Month: December 2024

ନାବାଳିକାଙ୍କୁ ରାସ୍ତାରୁ ଉଠାଇ ନେଇ ଗଣଦୁଷ୍କର୍ମ

ରାଉରକେଲାରେ ଲଜ୍ଜା। ନାବାଳିକାଙ୍କୁ ରାସ୍ତାରୁ ବଳପୂର୍ବକ ଉଠାଇ ନେଇ ଗଣଦୁଷ୍କର୍ମ ଅଭିଯୋଗ। ନାବାଳିକଙ୍କୁ ଏକ ବନ୍ଦ ଘରେ ଅଟକ ରଖି ଦୁର୍ବୃତ୍ତମାନେ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ୩ ଜଣଙ୍କୁ ଗିରଫ କରିଛି ଉଦିତନଗର ଥାନା ପୋଲିସ । ସୂଚନା ଯୋଗ୍ୟ;…

ୱାନ୍‌ ନେସନ୍ ୱାନ୍‌ ଇଲେକ୍ସନ୍‌ ବିଲ୍ ଜେପିସିରେ ବୈଜୟନ୍ତ ପଣ୍ଡା ସାମିଲ

ୱାନ୍‌ ନେସନ୍ ୱାନ୍‌ ଇଲେକ୍ସନ୍‌ ବିଲ୍ ଜେପିସିରେ ସାମିଲ୍ ହେଲେ ବୈଜୟନ୍ତ ପଣ୍ଡା । ୱାନ୍‌ ନେସନ୍ ୱାନ୍‌ ଇଲେକ୍ସନ୍‌ ବିଲ୍ ଉପରେ ଆଲୋଚନା ଗଠନ ହୋଇଥିବା ଯୁଗ୍ମ ସଂସଦୀୟ କମିଟି(ଜେପିସି)ରେ ଆଉ ୮ ଜଣ ସଦସ୍ୟଙ୍କ ନାମ ଯୋଡ଼ା ଯାଇଛି…

ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା

ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏହି ସମୟରେ ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୨ ତାରିଖ ଯାଏଁ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି…

ବିଷ୍ଣୁପଦ ମାମଲାରେ ସିବିଆଇକୁ ଯିବେ କି ସରକାର ?

ତିନି ‘ଏମ୍’ଙ୍କୁ ମିଳିଗଲା ଜାମିନ । ତିନି ଏମ୍ ହେଲେ -ମୁଖାର୍ଜୀ, ମହାପାତ୍ର ଏବଂ ମହାରଣା। ବ୍ରିଜ ଆଣ୍ଡ ରୂଫ କମ୍ପାନୀର ୧୦ଲକ୍ଷ ଟଙ୍କାର ଲାଞ୍ଚ ମାମଲାରେ ଏହି ତିନିଜଣଙ୍କୁ ଗିରଫ କରିଥିଲା ସିବିଆଇ। ରିମାଣ୍ଡରେ ନେଇଥିଲା । ଜେରା କଲା…

ଟେଣ୍ଡର ଫିକ୍ସିଂ ମାମଲା: ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କଲା ବିଜେଡି

ଟେଣ୍ଡର ଫିକ୍ସିଂ ମାମଲାରେ ଆଇଏଏସ ବିଷ୍ନୁପଦ ସେଠୀଙ୍କୁ ସମନ ହେବାପରେ ଆଜି ନବରଙ୍ଗପୁର ବିଜେଡି ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା। କିଛିଦିନ ତଳେ ଭୁବନେଶ୍ୱରର ଏକ ତାରକା ହୋଟେଲ ନିକଟରୁ ସିବିଆଇ ୧୦ ଲକ୍ଷ ଟଙ୍କା ଜବତ କରିବା ଘଟଣାରେ…

ସଂସଦ ଘଟଣାର ସତ ଲୋକଲୋଚନକୁ ଆସୁ :ବିଜେଡି

ଆଜି କିଛି ସମୟ ପୂର୍ବରୁ ପ୍ରତାପ ଷଡ଼ଙ୍ଗୀଙ୍କୁ ଠେଲାପେଲା ଘଟଣାକୁ ନିନ୍ଦା କରି ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ କହିଥିଲେ : ଡାକ୍ତରଖାନାରେ ପ୍ରତାପ ଷଢଙ୍ଗୀଙ୍କୁ ରାହୁଲ ଗାନ୍ଧୀ ଭେଟିବା ଉଚିତ । ଏଭଳି ବ୍ୟବହାରକୁ ନିନ୍ଦନୀୟ କହିଥିବାବେଳେ କିଛି ସମୟ…

ଚମ୍ପୁଆ ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି 

ଶିକ୍ଷା ପରିବେଶକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି ବୋଲି କେନ୍ଦୁଝର ଜିଲ୍ଲା ଚମ୍ପୁଆ ମହତାବ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦବୋଧନ ଦେଇ କହିଛନ୍ତି । ମୁଖ୍ୟମନ୍ତ୍ରୀ ନିଜ…

ଡାକ୍ତରଖାନାରେ ପ୍ରତାପଙ୍କୁ ଭେଟନ୍ତୁ ରାହୁଲ: ବିଜେଡି

ସଂସଦରେ ପ୍ରତାପ ଷଡ଼ଙ୍ଗୀଙ୍କୁ ଠେଲାପେଲା ଘଟଣାକୁ ନିନ୍ଦା କଲେ ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ । ସେ କହିଛନ୍ତି ଏଭଳି ବ୍ୟବହାରକୁ ନିନ୍ଦନୀୟ । ଡାକ୍ତରଖାନାରେ ପ୍ରତାପଙ୍କୁ ଭେଟନ୍ତୁ ରାହୁଲ । ଅନ୍ୟପଟେ ମାଷ୍ଟରକ୍ୟାଣ୍ଟିନ ଛକଠାରେ ନିଆଁ ଜାଳି ବିକ୍ଷୋଭ ପ୍ରଦର୍ଶନ…

ସଂସଦରେ କଂଗ୍ରେସ ଓ ବିଜେପି ମଧ୍ୟରେ ଠେଲାପେଲା ଘଟଣା; ରାଜଧାନୀରେ ବିଜେପି ଯୁବମୋର୍ଚ୍ଚାର ପ୍ରତିବାଦ

ସଂସଦ ପରିସରରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଧକ୍କାରେ ପ୍ରତାପ ଷଡଙ୍ଗୀ ପଡ଼ି ଆଘାତ ହେବା ଘଟଣାରେ ଏବେ ଚାରିଆଡ଼େ ରାଜନୈତିକ ଚର୍ଚ୍ଚା ପାଲଟିଛି। ବିଭିନ୍ନ ମହଲରେ ଏହି ଘଟଣାକୁ ନିନ୍ଦା କରାଯିବା ସହିତ ରାହୁଲଙ୍କୁ ବିରୋଧ କରି ଥାନାରେ…

ନୂଆ ବର୍ଷରୁ ଲାଗୁ ହେବ ନୂଆ ଦର୍ଶନ ବ୍ୟବସ୍ଥା

ନୂଆ ବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ । ଏ ନେଇ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଦେଇ କହିଛନ୍ତି ସ୍ୱତନ୍ତ୍ର ବାରିକେଡ୍ ଯୋଗେ ନୂଆବର୍ଷରୁ ଶ୍ରୀଜୀଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏ ନେଇ…