Day: 17 January 2025

ଓଡିଶା ଓ ସିଙ୍ଗାପୁର ମଧ୍ୟରେ ଚୁକ୍ତିନାମାର ବିନିମୟ

ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବା ପରେ ଅପରାହ୍ନରେ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ଵାକ୍ଷରିତ କରିଛନ୍ତି । ଥର୍ମନ ଶନ୍ମୁଗରତ୍ନମ୍ ଭୁବନେଶ୍ୱରର ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରି ସିଙ୍ଗାପୁର…

ଆସନ୍ତା ୨୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ଜାନୁୟାରୀ ୨୦ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କେନ୍ଦ୍ର ବନ୍ଦ ରହିବ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ୱର ୟୁନିଟ୍-୫ ସ୍ଥିତ ଅଭିଯୋଗ ପ୍ରକୋଷ୍ଠ ସର୍ବସାଧାରଣଙ୍କ ନିମନ୍ତେ ବନ୍ଦ ରହିବ ।…

ମନୁ, ଗୁକେଶ, ହର୍ମନପ୍ରୀତ, ପ୍ରବୀଣଙ୍କୁ ମିଳିଲା ରାଷ୍ଟ୍ରୀୟ ଖେଳ ରତ୍ନ ପୁରସ୍କାର

ଆଜି ପ୍ରଦାନ କରାଯାଇଛି ରାଷ୍ଟ୍ରୀୟ ଖେଳ ରତ୍ନ ପୁରସ୍କାର । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ ବର୍ଗରେ କୃତୀ ଖେଳାଳୀଙ୍କୁ ମେଜର୍ ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାର ଓ ଅର୍ଜୁନ ପୁରସ୍କାର ପ୍ରଦାନ…

ବିଜେପିର ସଂକଳ୍ପ ପତ୍ରରେ ମହିଳାଙ୍କୁ ଗୁରୁତ୍ବ; ପ୍ରତିମାସ ମିଳିବ ୨୫୦୦ ଟଙ୍କା

ଆଜି ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ସଂକଳ୍ପ ପତ୍ର ଘୋଷଣା କରିଛି । ବିଜେପିର ସଂକଳ୍ପ ପତ୍ରରେ ମହିଳାଙ୍କୁ ଗୁରୁତ୍ବ ଦିଆଯାଇଛି। ମହିଳାଙ୍କୁ ୨୫୦୦ ଟଙ୍କା ଦେବାକୁ ଘୋଷଣା କରିଛନ୍ତି ଜେପି ନଡ୍ଡା । ମହିଳା ସମୃଦ୍ଧି ଯୋଜନାରେ ପ୍ରତିମାସ…

ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ୧୪ ବର୍ଷ ଜେଲ୍

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲ୍। ଅଲ-କାଦିର ଟ୍ରଷ୍ଟ ମାମଲାରେ ଆଜି ପାକିସ୍ତାନର ଏକ ସ୍ଥାନୀୟ କୋର୍ଟ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଦୁର୍ନୀତି ମାମଲା ଓ ନିଜ କ୍ଷମତାରେ ଦୁରୁପଯୋଗ ପାଇଁ…

ଆଇସିୟୁରୁ ବାହାରିଲେ ବଲିଉଡ୍ ଅଭିନେତା ସୈଫ୍ ଅଲ୍ଲୀ ଖାନ୍

ସୁସ୍ଥ ହେଉଛନ୍ତି ବଲିଉଡ୍ ସୁପର୍‌ଷ୍ଟାର ଅଭିନେତା ସୈଫ୍ ଅଲ୍ଲୀ ଖାନ୍। ତାଙ୍କୁ ଆଇସିୟୁରୁ ସ୍ପେଶାଲ ୱାର୍ଡ଼କୁ ସିଫ୍ଟ କରାଯାଇଥିବା ସୂଚନା ମିଳିଛି। ଏହା ସହ ୩ ଦିନ ଭିତରେ ସୈଫ୍ ଡିସଚାର୍ଜ ହୋଇପାରନ୍ତି । ତାଙ୍କ ଚଲାବୁଲା ଉପରେ ସପ୍ତାହେ ପର୍ଯ୍ୟନ୍ତ…

ବରିଷ୍ଠ ନାଗରିକଙ୍କ ତୀର୍ଥ ଯାତ୍ରା ପାଇଁ ସ୍ପେଶାଲ ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଶୁଭାରମ୍ଭ ହେଲା ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ସ୍ପେଶାଲ୍ ଟ୍ରେନ । ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅନ୍ତର୍ଗତ ଶିରିଡ଼ି ଓ ନାସିକ ପାଇଁ ତୀର୍ଥ ଯାତ୍ରା ଟ୍ରେନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ…

ଜମି ବିବାଦରେ ଫସିଯିବେ କି ମନ୍ତ୍ରୀ କୃଷ୍ଣ ?

ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ଓ ତାଙ୍କ ପରିବାର ନାମରେ ଉଠିଛି ଏକ ଜମିବିବାଦ ମାମଲା । ଯତନନଗରରେ ପ୍ରାୟ ୫୨ ଏକର ଜମି ପାଇଁ ଆବେଦନ କରିଥିଲେ ପାତ୍ର ପରିବାର । ଇଏ ହେଉଛି ୨୦୧୬ର ମାମଲା । ୨୦୧୬ରେ ରାଜ୍ୟରେ…

ଜାନୁଆରୀ ଶେଷ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା

ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିସାରିଥିବା ବେଳେ ଜାନୁଆରୀ ଶେଷରେ ଚତୁର୍ଥ ପର୍ଯାୟ ଟଙ୍କା ମିଳିବ ବୋଲି କହିଛନ୍ତି ପ୍ରଭାତୀପର ପରିଡ଼ା ।…

ମାଟିରେ ମିଶିଲା ଖଣ୍ଡଗିରିର ବୈକୁଣ୍ଠଧାମ ଆଶ୍ରମ

ଭାଙ୍ଗିଲା ଖଣ୍ଡଗିରିର ବୈକୁଣ୍ଠଧାମ ଆଶ୍ରମ । ବହୁ ବାଦ ବିବାଦ ପରେ ଆଶ୍ରମରେ ଆଜି ବୁଲିଲା ବୁଲଡୋଜର । ବିଡିଏ ପକ୍ଷରୁ ନିର୍ଦ୍ଧାରିତ ସମୟ ଆଜି ମଧ୍ୟାହ୍ନ ୧୨ଟା ସମୟରେ ଆଶ୍ରମରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ସମସ୍ତ ଅନ୍ତେବାସୀ…