Day: 16 December 2024

ଜାନୁଆରୀରେ ଦୁଇଥର ଓଡିଶା ଆସୁଛନ୍ତି ମୋଦି

ଆସନ୍ତା ଜାନୁଆରୀ ମାସରେ ଦୁଇ ଥର ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କଟକରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏ ବାବଦରେ ସୂଚନା ଦେଇଛନ୍ତି। ଜାନୁଆରୀ ୮-୧୦ ରେ ଓଡ଼ିଶାରେ ହେବାକୁ ଥିବା ପ୍ରବାସୀ ଭାରତୀୟ…

ସଂସଦରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ‘ପାଲେଷ୍ଟାଇନ’ ବ୍ୟାଗକୁ ନେଇ ଝଡ଼

କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀ ସଂସଦ ଭିତରକୁ କାନ୍ଧରେ ପାଲେଷ୍ଟାଇନ ଲେଖାଥିବା ଏକ ବ୍ୟାଗ ନେଇ ପହଞ୍ଚିବା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ୱାୟାନାଡ଼ ଲୋକସଭା ଆସନରୁ ସାଂସଦ ଥିବା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଣିଥିବା ବ୍ୟାଗରେ ପାଲେଷ୍ଟାଇନ…

ଟେଣ୍ଡର ଫକ୍ସିଂ ମାମଲା: ୨ ପର୍ଯ୍ୟାୟ ରିମାଣ୍ଡ ଶେଷରେ ବିଚାର ବିଭାଗୀୟ ହାଜତ ଗଲେ ୩ ଅଭିଯୁକ୍ତ

ଭୁବନେଶ୍ବରରୁ ସିବିଆଇ ୧୦ ଲକ୍ଷ ଟଙ୍କା ଜବତ କରିବା ଘଟଣାରେ ୨ ପର୍ଯ୍ୟାୟ ରିମାଣ୍ଡ ଶେଷରେ ବିଚାର ବିଭାଗୀୟ ହାଜତ ଗଲେ ୩ ଅଭିଯୁକ୍ତ ଚଞ୍ଚଳ ମୁଖାର୍ଜୀ, ଦେବଦତ୍ତ ମହାପାତ୍ର, ସନ୍ତୋଷ ମହାରଣା । ସ୍ପେଶାଲ ସିଜେଏମ ସିବିଆଇ କୋର୍ଟରେ ତିନି…

ସପ୍ତାହେ ହେଲା ବନ୍ଦ ରହିଛି ୧୦୮ ଆମ୍ବୁଲାନ୍ସ ସେବା; ରୋଗୀ ହନ୍ତସନ୍ତ

ସ୍ବାଭାବିକ ହୋଇପାରୁନାହିଁ ଆମ୍ବୁଲାନ୍ସ କର୍ମଚାରୀଙ୍କ ଆନ୍ଦୋଳନ । ସପ୍ତାହେ ହେଲା ରାଜ୍ୟରେ ବନ୍ଦ ରହିଛି ୧୦୮ ଜନନୀ ଆମ୍ବୁଲାନ୍ସ ସେବା । ଗତ ୧୦ ତାରିଖରୁ ରାଜ୍ୟବ୍ୟାପୀ ୪୦୦ରୁ ଅଧିକ ଜନନୀ ଆମ୍ବୁଲାନ୍ସ ସେବା ବନ୍ଦ ରଖିଛନ୍ତି ଆମ୍ବୁଲାନ୍ସ ମାଲିକ ।…

ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ଲୋକଙ୍କ ଦୁଃଖ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୋହନ ସରକାର ଦାୟିତ୍ୱ ନେବା ପରେ ଏହା ହେଉଛି ପଞ୍ଚମ ଜନ ଶୁଣାଣି । ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । କିଛି ଦିନ…

ଆଳୁ ଦାନବ ବନାମ ଏଣ୍ଡୁଅ

ନିର୍ବାଚନରେ ବିକାଶ ପୁରୁଷ ଓ ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ହାରିଗଲେ । ଲୋକପ୍ରିୟତାକୁ ଫିତାରେ ମାପୁମାପୁ ଗଣ୍ଠି ପଡ଼ିଗଲା କି କ’ଣ ଶଙ୍ଖ ଚାରିଫାଳ ହୋଇଗଲା । ପପୁ ବାବୁ ଭାବିନଥିଲେ ହାରିଯିବେ ବୋଲି। ରେକର୍ଡ ନିଶାରେ ତଳେ କ’ଣ ସବୁ ଘଟିଲାଣି…

ବିଷ୍ଣୁପଦ ସେଠୀଙ୍କ ବାସଭବନ ସମ୍ମୁଖରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ ବେଳେ ମହୁମାଛି ଆକ୍ରମଣ

ଆଇଏଏସ ଅଫିସର ବିଷ୍ଣୁପଦ ସେଠୀଙ୍କ ସରକାରୀ ବାସଭବନ ସମ୍ମୁଖରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ ବେଳେ ମହୁମାଛି ଆକ୍ରମଣ । ବିଷ୍ଣୁପଦ ସେଠୀଙ୍କ ଘର ଘେରାଉ ବେଳେ ଆକ୍ରମଣ କଲେ ଶହ ଶହ ମହୁମାଛି । ବିକ୍ଷୋଭ ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲେ…

ସିବିଆଇର ଜେରା ବେଳେ ଅସୁସ୍ଥ ହୋଇପଡିଲେ କଣ୍ଟ୍ରାକ୍ଟର ସନ୍ତୋଷ ମହାରଣା

୧୦ ଲକ୍ଷ ଟଙ୍କାର ଲାଞ୍ଚ କାରବାର ମାମଲାରେ ଆଜି ସିବିଆଇର ଅଫିସରେ ଜେରା ବେଳେ ଅସୁସ୍ଥ ହୋଇପଡିଲେ କଣ୍ଟ୍ରାକ୍ଟର ସନ୍ତୋଷ ମହାରଣା । ଅସୁସ୍ଥ ହେବାରୁ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା । ଝାଡା,ବାନ୍ତିରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ…

ଭୁବନେଶ୍ବରରେ ଅଙ୍ଗନବାଡ଼ି ଓ ସହାୟିକାଙ୍କ ଗଣବିକ୍ଷୋଭ

ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ହଜାର ହଜାର ଅଙ୍ଗନବାଡ଼ି ଓ ସହାୟିକା ର୍କମୀ। ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଭୁବନେଶ୍ବର ଲୋୟର ପିଏମ୍‌ଜିରେ ହଜାର ହଜାର ଅଙ୍ଗନବାଡ଼ି କର୍ମୀଙ୍କ ଗଣବିକ୍ଷୋଭ । ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି, ବହିଷ୍କାର…

ଡିସେମ୍ବର ୨୫ରେ ହିତାଧିକାରୀଙ୍କୁ ମିଳିବନି ସୁଭଦ୍ରା ଟଙ୍କା

ଡିସେମ୍ବର ୨୫ ରେ ମିଳିବାକୁ ଥିବା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ରାଜ୍ୟ ସରକାର । ସୁଭଦ୍ରା ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଆସିବା ପୂର୍ବରୁ ଆଜି ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି…