Day: 31 January 2025

କଟକ ବାରବାଟୀ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଆସନ୍ତା ଫେବୃୟାରୀ ୯ରେ ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଛି ଆନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍। ଏଥିପାଇଁ ଆଜି କଟକ ବାରବାଟି ଷ୍ଟାଡିୟମରେ ପହଞ୍ଚି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୯ ତାରିଖରେ ହେବାକୁ ଥିବା ମ୍ୟାଚ୍ ପାଇଁ ପ୍ରସ୍ତୁତିକୁ ନେଇ…

ଆରମ୍ଭ ହେଲା ବଜେଟ୍‌ ଅଧିବେଶନ

ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ୍ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି। ମହାକୁମ୍ଭ ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା…

ବଜେଟ୍ ପୂର୍ବରୁ ମୋଦିଙ୍କ ଅଭିଭାଷଣ; ଏ ବର୍ଷର ବଜେଟ ନୂଆ ଉର୍ଜା ସହ ଐତିହାସିକ ହେବ

ସଂସଦରେ ଆଜିଠୁ ଫେବ୍ରୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ୟୁନିୟନ ବଜେଟ୍ ୨୦୨୫-୨୬ ର ପ୍ରଥମ ପର୍ଯ୍ୟାୟ ଅଧିବେଶନ । ଏହି ବଜେଟ୍ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ବୋଧନ । ମା’ ଲକ୍ଷ୍ମୀଙ୍କ ବନ୍ଦନା ପଢ଼ି ଅଭିଭାଷଣ ଆରମ୍ଭ…

କାଲିଠାରୁ ରାସ୍ତାରେ ଚାଲିପାରିବନି ବୀମା ନ ଥିବା ଗାଡ଼ି

କାଲିଠାରୁ ରାସ୍ତାରେ ଚାଲିପାରିବନି ବୀମା ନ ଥିବା ଗାଡ଼ି । ରାସ୍ତାରେ ବୀମା ନଥିବା ଗାଡ଼ି ଗଡିଲେ ଏଥର କଟିବ ଚାଲାଣ । ଇ-ଡ଼ିଟେକ୍ସନ ପ୍ରକ୍ର଼ିୟାରେ ଜାରିହେବ ଇ-ଚାଲାଣ ।,ପ୍ରଥମ ଥର ଧରା ପଡ଼ିଲେ ୧ ହଜାର ଟଙ୍କା ଜରିମାନା ସ୍ଥିର…

ପୁଣି ସ୍ଥଗିତ ରହିଲା ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ

ପୁଣି ସ୍ଥଗିତ ରହିଲା ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ । ଶ୍ରୀପଞ୍ଚମୀ ଏବଂ ବନକଲାଗି ନୀତି ପାଇଁ ମରାମତି କାର୍ଯ୍ୟ ସ୍ଥଗିତ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଆଜି ସୂଚନା ଦେଇଛନ୍ତି । ସେ…