Month: January 2025

ଜମି ବିବାଦରେ ଫସିଯିବେ କି ମନ୍ତ୍ରୀ କୃଷ୍ଣ ?

ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ଓ ତାଙ୍କ ପରିବାର ନାମରେ ଉଠିଛି ଏକ ଜମିବିବାଦ ମାମଲା । ଯତନନଗରରେ ପ୍ରାୟ ୫୨ ଏକର ଜମି ପାଇଁ ଆବେଦନ କରିଥିଲେ ପାତ୍ର ପରିବାର । ଇଏ ହେଉଛି ୨୦୧୬ର ମାମଲା । ୨୦୧୬ରେ ରାଜ୍ୟରେ…

ଜାନୁଆରୀ ଶେଷ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା

ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିସାରିଥିବା ବେଳେ ଜାନୁଆରୀ ଶେଷରେ ଚତୁର୍ଥ ପର୍ଯାୟ ଟଙ୍କା ମିଳିବ ବୋଲି କହିଛନ୍ତି ପ୍ରଭାତୀପର ପରିଡ଼ା ।…

ମାଟିରେ ମିଶିଲା ଖଣ୍ଡଗିରିର ବୈକୁଣ୍ଠଧାମ ଆଶ୍ରମ

ଭାଙ୍ଗିଲା ଖଣ୍ଡଗିରିର ବୈକୁଣ୍ଠଧାମ ଆଶ୍ରମ । ବହୁ ବାଦ ବିବାଦ ପରେ ଆଶ୍ରମରେ ଆଜି ବୁଲିଲା ବୁଲଡୋଜର । ବିଡିଏ ପକ୍ଷରୁ ନିର୍ଦ୍ଧାରିତ ସମୟ ଆଜି ମଧ୍ୟାହ୍ନ ୧୨ଟା ସମୟରେ ଆଶ୍ରମରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ସମସ୍ତ ଅନ୍ତେବାସୀ…

ଓଡିଶାରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ୍ ଶନ୍ମୁଗରତ୍ନମ୍‌

ଆଜି ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ସ୍ୱାଗତ କରିଛନ୍ତି । ଅପରାହ୍ନ ୪ଟାରେ ବିଶ୍ୱ…

ନିଜର ସମ୍ପତ୍ତି ତାଲିକା ଦେବେ ଶ୍ରୀମନ୍ଦିର କର୍ମଚାରୀ ଓ ଅଧିକାରୀ

କଠୋର ହେଲା ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର କର୍ମଚାରୀଙ୍କ ପାଇଁ ନିୟମକୁ କଡ଼ାକଡ଼ି କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନର ସବୁ ଅଧିକାରୀ ଓ କର୍ମଚାରୀଙ୍କ ଲାଗି ନିର୍ଦ୍ଦେଶାବଳୀ ଜାରି ହୋଇଛି । ମନ୍ଦିର କାର୍ଯ୍ୟର କ୍ରିୟାଶୀଳ ଏବଂ ଉତ୍ତରଦାୟୀ କରିବାକୁ ଏହି…

ନବ ଦାସଙ୍କ ଭାଇ ବ୍ରଜକିଶୋରଙ୍କ ଘରେ ଆଇଟି ରେଡ୍

ସ୍ୱର୍ଗତଃ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ବଡ଼ ଭାଇ ତଥା ସୁପର୍‌କ୍ଲାସ ଠିକାଦାର ବ୍ରଜକିଶୋର ଦାସଙ୍କ ଘରେ ଶୁକ୍ରବାର ସକାଳୁ ଆଇଟି ରେଡ୍‌ ହୋଇଛି । ସେ ଆୟକର ଫାଙ୍କିବା ଅଭିଯୋଗରେ ଭୁବନେଶ୍ୱର ଓ ଛତିଶଗଡ଼ ଆୟକର ଟିମ୍‌ର ମିଳିତ ଚଢ଼ାଉ…

ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର

ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ…

ବିଭୁପ୍ରସାଦ ତ୍ରିପାଠୀଙ୍କୁ ‘ବରିଷ୍ଠ ଆଇନଜୀବୀ’ର ମାନ୍ୟତା

ରାଜ୍ୟର ଜଣାଶୁଣା ଆଇନଜୀବୀ ତଥା ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ରାଜ୍ୟ ସଭାପତି ବିଭୁପ୍ରସାଦ ତ୍ରିପାଠୀଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି “ବରିଷ୍ଠ ଆଇନଜୀବୀ”ର ମାନ୍ୟତା ପ୍ରଦାନ କରିଛନ୍ତି । ଏ ସମ୍ପର୍କରେ ଓଡ଼ିଶା ହାଇକୋର୍ଟର ରେଜିଷ୍ଟ୍ରାର ଜେନରାଲ, ତ୍ରିପାଠୀଙ୍କ ସମେତ…

ଛତିଶଗଡ଼ ଏନକାଉଣ୍ଟରରେ ୧୨ ମାଓବାଦୀ ନିପାତ

ମାଓ ଦମନ ନେଇ ବଡ଼ ଅଭିଯାନ । ଛତିଶଗଡ, ବିଜାପୁରର ଜଙ୍ଗଲରେ ହୋଇଥିବା ଏନକାଉଣ୍ଟରରେ ଆଜି ସୁରକ୍ଷାବାହିନୀଙ୍କ ଦ୍ୱାରା ୧୨ ଜଣ ନକ୍ସଲ ନିହତ ହୋଇଛନ୍ତି । ବିଜାପୁର ଓ ତେଲେଙ୍ଗାନା ଜିଲ୍ଲା ସିମାନ୍ତରେ ମାଓବାଦୀଙ୍କ ବିରୋଧରେ ଯବାନମାନେ ବଡ଼ ଅପରେସନ…

ପେନ୍ ଏବଂ ପେପର୍ ମାଧ୍ୟମରେ ହେବ ୨୦୨୫ ନିଟ୍ ୟୁଜି ପରୀକ୍ଷା

ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଦ୍ୱାରା ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ, ସ୍ନାତକ ଡାକ୍ତରୀ ପାଠ୍ୟକ୍ରମରେ ପ୍ରବେଶ ପାଇଁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍ ୟୁଜି) ୨୦୨୫ କମ୍ପ୍ୟୁଟର ଆଧାରିତ ପରୀକ୍ଷା ପରିବର୍ତ୍ତେ ଓଏମଆର ସିଟ୍ ରେ…