Day: 16 January 2025

ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ବତନ୍ତ୍ର ଆଇନ: ଆଇନ ମନ୍ତ୍ରୀ

ଖୁବ ଶୀଘ୍ର ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ବତନ୍ତ୍ର ଆଇନ । ସ୍ବତନ୍ତ୍ର ଆଇନ ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଖୁବ ଶୀଘ୍ର ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ବତନ୍ତ୍ର ଆଇନ…

ନବଦାସ ହତ୍ୟା ମାମଲା; ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ଜଣାଇଲେ ନିଆଯିବ ନିଷ୍ପତ୍ତି: ଆଇନ ମନ୍ତ୍ରୀ

ପୂର୍ବତନ ମନ୍ତ୍ରୀ ତଥା ଝାରସୁଗୁଡାରେ ବହୁ ଚର୍ଚ୍ଚିତ ନବ ଦାସ ହତ୍ୟାକାଣ୍ଡ ମାମଲାରେ ପୁଣି ଥରେ ରାଜନୀତି ପାଣିପାଗ ସରଗରମ ହୋଇଛି । ହତ୍ୟାକାଣ୍ଡର ଦୀର୍ଘ ୨ ବର୍ଷ ପରେ ସିବିଆଇ ତଦନ୍ତ ପାଇଁ ଦାବି କରିଛନ୍ତି ଝିଅ ଦୀପାଳି ଦାସ…

ଛତିଶଗଡ଼ରେ ଆଇଡି ବିସ୍ଫୋରଣ; ୨ ଯବାନ ଗୁରୁତର

ଛତିଶଗଡ଼ରେ ଆଇଡି ବିସ୍ଫୋରଣ । ଏଥିରେ ୨ ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ଛତିଶଗଡ଼ର ବିଜାପୁର ଜିଲ୍ଲା ବାସାଗୁଡା ଥାନା ପୁଟକେଲ ଗାଁ ନିକଟରେ ଏହି ବିସ୍ଫୋରଣ ହୋଇଛି। ଏଥିରେ ୨ ଜଣ ଯବାନ ଆହତମାନଙ୍କୁ ଉଦ୍ଧାର…

ସ୍ପେଡେକ୍ସ ମିଶନରେ ଇସ୍ରୋକୁ ମିଳିଲା ବଡ଼ ସଫଳତା; ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ମହାକାଶରେ ଇତିହାସ ରଚିଲା ଇସ୍ରୋ । ଭାରତୀୟ ମହାକାଶ ଗବେଷଣାକାରୀ ସଂଗଠନ(ଇସ୍ରୋ)ର ସଫଳତାର କାହାଣୀରେ ଆଉ ଏକ ସଫଳତାର ପୃଷ୍ଠା ଯୋଡ଼ି ହୋଇଛି । ଇସ୍ରୋର ସ୍ପେଡେକ୍ସ ମିଶନ୍ ସଫଳ ହୋଇଛି । ମହାକାଶରେ ସ୍ପେଶ୍ ଡକିଂ ପ୍ରକ୍ରିୟା ସଫଳ ହୋଇଛି…

ଦାଦନ ମୁହାଁ ପଥର କାରିଗର

କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ କନ୍ଦାଗଡ଼ ଗ୍ରାମର ପଥର କାରିଗର ଏବେ ଦୁର୍ଦ୍ଦିନରେ । ପଥର କାରିଗରଙ୍କ ପାଇଁ ଶିଳ୍ପୀଗ୍ରାମ ଭାବରେ ପରିଚିତ କନ୍ଦାଗଡ଼ ଗ୍ରାମର ଶିଳ୍ପୀ। କିନ୍ତୁ ଏବେ ପେଟପାଟଣା ପାଇଁ ଦାଦନ ମୁହାଁ ହେଲେଣି ଶିଳ୍ପୀ।…

ରାଜ୍ୟରେ ଔଷଧ ହବ୍ ପ୍ରତିଷ୍ଠା କରିବେ ରାଜ୍ୟ ସରକାର

ଧାତୁ, ଖଣିଜ ଓ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ର ପରେ ଓଡ଼ିଶା ଏବେ ଏକ ଔଷଧ ଉତ୍ପାଦନ କେନ୍ଦ୍ର ପ୍ରତିଷ୍ଠା କରିବାକୁ ପ୍ରସ୍ତୁତ ହେଉଛି, ଯାହା ରାଜ୍ୟରେ ନିଯୁକ୍ତି ସୃଷ୍ଟି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଏକ ଗେମ୍ ଚେଞ୍ଜର ହୋଇପାରିବ। ମେଗା…

ଆଜିଠାରୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ

ଆଜିଠାରୁ ପୁଣି ଥରେ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ । ତେବେ ଆଜି ମାତ୍ର ଘଣ୍ଟେ କି ଦୁଇ ଘଣ୍ଟା କାମ ହେବାର ସମ୍ଭାବନା ରହିଛି । ରତ୍ନଭଣ୍ଡାର ପ୍ଲାଷ୍ଟର ଛଡ଼ା କାର୍ଯ୍ୟ ଶେଷ ହୋଇଛି । ଏବେ କାନ୍ଥର…

ବଲିଉଡ଼ର ଅଭିନେତା ସୈଫ ଅଲି ଖାନ୍‌ଙ୍କୁ ଛୁରାମାଡ଼

ବଲିଉଡ଼ର ବିଶିଷ୍ଟ ଅଭିନେତା ସୈଫ ଅଲି ଖାନ୍‌ଙ୍କୁ ଆକ୍ରମଣ। ମୁମ୍ବାଇର ବାନ୍ଦ୍ରାସ୍ଥିତ ତାଙ୍କ ବାସଭବନରେ ଦୁର୍ବୃତ୍ତମାନେ ତାଙ୍କୁ ଛୁରାମାଡ଼ କରିଛନ୍ତି। ପାଖାପାଖି ୨ରୁ ୩ ଥର ତାଙ୍କୁ ଛୁରୀରେ ଆକ୍ରମଣ କରାଯାଇଛି। ବିଳମ୍ବିତ ରାତ୍ରିରେ ଦୁର୍ବୃତ୍ତ ଘରେ ପଶି ତାଙ୍କୁ ଆକ୍ରମଣ…