Day: 8 January 2025

ଭି. ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ ନିଯୁକ୍ତ

ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)ର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ବିଶିଷ୍ଟ ବୈଜ୍ଞାନିକ ଡକ୍ଟର ଭି. ନାରାୟଣନ। ଏନେଇ ଆଜି କେନ୍ଦ୍ର ସରକାରଙ୍କ କ୍ୟାବିନେଟ୍ ନିଯୁକ୍ତି କମିଟି ଏହାକୁ ଅନୁମୋଦନ କରିଛି। ଭି. ନାରାୟଣନ ଆସନ୍ତା ୧୪ ତାରିଖରେ…

ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ RPF ଏଏସ୍‌ଆଇ ଗିରଫ

ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଆରପିଏଫ ଏଏସ୍‌ଆଇ ଗିରଫ । ଭୁବନେଶ୍ୱର ଆରପିଏଫ ଏଏସଆଇ ନିରଞ୍ଜନ ଜେନା ଗିରଫ ହୋଇଛନ୍ତି । ଦୁଇ ଦିନ ପୂର୍ବେ ଟ୍ରେନରେ ଆସି ଷ୍ଟେସନରେ ଓହ୍ଲାଇଥିଲେ ଯୁବତୀ । ଯୁବତୀଙ୍କ ଘର ଜଗତସିଂପୁରରେ । ସେ ଭୁବନେଶ୍ବରର…

ପ୍ରବାସୀ ଭାରତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୋତା ମାରିବାକୁ ଆହ୍ୱାନ ଦେଲା ଆତଙ୍କୀ ପନ୍ନୁ

ପୁଣି ଦୈନିକ ଖବରକାଗଜ ନିର୍ଭୟକୁ ଧମକପୂର୍ଣ୍ଣ ମେଲ୍‌ ପଠାଇଛି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ। ଆଜିଠୁ ଆରମ୍ଭ ହୋଇଥିବା ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ଅବସରରେ ବ୍ୟାଘାତ ସୃଷ୍ଟି ପାଇଁ ଧମକପୂର୍ଣ୍ଣ ମେଲ୍ ପଠାଇଛି ପନ୍ନୁ। ପ୍ରବାସୀ ଭାରତୀୟ ଦିବସକୁ ଆତଙ୍କ ଦିବସ…

ସମସ୍ତ ମାମଲାରୁ ଦୋଷମୁକ୍ତ ହେଲେ ପ୍ରଦୀପ ପାଣିଗ୍ରାହୀ

ସମସ୍ତ ମାମଲାରୁ ନିର୍ଦ୍ଦୋଷରେ ଖଲାସ ହେଲେ ବ୍ରହ୍ମପୁର ବିଜେପି ସାଂସଦ ପ୍ରଦୀପ ପାଣିଗ୍ରାହୀ। ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ରହିଥିଲା ଟାଟା କମ୍ପାନୀରେ ଚାକିରି ନାଁରେ ଠକେଇ ମାମଲା ହୋଇଥିବା ବେଳେ ଗତକାଲି ସେ ଦୁଇଟି ମାମଲା ଓ ଆଜି ବାକି ଥିବା…

ଷ୍ଟେନ୍ସ ହତ୍ୟା ମାମଲା: ଦାରା ସିଂହଙ୍କୁ ଶୀଘ୍ର ମୁକ୍ତ କରିବା ପାଇଁ ଓଡ଼ିଶା ଓ ସିବିଆଇକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

୧୯୯୯ ମସିହାରେ କେନ୍ଦୁଝରରେ ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟୁଆର୍ଟ ଷ୍ଟେନ୍ସ ଓ ତାଙ୍କ ଦୁଇ ନାବାଳକ ପୁଅ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ରବୀନ୍ଦ୍ର ପାଲ ଓରଫ ଦାରା ସିଂହଙ୍କ କ୍ଷମା ଆବେଦନ ଉପରେ ସୁପ୍ରିମକୋର୍ଟ ସିବିଆଇକୁ ଜବାବ ମାଗିଛନ୍ତି…

ଆରମ୍ଭ ହେଲା ପ୍ରବାସୀ ଭାରତୀୟ ସମ୍ମେଳନ

ଆରମ୍ଭ ହେଲା ପ୍ରବାସୀ ଭାରତୀୟ ସମ୍ମିଳନ । ଓଡ଼ିଶାରେ ପ୍ରଥମଥର ପାଇଁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନ ଆୟୋଜନ କରାଯାଇଛି। ଏହାକୁ ପ୍ରଦୀପ ପ୍ରଜ୍ବଳନ କରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର, କେନ୍ଦ୍ର…

ରାଜଧାନୀରେ ‘ପୋଲିସ ମିତ୍ର’ ଯୁବକଙ୍କ ମୁଣ୍ଡ କାଟି ହତ୍ୟା

ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି । ଭୁବନେଶ୍ୱରର ରସୁଲଗଡ଼ ଛକରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା । ପୋଲିସ ମିତ୍ରଙ୍କ ମୁଣ୍ଡ କାଟି ରାସ୍ତାରେ ଫିଙ୍ଗିଦେଛନ୍ତି ଦୁର୍ବୃତ୍ତ। ରସୁଲଗଡ଼ ଛକରେ ଓଭର ବ୍ରିଜ ଉପରେ…