Day: 14 January 2025

ଭୁବନେଶ୍ଵର ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ଵାଗତ କଲେ ଦଳୀୟ କର୍ମୀ ଏବଂ ସାଧାରଣ ଜନତା

ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷର ହୋଇଛି । ଗତକାଲି ଦିଲ୍ଲୀରେ ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ରାଜ୍ୟ ସରକାରଙ୍କ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ସମନ୍ୱିତ କାର୍ଯ୍ୟାନ୍ୱୟନ ନିମନ୍ତେ ବୁଝାମଣା ପତ୍ର…

ଭରଚୁଆଲ ମାଧ୍ୟମରେ ଗୋ ସମାବେଶ, ଓମଫେଡ କୁ ବିପନ୍ନ ସହାୟତା ଏବଂ ଗିଫ୍ଟ ମିଲ୍କ କାର୍ଯ୍ୟକ୍ରମ ଉଦ୍ଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଗତକାଲି ରାଇରଙ୍ଗପୁର ମହତାବ ଭବନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋ ସମାବେଶ, ଓମଫେଡ଼କୁ ବିପନ୍ନ ସହାୟତା ଏବଂ ଗିଫ୍ଟ ମିଲ୍କ କାର୍ଯ୍ୟକ୍ରମକୁ ଆଭାସୀ ମାଧ୍ୟମରେ ମାନନୀୟ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଶୁଭାରମ୍ଭ କରିଛନ୍ତି। ଦୁଗ୍ଧ ହେଉଛି ଜୀବନୀ ଶକ୍ତିର ଉତ୍ସ ଏବଂ…

ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଆୟୁଷ୍ମାନ ଭାରତକୁ ନେଇ ସୂଚନା ଦେଲେ

ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷର ପରେ ଆଜି ଦିଲ୍ଲୀରୁ ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିଲ୍ଲୀ ଗସ୍ତ ସାରି ଫେରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ମିଳିବ ନିରନ୍ତର ଚିକିତ୍ସା ସୁବିଧା । ୭୦ ବର୍ଷରୁ…

କଟକ ଜିଲ୍ଲା ଟାଙ୍ଗୀ ଚୌଦ୍ୱାର ଅଞ୍ଚଳରେ ଚାଷୀଭାଇଙ୍କ ରାସ୍ତା ଅବରୋଧ

କଟକ ଜିଲ୍ଲା ଟାଙ୍ଗୀ ଚୌଦ୍ୱାର ବ୍ଲକ ଗରୁଡ଼ ଗାଁ ଗ୍ରାମପଞ୍ଚାୟତ ବିଶ୍ୱନାହାକଣୀ ବଜାର ଠାରେ ଚାଷୀଭାଇ ଙ୍କ ରାସ୍ତା ଅବରୋଧ । ଗତକାଲି ମଣ୍ଡିରେ ଧାନ ନେବା ପାଇଁ କହିଥିଲେ। ସବୁ ଚାଷୀଭାଇ ମାନେ ଧାନ ଆଣି ମଣ୍ଡି ପାଖରେ କାଲି…

ମକର ସଂକ୍ରାନ୍ତିରେ ଉପବାସ ରହିଲେ ମହାପ୍ରଭୁ ଲିଙ୍ଗରାଜ

ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି। ଆଜି ଏହି ପବିତ୍ର ଦିନରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି । ଏତେ ବଡ଼ ଦିନରେ ମହାପ୍ରଭୁ ରହିଛନ୍ତି ଉପବାସ । ଗତକାଲିଠାରୁ ସେବାୟତମାନଙ୍କ ଜିଦ ଯୋଗୁଁ ନୀତିକାନ୍ତି ବନ୍ଦ ରହିଛି ।…

କୁମ୍ଭମେଳାରେ ରୁଦ୍ରାକ୍ଷ ମାଳା ଓ ଗେରୁଆ ବସ୍ତ୍ରରେ ଷ୍ଟିଭ ଜବ୍ସଙ୍କ ପତ୍ନୀ

ଆସ୍ଥାର ମହାପର୍ବ ମହାକୁମ୍ଭ ମେଳା ଜାନୁଆରୀ ୧୩ରୁ ପ୍ରୟାଗରାଜରେ ଆରମ୍ଭ ହୋଇଛି । ମହାକୁମ୍ଭ ମେଳା ହିନ୍ଦୁ ସନାତନ ପରମ୍ପରା ଏବଂ ଭାରତୀୟ ସଂସ୍କୃତିର ଏକ ମହାନ ଧାର୍ମିକ ଉତ୍ସବ। ଏଥିରେ ସାମିଲ ହେବା ପାଇଁ ଦେଶ ବିଦେଶରୁ ଲକ୍ଷ ଲକ୍ଷ…