ତାଜା ଖବର ଦେଶ ନେପାଳ ସୀମାରେ ତିବ୍ବତରେ ଭୂମିକମ୍ପ; ୫୦ରୁ ଉର୍ଦ୍ଧ୍ବ ମୃତ January 7, 2025 Papirani ନେପାଳ ସୀମାନ୍ତ ତିବ୍ବତରେ ଆଜି ସକାଳୁ ଏକ ବଡ଼ ଧରଣର ଭୂକମ୍ପ ହୋଇଛି । ତିବ୍ବତର ଶିଗାତ୍ସେ ସହରରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ରିକ୍ଟର୍ ସ୍କେଲରେ ୭.୧ ରହିଛି । ନେପାଳ ସୀମା ଓ ତିବ୍ଦତରେ…
ତାଜା ଖବର ରାଜ୍ୟ କୋଣାର୍କରେ ବୈଦେଶିକ ମନ୍ତ୍ରୀ ଡଃ ଏସ ଜୟଶଙ୍କର January 7, 2025 Papirani ଆସନ୍ତାକାଲିଠାରୁ ଆରମ୍ଭ ହେବାକୁଥିବା ପ୍ରବାସୀ ଭାରତୀୟ ଦିବସ ପାଇଁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର। ଗତକାଲି ବୈଦେଶିକ ମନ୍ତ୍ରୀ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା ।…
ରାଜ୍ୟ ଡିଏମ୍ଏଫ୍ ଦୁର୍ନୀତିର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ January 7, 2025 Papirani ମୋହନ ସରକାର ବିଜୁ ଜନତା ଦଳ ସରକାରର କେଳେଙ୍କାରୀର ତଦନ୍ତ ପାଇଁ ଆଗ୍ରହୀ ନଥିବା ସ୍ପଷ୍ଟ ହୋଇଯାଇସାରିଛି । ମନ୍ତ୍ରୀମାନେ ଦୁର୍ନୀତି କଥା କହୁଛନ୍ତି । କିନ୍ତୁ ଦୁର୍ନୀତିଖୋରଙ୍କୁ ସମସ୍ତଙ୍କ ସାମ୍ନାକୁ ଆଣିବା ପାଇଁ ସାମାନ୍ୟତମ ପ୍ରୟାସ ବି କରୁନାହାନ୍ତି ।…
ତାଜା ଖବର ରାଜ୍ୟ ଭୁବନେଶ୍ୱର, ଦିଲ୍ଲୀ, ଝାଡ଼ଖଣ୍ଡରେ ହଂସିତା ଅଭିଲିପ୍ସାଙ୍କ ଉପରେ ଆୟକର ଟିମ୍ର ରେଡ଼ January 7, 2025 Papirani ରାଜଧାନୀର ହାଇପ୍ରୋଫାଇଲ୍ ଠକ ହଂସିତା ଅଭିଲିପ୍ସାଙ୍କ ଘରେ ଆଜି ଆୟକର ବିଭାଗ ଟିମ୍ ଚଢ଼ଉ କରିଛି । ହଂସିତାଙ୍କର ୧୨ଟି ଠିକଣାରେ ଖୋଲତାଡ଼ କରୁଛି ଆଇଟି ଟିମ୍ । ଭୁବନେଶ୍ୱର, ଦିଲ୍ଲୀ, ଝାଡ଼ଖଣ୍ଡର ୧୨ଟି ସ୍ଥାନରେ ଏକକାଳୀନ ଚଢ଼ଉ ଆରମ୍ଭ ହୋଇଛି…
ତାଜା ଖବର ଦେଶ ଦେଶରେ ଆଉ ୨ଟି HMPV କେସ ଚିହ୍ନଟ; ମହାରାଷ୍ଟ୍ରକୁ ବ୍ୟାପିଲା January 7, 2025 Papirani ଚୀନରେ ଏଚଏମପିଭି ମାମଲା ବୃଦ୍ଧି ପାଇଥିବା ଖବର ସାମ୍ନାକୁ ଆସିଛି ଏବେ ଦେଶରେ ହ୍ୟୁମାନ ମେଟାପ୍ୟୁମୋ ଭାଇରସ (ଏଚ୍ଏମ୍ପିଭି) ସଂକ୍ରମଣ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ବେଙ୍ଗାଲୁରୁ, ତାମିଲନାଡ଼ୁ ଓ କୋଲକାତା ପରେ ଏବେ ମହାରାଷ୍ଟ୍ର ନାଗପୁରରେ ୨ ଜଣ…