍ଯ୍ୟନ୍ତ ୭ ମାସ ମାଛଧରା ଉପରେ କଟକଣା ଜାରି କଲେ ସରକାର। ଏହି ସମୟରେ ଦୂର ସମୁଦ୍ରରୁ କୂଳକୁ ଆସୁଛନ୍ତି ଅଣ୍ଡା ଦାନ କରିବାକୁ ଲକ୍ଷ୍ୟ ଲକ୍ଷ୍ୟ ଅଲିଭ ରିଡଲେ କଇଁଛ ସେଥିପାଇଁ ସେମାନଙ୍କ ସୁରକ୍ଷାକୁ ପ୍ରାଧାନ୍ୟ…
ତାଜା ଖବର ରାଜ୍ୟ ସକାଳୁ ସକାଳୁ କଟକ ଓ ଭୁବନେଶ୍ୱରରେ ଅଦିନିଆ ବର୍ଷା November 1, 2024 Papirani ଭୁବନେଶ୍ବର ଓ କଟକରେ ପ୍ରବଳ ବର୍ଷା । ଆଜି ସକାଳୁ ସକାଳୁ ଟ୍ୱିନ ସିଟିରେ ଅଦିନିଆ ବର୍ଷା ସମେତ ବିଜୁଳି , ଘଡଘଡି ହୋଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି…
ତାଜା ଖବର ଦେଶ ବ୍ୟବସାୟ ନଭେମ୍ବର ପହିଲାରୁ ମହଙ୍ଗା ମାଡ଼; ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର November 1, 2024 Papirani ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର। ନଭେମ୍ବର ମାସ ଆରମ୍ଭ ହେବା ମାତ୍ରେ ସାଧାରଣ ଜନତାଙ୍କୁ ବଡ଼ ଝଟକା। ନଭେମ୍ବର ୧ରୁ ୧୯ କିଲୋଗ୍ରାମ ବ୍ୟବସାୟିକ ଏଲ୍ପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରାଯାଇଛି। ଇଣ୍ଡିଆନ୍ ଅଏଲ୍ ନଭେମ୍ବର ପହିଲାରୁ ବାଣିଜ୍ୟିକ…
ତାଜା ଖବର ରାଜ୍ୟ ମାର୍କେଟ ବିଲ୍ଡିଂର ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ November 1, 2024 Papirani ଦୀପାବଳିରେ ରାଜଧାନୀରେ ବଡ଼ ଅଘଟଣ । ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ମାର୍କେଟ ବିଲ୍ଡିଂ ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ ।ଏକ ନମ୍ବର ହାଟକୁ ସଂଯୋଗ କରୁଥିବା ଅଣ୍ଡର ଗ୍ରାଉଣ୍ଡ ମାର୍କେଟରେ ଅଗ୍ନିକାଣ୍ଡ ଘଟି…
ତାଜା ଖବର ରାଜନୀତି ରାଜ୍ୟ ଜନ୍ମମାଟିରେ କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ November 1, 2024 Papirani କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପ୍ରଥମ ଦିନରେ ନିଜ ଗାଁ ରାଇକଳାରେ କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀ…