Month: December 2024

ମହାପ୍ରଭୁଙ୍କ ନୀତିକାନ୍ତିରୁ ଜଣାପଡେ ଆୟୁର୍ବେଦ ଚିକିତ୍ସା ବିଷୟରେ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବ ଅବସରରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବାର୍ଷିକ ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଅଭିଭାଷଣ ଦ୍ଵାରା ଗୋପବନ୍ଧୁ…

ରାଜ୍ୟରେ ଅଛନ୍ତି ୨ ଲକ୍ଷ ୩୦ ହଜାର ୪୦୩ ଷଣ୍ଢ 

ବିଧାନସଭାରେ ଉଠିଲା ଷଣ୍ଢ ପ୍ରସଙ୍ଗ। ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନ ରାଜ୍ୟର କେଉଁ ଜିଲ୍ଲାରେ କେତେ ଷଣ୍ଢ ଅଛନ୍ତି? ସେମାନଙ୍କ ସଂଖ୍ୟା କେତେ? ଆଉ ଷଣ୍ଢ ବଂଶର ବୃଦ୍ଧି ଲାଗି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ୨୦୨୪ ର ଫଳାଫଳର ପ୍ରାୟ ୧୦ ଦିନ ପରେ ଆଜି ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ କିଏ ହେବ ତାହାକୁ ନେଇ ଲାଗି ରହିଥିବା ସସପେନ୍ସର ଅନ୍ତ ହୋଇଛି। ପୁଣି ଥରେ ମହାରାଷ୍ଟ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର…

ପୁରୀରେ ନୌସେନା ଦିବସ ପାଇଁ ଟ୍ରାଫିକ କଟକଣା; ଜାଣନ୍ତୁ କେଉଁ ରୁଟ୍‌ରେ କରିବା ଗମନାଗମନ

ଆଜି ପୁରୀରେ ପାଳନ ହେବ ନୌସେନା ଦିବସ । ପୁରୀ ବ୍ଲୁ ଫ୍ଲାଗ ବିଚ୍ ରେ ନୌସେନା ଦିବସ ଅବସରରେ ଯବାନମାନେ ଜଳ, ସ୍ଥଳ ଓ ଆକାଶ ପଥରେ ବିଭିନ୍ନ ଦୁଃସାହସିକ ଯୁଦ୍ଧ କୌଶଳ ପ୍ରଦର୍ଶନ କରିବେ । କରାଚି ଉପରେ…

ସ୍ୱର୍ଣ୍ଣମନ୍ଦିର ସମ୍ମୁଖରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କୁ ଗୁଳିମାଡ

ପଞ୍ଜାବର ଅମୃତସରସ୍ଥିତ ସ୍ବର୍ଣ୍ଣ ମନ୍ଦିରରେ ସେବା କରୁଥିବା ବେଳେ ଶିରୋମଣି ଅକାଳୀ ଦଳ ମୁଖ୍ୟ ତଥା ପଞ୍ଜାବର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କ ଉପରକୁ ହେଲା ଗୁଳିମାଡ଼। ମାତ୍ର ସୌଭାଗ୍ୟ ବଶତଃ ଅଳ୍ପକେ ବର୍ତ୍ତି ଯାଇଛନ୍ତି ସୁଖବୀର ସିଂ…

ନବୀନଙ୍କ ଥିବା ଭିତରେ ସରକାର ଗଲା, ଦଳ ବି ଯିବ !

ବିଜୁ ଜନତା ଦଳର ଗଡ଼ ଥିଲା ବଡ଼ମ୍ବା। ୧୯୯୦ରୁ ଏହି ଆସନରୁ ଅଣକଂଗ୍ରେସ ପ୍ରାର୍ଥୀ ଜିତି ଆସୁଥିଲେ। ୧୯୯୫ରେ ଜନତା ଦଳ ଟିକଟରେ ପ୍ରଥମ ଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଦେବୀ ପ୍ରସାଦ ମିଶ୍ର । ବିଜଦ ଟିକଟରେ ୨୦୦୦…

ବରିଷ୍ଠ ନାଗରିକଙ୍କ ପାଇଁ ଘୋଷଣା ହେଲା ଦେୟମୁକ୍ତ ସ୍ବତନ୍ତ୍ର ସହାୟତା ନମ୍ବର ‘୧୪୫୬୭’

ଆଜି ଭୁବନେଶ୍ବରସ୍ଥିତ କିଟ୍ ଇଣ୍ଡୋର ଷ୍ଟାଡିୟମଠାରେ ପାଳିତ ହୋଇଯାଇଛି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ । ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଗତ ତିନି ଧରି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସକୁ ଏକ ସମାରୋହ ରୂପେ ପାଳନ…

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସ୍ବତନ୍ତ୍ର ବିମାନ ଯୋଗେ ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଡା ସୁରକ୍ଷା ମଧ୍ୟରେ ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡରୁ ଚାଲିଚାଲି ଶ୍ରୀମନ୍ଦିରକୁ ଯାଇଛନ୍ତି ରାଷ୍ଟ୍ରପତି । ଏହି ସମୟରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ…

ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ବୃଦ୍ଧି ପାଇଁ କମିଟି ଗଠନ

ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ବୃଦ୍ଧି ପାଇଁ କମିଟି ଗଠନ କରାଯାଇଛି । ଉପଦେଷ୍ଟା କମିଟି ଗଠନ ନେଇ ଘୋଷଣା କଲେ ବାଚସ୍ପତି ସୁରମା ପାଢୀ। ବିଧାୟକ ଭାସ୍କର ମଢ଼େଇଙ୍କ ଅଧ୍ୟକ୍ଷତାରେ ଉପଦେଷ୍ଟା କମିଟି ଗଠନ ହୋଇଛି ।…

ନିଜ ବାସଭବନ ରେ ଦିବ୍ୟାଙ୍ଗ ମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ଶ୍ରୀ ମୋହନ ଚରଣ ମାଝୀ ଯେଉଁଠି କି ଯାଆନ୍ତୁ ନା କାହିଁକି, ଯେଉଁଠି ବି ଥାଆନ୍ତୁ, ଲୋକଙ୍କ ଅଭିଯୋଗ ଓ ସମସ୍ୟା ଶୁଣିବାକୁ ଓ ତା’ର ପ୍ରତିକାର ପାଇଁ ବ୍ୟବସ୍ଥା କରିବାକୁ ସବୁବେଳେ ପ୍ରାଧାନ୍ୟ ଦେଇଥାନ୍ତି…