Day: 20 January 2025

୪ର୍ଥ ଦିନରେ ଚାଲିଛି ବ୍ରଜକିଶୋର ଦାସଙ୍କ ଘରେ ଚଢ଼ାଉ

ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍ । ୪ର୍ଥ ଦିନରେ ଚାଲିଛି ବ୍ରଜକିଶୋର ଦାସଙ୍କ ଘରେ ଚଢ଼ାଉ । ସମ୍ବଲପୁର ସିଟି ଷ୍ଟେସନ ନିକଟସ୍ଥ ଧନକଉଡ଼ା ସ୍ଥିତ ଘର ଓ ଅଫିସରେ ଏହି ରେଡ କରାଯାଉଛି…

ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା: ଦୋଷୀ ସଞ୍ଜୟ ରାୟକୁ ମିଳିଲା ଆଜୀବନ କାରାଦଣ୍ଡ

ବହୁଚର୍ଚ୍ଚିତ କଲିକତା ଆରଜି କର ମେଡିକାଲର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଦୋଷୀ ସଂଜୟ ରାୟକୁ ମିଳିଲା ଆଜୀବନ କାରା ଦଣ୍ଡାଦେଶ । ଗତ ୧୮ ତାରିଖରେ ସଞ୍ଜୟ ରାୟକୁ ଦୋଷୀ ସାବ୍ୟସ୍ତ କରାଯାଇଥିବା ବେଳେ…

୨୪ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ଆବାସ ସର୍ଭେ କାର୍ଯ୍ୟ

ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟରେ ପ୍ରଧାନମନ୍ତୀ ଆବାସ ସର୍ଭେ କାର୍ଯ୍ୟ। ସର୍ଭେ ନେଇ ଆଜି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ। ସେ କହିଛନ୍ତି ୨୪ରୁ ଆରମ୍ଭ ହେବ ସର୍ଭେ କାର୍ଯ୍ୟ । ଏଥିପାଇଁ ଅଫ୍‌ଲାଇନ୍‌…

ଖଣିମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କୋଣାର୍କ ଇକୋ ରିଟ୍ରିଟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କୋଣାର୍କରେ ଆଜି ଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ। ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ ‘ବିକଶିତ ଭାରତ ୨୦୪୭’ର ପରିକଳ୍ପନା ଅନୁଯାୟୀ ଆୟୋଜନ କରାଯାଉଛି। ତୃତୀୟ ଜାତୀୟ…

ଶୀତରେ କଲବଲ ସାରା ରାଜ୍ୟ; ୧୦ ଡିଗ୍ରୀ ତଳେ ୫ ସହରର ତାପମାତ୍ରା

ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ରାଜ୍ୟରେ ରାତି ତାପମାତ୍ରା କମିବା ସହିତ କୁହୁଡ଼ି ମଧ୍ୟ ଦୃଶ୍ୟମାନ ହେଉଛି । ଫୁଲବାଣୀରେ ସବୁଠୁ ଅଧିକ ଥଣ୍ଡା ଅନୁଭୂତ ହୋଇଥିବା ବେଳେ ୧୦ ଡିଗ୍ରୀ ତଳେ ରହିଛି ୫ ସହର । ୭…

ଆଜିଠୁ ଆରମ୍ଭ ହେଲା ଚିଲିକାରେ ଡଲଫିନ୍ ଗଣନା

ଆଜି ଚିଲିକାରେ ଆରମ୍ଭ ହୋଇଛି ଡଲଫିନ୍‌ ଗଣନା । ଚିଲିକା ହ୍ରଦର ସାତପଡ଼ା ଓ ବାଲୁଗାଁ ରେଞ୍ଜରେ ବିଭିନ୍ନ ସ୍ଥାନରେ ୧୮ଟି ଟିମ୍ ନିୟୋଜିତ କରାଯାଇଛି । ଏଥିରେ ବାଲୁଗାଁ ବନଖଣ୍ଡର ୧୦ ଓ ସାତପଡ଼ାର ୮ଟି ଟିମ୍ ସାମିଲ ରହିଛନ୍ତି।…

ଗୋପାଳ ବନ୍ଧୁକର ଫରେନସିକ୍ ରିପୋର୍ଟରେ ବି ହେରାଫେରି !

ନବ ବାସ ହତ୍ୟାକାଣ୍ଡ ଚକ୍ରାନ୍ତକୁ ନବୀନ ସରକାର, କ୍ରାଇମବ୍ରାଞ୍ଚ ଏବଂ କିଛି ବରିଷ୍ଠ ପୁଲିସ ଅଧିକାରୀ କବର ଦେଇସାରିଛନ୍ତି । ସିବିଆଇ ତଦନ୍ତ ଦ୍ବାରା କିଛି ଲାଭ ମିଳିବାର ସମ୍ଭାବନା ଅତ୍ୟନ୍ତ କ୍ଷୀଣ। ଇତିଶ୍ରୀ ହତ୍ୟା ମାମଲାରେ ଯାହା ହୋଇଥିଲା ନବ…

ନୟାଗଡ଼ ମାଟିତଳେ ଲିଥିୟମ୍ ଭଣ୍ଡାର

ପ୍ରାକୃତିକ ସମ୍ପଦରେ ଭରପୁର ଓଡ଼ିଶା ପାଇଁ ଖୁସିର ଖବର । କିଛି ମାସ ତଳେ କେନ୍ଦୁଝର ଜିଲ୍ଲାର ମାଟି ତଳେ ସୁନା ଥିବାର କଥା କହିଥିଲା ଜିଓଲୋଜିକାଲ୍ ସର୍ଭେ ଅଫ୍ ଇଣ୍ଡିଆ। ଏବେ ନୟାଗଡ଼ ଜିଲ୍ଲାର ମାଟି ତଳେ ଲିୟମ ଭଣ୍ଡାର…