Month: December 2024

ବିଜେଡି ଛାଡିଲେ ଧର୍ମଶାଳା ନିର୍ବାଚନ ମଣ୍ଡଳୀ ସଭାପତି ଜଳଧର ସାହୁ

ବିଜେଡିକୁ ପୁଣି ଲାଗିଲା ଝଟକା । ବିଜେଡି ଛାଡିଲେ ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ସଭାପତି ଜଳଧର ସାହୁ। ଅସୁସ୍ଥତା କାରଣ ଦର୍ଶାଇ ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଇସ୍ତଫାପତ୍ର ଜିଲ୍ଲା ବିଜେଡି ସଭାପତି ସରୋଜ…

ତାମିଲନାଡୁର ଏକ ଘରୋଇ ଡାକ୍ତରଖାନାରେ ଅଗ୍ନିକାଣ୍ଡ; ୭ ମୃତ, ୨୯ ଆହତ

ତାମିଲନାଡୁର ଡିଣ୍ଡିଗୁଲରେ ଥିବା ଏକ ଘରୋଇ ହସ୍ପପିଟାଲରେ ଭୟାଭୟ ଅଗ୍ନିକାଣ୍ଡ। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ ଅଗ୍ନିଶମ ବାହିନୀ । ଏହି ଭୟାବହ ଅଗ୍ନିକାଣ୍ଡ ଘଟି ୭ ଜଣଙ୍କ ମୃତ୍ୟୁ…

ଭାରତୀୟ ଚେସ ତାରକା ଗୁକେଶ ହେଲେ ସର୍ବକନିଷ୍ଠ ବିଶ୍ୱ ଚାମ୍ପିୟନ

ଚେସ୍ ଇତିହାସରେ ସର୍ବକନିଷ୍ଠ ବିଶ୍ୱ ଚାମ୍ପିୟନ ଭାବେ ଇତିହାସ ସୃଷ୍ଟି କଲେ ଭାରତର ଡି ଗୁକେଶ । ଗୁକେଶ ଅନ୍ତିମ ମ୍ୟାଚରେ ବର୍ତ୍ତମାନର ଚାମ୍ପିୟନ ଚୀନର ଡିଙ୍ଗ ଲିରେନଙ୍କୁ ପରାସ୍ତ କରି ଟାଇଟଲ ଜିତିଛନ୍ତି। ବିଶ୍ୱନାଥନ ଆନନ୍ଦଙ୍କ ପରେ ଗୁକେଶ ଦ୍ୱିତୀୟ…

ଯାଜପୁର: ପୁରୁଣା ସ୍ଥାନକୁ ଫେରିବ ବିରଜା ହାଟ

ପୁରୁଣା ସ୍ଥାନକୁ ଫେରିବ ବିରଜା ହାଟ। ବିରଜା ହାଟକୁ ନେଇ ଯାଜପୁର ଜିଲାପାଳଙ୍କ ବଡ଼ ନିଷ୍ପତ୍ତି। ରବିବାରଠାରୁ ପୁରୁଣା ସ୍ଥାନରେ ବସିବ ବିରଜା ହାଟ। ୧୧ ମାସ ତଳେ ସନ୍ଥମାଧବକୁ ସ୍ଥାନାନ୍ତର ହୋଇଥିଲା ବିରଜା ହାଟ। ପୁରୁଣା ସ୍ଥାନକୁ ଫେରିବା ପାଇଁ…

କଳିଙ୍ଗ ଷ୍ଟାଡିୟମ୍‌ରେ ବ୍ୟାଡମିଣ୍ଟନ ହାଇପରଫର୍ମାନ୍ସ ସେଣ୍ଟର ଉଦଘାଟିତ

ଆସାମ ମୁଖ୍ୟମନ୍ତ୍ରୀ ତଥା ବ୍ୟାଡ଼ମିଣ୍ଟନ ଆସୋସିଏସନ ଅଫ ଇଣ୍ଡିଆର ସଭାପତି ହିମନ୍ତ ବିଶ୍ୱଶର୍ମା ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ବ୍ୟାଡ଼ମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାଇନା…

ବିଜେଡିରେ ଘମାସାନ: ସୁଜିତ, ମମତା ପରେ କିଏ?

କିଛିଦିନ ଭିତରେ ରାଜ୍ୟସଭାରେ ବିଜେଡି ଶୁନ ହୋଇଯିବ ବୋଲି ଆଜି ବିଜେଡିକୁ ଟାର୍ଗେଟ କରି କହିଛନ୍ତି ବିଜେପି ବିଧାୟକ ଜୟନାରାୟଣ ମିଶ୍ର । ସେ କହିଛନ୍ତି ଖୁବଶୀଘ୍ର ୨ ଜଣ ବିଜେଡି ରାଜ୍ୟସଭା ସାଂସଦ ବିଜେପିରେ ମିଶିବାକୁ ଯାଉଛନ୍ତି । ଜଣେ…

ଜାନୁଆରୀ ମାସରେ ଓଡିଶା ବିଜେପି ପାଇବ ନୂଆ ସଭାପତି

ରାଜ୍ୟ ଭାଜପା ପାଇବ ନୂଆ ସଭାପତି। ଜାନୁଆରୀ ମାସରେ ହେବାକୁ ଯାଉଛି ରାଜ୍ୟ ବିଜେପି ନୂଆ ସଭାପତି ନିର୍ବାଚନ । ଏନେଇ ସୂଚନା ଦେଲେ ରାଜ୍ୟ ବିଜେପି ପ୍ରଭାରୀ ବିଜୟପାଲ ସିଂ ତୋମାର । ସେ କହିଛନ୍ତି ଆମର ଗଣତାନ୍ତ୍ରିକ ଦଳ,…

‘ୱାନ ନେସନ, ୱାନ ଇଲେକ୍ସନ’ ବିଲ୍‌କୁ କେନ୍ଦ୍ରର ମଞ୍ଜୁରୀ

‘ୱାନ ନେସନ, ୱାନ ଇଲେକ୍ସନ’ ବିଲ୍‌କୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ବିସ୍ତୃତ ଆଲୋଚନା ପାଇଁ ଏହି ବିଲ୍ ମିଳିତ ସଂସଦୀୟ କମିଟି ନିକଟକୁ ପଠାଯାଇପାରେ। ଆସନ୍ତା ସପ୍ତାହରେ ସଂସଦରେ ଉପସ୍ଥାପନା କରିପାରନ୍ତି ସରକାର । କ୍ୟାବିନେଟ୍‌ ମଞ୍ଜୁରୀ ନେଇ ଜାତୀୟ ଗଣମାଧ୍ୟମରେ…

ସୁରକ୍ଷାକର୍ମୀ ଗୁଳିରେ ୭ ମାଓବାଦୀ ନିହତ

ଛତିଶଗଡ଼ ନାରାୟଣପୁର ଜିଲ୍ଲାର ସୀମାରେ ମାଓ-ସୁରକ୍ଷାକର୍ମୀ ମଧ୍ୟରେ ଗୁଳିବିନିମୟ । ରାତି ୩ଟାରୁ ଉଭୟ ପକ୍ଷରୁ ଗୁଳିବିନିମୟ ହୋଇଥିବା ସୂଚନା । ଏଥିରେ ଅନେକ ହାର୍ଡକୋର ନକ୍ସଲ ନିହତ ହୋଇଥିବା ବେଳେ ଏଯାଏ ଉଦ୍ଧାର ହେଲେଣି ୭ ମୃତଦେହ । ଆଗକୁ…

ଜାତୀୟସ୍ତରରେ ଶ୍ରେଷ୍ଠ ଜିଲ୍ଲା ପଞ୍ଚାୟତ ବର୍ଗରେ କୋରାପୁଟ ସମ୍ମାନିତ

ଜାତୀୟସ୍ତରରେ ଓଡ଼ିଶାକୁ ମିଳିଲା ସମ୍ମାନ। ଓଡ଼ିଶାକୁ ମିଳିଛି ‘ଜାତୀୟ ପଞ୍ଚାୟତ ପୁରସ୍କାର-୨୦୨୪। ଜାତୀୟସ୍ତରରେ ଶ୍ରେଷ୍ଠ ଜିଲ୍ଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଛି। ନାନାଜୀ ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ଶତତ ବିକାଶ ବର୍ଗରେ କୋରାପୁଟ ଦ୍ବିତୀୟ ଶ୍ରେଷ୍ଠ ଜିଲ୍ଲା ପଞ୍ଚାୟତ ଭାବେ…