Day: 9 December 2024

ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ୬୫ କ୍ରୀଡ଼ାବିତ୍‌ଙ୍କୁ ପ୍ରଦାନ କରାଗଲା ୫୩ ଲକ୍ଷ ୭ହଜାର ୫୦୦ ଟଙ୍କା

ବିଭିନ୍ନ ଜାତୀୟ ଏବଂ ଅନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାମାନଙ୍କରେ ନିଜର ଉଲ୍ଲେଖନୀୟ ପ୍ରଦର୍ଶନ ଦ୍ୱାରା ଆମ ରାଜ୍ୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଥିବା ସଫଳ କ୍ରୀଡ଼ାବିତ୍‌ମାନଙ୍କୁ ଆଜି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପୁରସ୍କାର ରାଶି ପ୍ରଦାନ କରାଯାଇଛି।…

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଖଣ୍ଡଗିରି ସବ୍ ରେଜିଷ୍ଟାର କାର୍ଯ୍ୟାଳୟର କନିଷ୍ଠ କିରାଣୀ

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଖଣ୍ଡଗିରି ସବ୍ ରେଜିଷ୍ଟାର କାର୍ଯ୍ୟାଳୟର କନିଷ୍ଠ କିରାଣୀ । ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ଖଣ୍ଡଗିରି ସବ୍ ରେଜିଷ୍ଟାର କାର୍ଯ୍ୟାଳୟର କନିଷ୍ଠ କିରାଣୀ ଦେବଜାନୀ କର । ଏକ ସବ ପ୍ଲଟ ରେଜିଷ୍ଟ୍ରେସନ କରାଇ…

ଆରବିଆଇ ନୂଆ ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରା

ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆରବିଆଇ)ର ନୂଆ ଗଭର୍ଣ୍ଣ ଭାବେ ନିଯୁକ୍ତି ପାଇଲେ ସଞ୍ଜୟ ମାଲହୋତ୍ରା। ସରକାର ସଞ୍ଜୟ ମଲହୋତ୍ରାଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କର ୨୬ ତମ ଗଭର୍ଣ୍ଣର ଭାବରେ ନିଯୁକ୍ତ କରିଛନ୍ତି । ଆଗାମୀ ତିନି ବର୍ଷ ଯାଏ ସରକାର ତାଙ୍କୁ…

କୁଟ୍ଟେ ଓ ଆଶିଷଙ୍କୁ ପୁରସ୍କାର: ବିଜେଡି ବିଜେପି କଥା କଟାକଟି

ଡି.ଏସ୍‌. କୁଟ୍ଟେ, ଆଶିଷ ସିଂଙ୍କୁ ନେଇ ରାଜନୀତି ସରଗରମ ହେବାକୁ ଲାଗିଛି । ଶାସନ ଦଳ ଓ ବିରୋଧି ଦଳ ମଧ୍ୟରେ ଚାଲିଛି ଆରୋପ ପ୍ରତ୍ୟାରୋପ । ଦୁଇ ବରିଷ୍ଠ ଆଇପିଏସ୍ ଡିଏସ୍ କୁଟ୍ଟେ ଓ ଆଶିଷ ସିଂଙ୍କୁ ଭିକେ ପାଣ୍ଡିଆନଙ୍କ…

ଶିମିଳିପାଳରୁ ଯାଇ ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’

ମହାରାଷ୍ଟ୍ର ତଡ଼ବା-ଅନ୍ଧାରୀ ଜାତୀୟ ବ୍ୟାଘ୍ର ଅଭୟାରଣ୍ୟରୁ ଶିମିଳିପାଳ ଅଭୟାରଣ୍ୟକୁ ଆସିଥିବା ମହାବଳ ବାଘୁଣୀ ଜିନ୍ନତ ଏବେ ଯାଇ ଝାଡ଼ଖଣ୍ଡରେ ବୁଲୁଛି। ଏନେଇ ଆଜି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡ଼ଃ ପ୍ରକାଶ…

ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ସୁଜିତ କୁମାର

ରାଜ୍ୟସଭା ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ଭାବେ ସୁଜିତ କୁମାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ବିଧାନସଭାରେ ପହଞ୍ଚି ନାମାଙ୍କନ ଭରିଲେ ସୁଜିତ କୁମାର । ନାମାଙ୍କନ ସମୟରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ, ବିଜେପି ସଭାପତି ମନମୋହନ…

ଖୁବଶୀଘ୍ର ନିଯୁକ୍ତି ପାଇବେ ୫ ହଜାର ଡାକ୍ତର ଓ ୩ ହଜାର ପାରା ମେଡିକାଲ ଷ୍ଟାଫ୍: ମୁକେଶ ମହାଲିଙ୍ଗ

ରାଜ୍ୟରେ ୩୦ଟି ଜିଲ୍ଲାରେ ଖୋଲିବ ମେଡ଼ିକାଲ । ଆଜି ବିଧାନସଭାରେ ଏହି ସୂଚନା ଦେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ମେଡିକାଲ କଲେଜ ଖୋଲିବା ଜରୁରୀ ଏବଂ ଏହା ନିର୍ବାଚନୀ ସଂକଳ୍ପ ପତ୍ରରେ କହିଥିଲୁ…

ରାଜ୍ୟସଭା ଉପନିର୍ବାଚନ ପାଇଁ ସୁଜିତ୍‌ କୁମାରଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଉପନିର୍ବାଚନ ପାଇଁ ସୁଜିତ୍‌ କୁମାରଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଓଡ଼ିଶାରେ ଖାଲିଥିବା ଗୋଟିଏ ରାଜ୍ୟସଭା ଆସନ ପାଇଁ ଉପ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଇଛି । ସେଥିପାଇଁ ଆଜି ଭାରତୀୟ ଜନତା ପାର୍ଟୀ ପକ୍ଷରୁ ପୂର୍ବତନ ରାଜ୍ୟସଭା ସାଂସଦ…

ଆନ୍ଦୋଳନକୁ ଓହ୍ଲାଇଲେ ହଜାର ହଜାର ଲୋୟର ପିଏମଜି ମହିଳା

ଭୁବନେଶ୍ବର ଲୋୟର ପିଏମଜିରେ ମହିଳାଙ୍କ ଗର୍ଜନ । ବକେୟା ଦରମା ଓ ସ୍ଥାୟୀ ନିଯୁକ୍ତି ଦାବିରେ ରାଜରାସ୍ତାରେ ଲୋୟର ପିଏମଜିର ହଜାର ହଜାର ମହିଳାଙ୍କ ଗର୍ଜନ। ଆନ୍ଦୋଳନକୁ ଓହ୍ଲାଇଲା ଅଲ ଓଡ଼ିଶା ଜି.ପି.ଏଲ.ଏଫ ମିଶନ ଶକ୍ତି ସାମୁଖ୍ୟ । ଆନ୍ଦୋଳନରେ ଏମବିକେ,…

ଭୁବନେଶ୍ବରରେ ସିବିଆଇର ଚଢ଼ାଉ; ବ୍ରିଜ ଆଣ୍ଡ ରୁଫ୍ କମ୍ପାନୀର ଟେଣ୍ଡର ଫିକ୍ସିଂ, ରିମାଣ୍ଡରେ ଗଲେ ୩

ଶନିବାର ରାତି ୯ଟା ୩୦ ମିନିଟ୍ ସମୟରେ ହୋଟେଲ ମେ’ ଫେୟାର ସମ୍ମୁଖରେ ଏକ ମର୍ସିଡିଜ ମେବ୍ୟାକ୍ କାର୍ ଉପରେ ଚଢ଼ାଉ ସହ ସିବିଆଇକୁ ମିଳିଥିଲା ବିଡ଼ାବିଡ଼ା ନୋଟ୍ ଏବଂ କିଛି ଗୁରୁତ୍ବପୂର୍ଣ୍ଣ କାଗଜପତ୍ର । ଆଉ ରବିବାର ଏହି ଘଟଣାର…