Day: 13 January 2025

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର MOU ନେଇ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ପ୍ରାଧିକରଣ, ଭାରତ ସରକାର ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓଡ଼ିଶା ସରକାରଙ୍କ ମଧ୍ୟରେ ଏମଓୟୁ ପାଇଁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ…

ଶଙ୍ଖ ଭବନକୁ ରାଜ୍ୟ ସରକାର ନିଜ ଦଖଲକୁ ନିଅନ୍ତୁ :ଜଗନ୍ନାଥ ପ୍ରଧାନ

ଗତକାଲି ଶଙ୍ଖ ଭବନରେ ସାଧାରଣ ଲୋକଙ୍କୁ ଖାଦ୍ୟ ବିକ୍ରି କରି ହୋଟେଲ୍ ଚଲାଉଥିବା ଖବର ଗଣମାଧ୍ୟମରେ ପ୍ରସାରଣ ହେବା ପରେ ଆଜି ମଧ୍ୟ ଭୁବନେଶ୍ବର ବିଜେପି ନେତା ଜଗନ୍ନାଥ ପ୍ରଧାନ ବିଜେଡିକୁ ଜୋରଦାର ଟାର୍ଟେଟ କରିଛନ୍ତି।ଏହା ସହିତ ବିଜେଡି ସାରା ଓଡିଶାବାସୀଙ୍କ…

ଆଣ୍ଟି-ଟ୍ୟାଙ୍କ୍‌ ମିସାଇଲ୍‌ ‘ନାଗ-୨’ର ସଫଳ ପରୀକ୍ଷଣ; ଶକ୍ତିଶାଳୀ ହେବ ଭାରତୀୟ ସେନା

ଆହୁରି ଶକ୍ତିଶାଳୀ ହେବ ଭାରତୀୟ ସେନା । ଭାରତ ଆଜି ସୁରକ୍ଷା ଦୃଷ୍ଟିରୁ ବଡ଼ ସଫଳତା ହାସଲ କରିଛି । ରାଜସ୍ଥାନର ପୋଖରନରୁ ଡିଆରଡିଓ ପକ୍ଷରୁ ଆଣ୍ଟି-ଟ୍ୟାଙ୍କ୍‌ ଗାଇଡେଡ୍‌ କ୍ଷେପଣାସ୍ତ୍ର ‘ନାଗ-୨’ (Nag Mk-2) ର ସଫଳ ପରୀକ୍ଷଣ ହୋଇଛି ।…

“ମିସା” ବନ୍ଦୀମାନଙ୍କୁ ସଂଗ୍ରାମୀ ଆଖ୍ୟା ଦେଇ ସମ୍ମାନ ଜଣାଇଛନ୍ତି ରାଜ୍ୟ ସରକାର: ମନମୋହନ ସାମଲ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶାରେ ଜରୁରୀକାଳିନ ପରିସ୍ଥିତି ସମୟରେ ବନ୍ଦୀ ଜୀବନ କଟାଇଥିବା ସଂଗ୍ରାମୀମାନଙ୍କୁ ସମ୍ମାନ ଜଣାଇ ମାସିକ ୨୦,୦୦୦ ଟଙ୍କାର ପେନ୍‌ସନ୍ ରାଶି ପ୍ରଦାନ ସହିତ ସମସ୍ତଙ୍କର ସ୍ୱାସ୍ଥ୍ୟଗତ ଖର୍ଚ୍ଚ ମାଗଣାରେ ଓଡିଶା ସରକାର ବହନ କରିବେ ବୋଲି…

ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତନ ଆଣିବ ଆୟୁଷ୍ମାନ ଯୋଜନା: ମନମୋହନ ସାମଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତତ୍ୱାବଧାନରେ ଆଜି ନୂଆଦିଲ୍ଲୀରେ ରାଜ୍ୟ ଓ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷରିତ ହେବା ପରେ ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ କରାଯାଇଛି । ବିଜେଡି ସରକାରଙ୍କ ଅସହିଷ୍ଣୁତା କାରଣରୁ ରାଜ୍ୟବାସୀ ପୂର୍ବରୁ ଏହି ଯୋଜନାରୁ…

ଓଡ଼ିଶାକୁ ଏକ ବଡ଼ IT ହବ୍‌ କରିବା ଲକ୍ଷ୍ୟରେ ମୋଦି ସରକାର: ଅଶ୍ବିନୀ ବୈଷ୍ଣବ

ଓଡ଼ିଶାରେ ଆଇଟି ପ୍ରଫେସନାଲଙ୍କର ଅଭାବ ନାହିଁ । ଓଡ଼ିଶାକୁ ଆଗାମୀ ଦିନରେ ଏକ ବଡ଼ ଆଇଟି ହବ୍ କରିବା ଲକ୍ଷ୍ୟ ରହିଛି ବୋଲି ଆଜି ଏନେଇ ଆୟୁଷ୍ମାନ ପାଇଁ ଏମଓୟୁ ବେଳେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି…

ଓଡ଼ିଶାରେ ଆୟୁଷ୍ମାନ ଯୋଜନା ପାଇଁ ଦିଲ୍ଲୀରେ ହେଲା MOU ସ୍ଵାକ୍ଷର

ସମସ୍ତ ପ୍ରତୀକ୍ଷାର ଅନ୍ତ ଘଟିଛି । ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷର ହୋଇଛି । ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ରାଜ୍ୟ ସରକାରଙ୍କ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ସମନ୍ୱିତ କାର୍ଯ୍ୟାନ୍ୱୟନ…

ପୁରୀ ବଡଦାଣ୍ଡରୁ ଉଚ୍ଛେଦ ନେଇ ଉଠାଦୋକାନୀଙ୍କ ଆନ୍ଦୋଳନ

ବଡଦାଣ୍ଡ ଉଠାଦୋକାନୀଙ୍କ ଆନ୍ଦୋଳନ। ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି ଶହ ଶହ ଉଠାଦୋକାନୀ । ଉଚିତ ସ୍ଥାନରେ ଥଇଥାନ ଦାବିରେ ବଡ଼ଦାଣ୍ଡ ଉଠାଦୋକାନୀଙ୍କ ଆନ୍ଦୋଳନ ଦେଖିବାକୁ ମିଳିଛି। ବର୍ଷେ ତଳେ ଶ୍ରୀମନ୍ଦିରକୁ ଭକ୍ତ ଯାତାୟତ ସୁଗମ କରିବା, ବଡଦାଣ୍ଡରେ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦,୦୦୦ ଟଙ୍କା ପେନସନ

ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ମାସକୁ ମିଳିବ ୨୦ ହଜାର ଟଙ୍କାର ପେନସନ । ପୂର୍ବରୁ ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବରେ ମୁଖ୍ୟ ଅତିଥି…

ବହୁ ପ୍ରତୀକ୍ଷିତ ସୋନମାର୍ଗ ଟନେଲ୍‌ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ-କଶ୍ମୀରର ସୋନମର୍ଗ ଗସ୍ତ କାଳରେ ବହୁ ପ୍ରତୀକ୍ଷିତ ପ୍ରକଳ୍ପ ‘ଜେଡ୍‌-ମୋଡ୍‌ ଟନେଲ୍‌’ର ଲୋକାର୍ପଣ କରିଛନ୍ତି। ଏଥିରେ ୬.୪ କିଲୋମିଟର ଲମ୍ବ ସୋନମର୍ଗ ମୁଖ୍ୟ ଟନେଲ୍, ଏକ ପ୍ରସ୍ଥାନ ସୁଡ଼ଙ୍ଗ ଏବଂ ପ୍ରବେଶ ପଥ ରହିଛି ।…