Day: 19 January 2025

ବିବାହ ବନ୍ଧନରେ ବାନ୍ଧି ହେଲେ ନୀରଜ ଚୋପ୍ରା

ଭାରତର ଷ୍ଟାର ଜାଭେଲିନ୍ ଥ୍ରୋଅର୍ ନୀରଜ ଚୋପ୍ରା ବିବାହ ବନ୍ଧନରେ ଆଜି ବାନ୍ଧି ହୋଇଛନ୍ତି । ବିବାହ ବନ୍ଧନରେ ବାନ୍ଧି ହୋଇଥିବା ନେଇ ନୀରଜ ଚୋପ୍ରା ନିଜେ ସୋସିଆଲ ମିଡିଆରେ ଫଟୋ ସେୟାର କରି ସୂଚନା ଦେଇଛନ୍ତି । ନୀରଜଙ୍କ ବିବାହରେ…

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ଆଜି ସନ୍ଧ୍ୟାରେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ପୋଲିସ୍ ବିଭାଗରେ…

ଉଭୟ ମହିଳା ଓ ପୁରୁଷ ଖୋ ଖୋ ବିଶ୍ୱକପ୍ ଜିତିଲା ଭାରତ

ଇତିହାସ ରଚିଲା ଭାରତ । ଖୋ ଖୋ ବିଶ୍ୱକପ୍‌ରେ ଭାରତର ପୁରୁଷ ଓ ମହିଳା ଦଳ ଆଜି ବିଶ୍ୱକପ୍ ଟାଇଟଲ୍ ହାସଲ କରିଛନ୍ତି । ପୁରୁଷ ଖୋ-ଖୋ ବିଶ୍ୱକପର ଫାଇନାଲ ମ୍ୟାଚ୍ ରେ ଭାରତ, ନେପାଳକୁ ପରାସ୍ତ କରିଥିବାବେଳେ ଭାରତୀୟ ମହିଳା…

ପୁଣି ଭାଇରାଲ ହେଲା ଗର୍ଭଗୃହ ଫଟୋ; ଶ୍ରୀମନ୍ଦିର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ

ଶ୍ରୀମନ୍ଦିର ସୁରକ୍ଷା ନେଇ ପୁଣି ଉଠିଲା ପ୍ରଶ୍ନ । ବାରମ୍ବାର ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଦୃଶ୍ୟ । ଏଥର ସିଧା ଗର୍ଭଗୃହର ଫଟୋ ଓ ଭିଡିଓ ଭାଇରାଲ ହୋଇଛି । ଗରୁଡ ସ୍ତମ୍ଭ ପାଖରୁ ଗର୍ଭ ଗୃହର…

ଚଳିତ ବର୍ଷର ପ୍ରଥମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୫ ବର୍ଷର ପ୍ରଥମ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ରେ ଦେଶବାସୀଙ୍କୁ ଆଜି ସମ୍ବୋଧନ କରିଛନ୍ତି । ପ୍ରତିଥର ଏହି କାର୍ଯ୍ୟକ୍ରମ ମାସର ଶେଷ ରବିବାର ପ୍ରସାରଣ ହେଉଥିବା ବେଳେ ଚଳିତ ମାସର ଶେଷ ରବିବାର…

ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ପାଇଁ ଲିଖିତ ଦେବେ ଦୀପାଳି

ଏବେବି ପୂର୍ବତନ ମନ୍ତ୍ରୀ ତଥା ପଶ୍ଚିମ ଓଡ଼ିଶାର ଜଣାଶୁଣା ରାଜନେତା ନବ ଦାସଙ୍କ ହତ୍ୟାକାଣ୍ଡ ରହସ୍ୟ ଘେରରେ ଥିବାବେଳେ ବାପାଙ୍କ ହତ୍ୟାର ସିବିଆଇ ତଦନ୍ତ ପାଇଁ ଲିଖିତ ଅନୁସାରେ ଦେବୁ ବୋଲି ଆଜି ଗଣମାଧ୍ୟମକୁ କହିଛନ୍ତି ଝିଅ ଦୀପାଳି ଦାସ ।…

ସୈଫ ଅଲି ଖାନଙ୍କ ଉପରେ ଆକ୍ରମଣ ପଛରେ ବାଂଲାଦେଶୀ ଲିଙ୍କ!

ସୈଫ ଅଲ୍ଲୀ ଖାନଙ୍କ ଘରେ ହୋଇଥିବା ଛୁରାମାଡ଼ ଘଟଣା ସମ୍ପର୍କରେ ମୁମ୍ବାଇ ପୋଲିସ ରବିବାର ସକାଳେ ଏକ ସାମ୍ବାଦିକ ସମ୍ମିଳନୀ କରିଛି । ମୁମ୍ବାଇ ପୋଲିସ ଡିସିପି ଦୀକ୍ଷିତ ଗେଡାମ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଜଣେ ଅଭିଯୁକ୍ତଙ୍କୁ ଥାନେରୁ…