Month: January 2025

୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ

ଆସନ୍ତାକାଲିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ । କାଲି ଦିନ ୧୧.୪୫ ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଅପରାହ୍ନ ୨ ଟାରେ ସିଙ୍ଗାପୁର ରାଷ୍ଟ୍ରପତି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବାର କାର୍ଯ୍ୟକ୍ରମ…

ଚଳିତ ଜାନୁଆରୀରୁ ପଦ୍ମ ପୁରସ୍କାର ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା ସହାୟକ ରାଶି

ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ବିଜେତାଙ୍କୁ ମିଳିବ ମାସକୁ ୩୦ ହଜାର ଟଙ୍କାର ସମ୍ମାନ ସୂଚକ ସହାୟକ ରାଶି । ଚଳିତ ଜାନୁଆରୀ ମାସଠାରୁ ଏହି ସହାୟତା ରାଶି ପ୍ରଦାନ କରାଯିବ । ପଦ୍ମ ପୁରସ୍କାର ବିଜେତାଙ୍କୁ ସହାୟତା ରାଶି ଦେବେ…

ଖୁବ ଶୀଘ୍ର ରାଜ୍ୟରେ ବଢ଼ିବ ଅଙ୍ଗନବାଡି କର୍ମୀଙ୍କ ଦରମା !

ବଢ଼ିବ ଅଙ୍ଗନବାଡି କର୍ମୀଙ୍କ ଦରମା । ରାଜ୍ୟ ଅଙ୍ଗନବାଡି କର୍ମୀଙ୍କ ଦରମା ବଢ଼ିବା ନେଇ କେନ୍ଦ୍ରକୁ ଦିଆଗଲା ପ୍ରସ୍ତାବ । ରାଜସ୍ଥାନ ଜୟପୁର ଚିନ୍ତନ ଶିବିରରେ ପ୍ରସ୍ତାବ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହା ସହ ଉପମୁଖ୍ୟମନ୍ତ୍ରୀ ରାଜ୍ୟରେ କାର୍ଯ୍ୟରତ…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର; ଅଷ୍ଟମ ବେତନ କମିଶନକୁ କ୍ୟାବିନେଟ ଅନୁମୋଦନ

୨୦୨୫ ବଜେଟ୍ ପୂର୍ବରୁ ନୂତନ ବର୍ଷରେ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ଦେଇଛନ୍ତି କେନ୍ଦ୍ର ସରକାର । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଅଷ୍ଟମ ବେତନ ଆୟୋଗକୁ ଅନୁମୋଦନ ମିଳିଛି ।…

ସୈଫ ଅଲ୍ଲୀଙ୍କ ସ୍ପାଇନରୁ ବାହାରିଲା ୨.୫ ଇଞ୍ଚ୍ ର ଛୁରୀ

ବଲିଉଡ ଅଭିନେତା ସୈଫ ଅଲ୍ଲୀଙ୍କ ସ୍ପାଇନରୁ ବାହାରିଲା ୨.୫ ଇଞ୍ଚର ଛୁରୀ । ଏହା ସହ ସୈଫ ଅଲ୍ଲୀ ଖାନଙ୍କୁ ଘରେ ପଶି ଦୁର୍ବୃତ୍ତ ଆକ୍ରମଣ ଘଟଣାରେ ପୋଲିସର ତନାଘନା ଜାରିରହିଛି। ଏଥିରେ ସାମିଲ ଥିବା ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କୁ ଚିହ୍ନଟ…

ଠକ ହଂସିତାଙ୍କ ସ୍ବାମୀ ଅନୀଲ ନୁହେଁ ସରୋଜ ସାହୁ

ଫିଟିଲା ହଂସିତାଙ୍କ ସ୍ବାମୀ ଗୁମର । ଭୁବନେଶ୍ଵରରେ ବହୁ ଚର୍ଚ୍ଚିତ ହାଇପ୍ରୋଫାଇଲ ଠକ ହଂସିତା ଅଭିଲିପ୍ସାଙ୍କ ସ୍ବାମୀ ଅନୀଲ ନୁହେଁ ସରୋଜ ସାହୁ। କୋର୍ଟରେ ଜାମିନ ଆବେଦନ ଶୁଣାଣି ବେଳେ ଏହି ଚାଞ୍ଚଲ୍ୟକର ବୟାନ ଏବେ ସାମ୍ନାକୁ ଆସିଛି । ସରୋଜ…

ଆସନ୍ତା ଶିକ୍ଷାବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି ୨୦୨୦

ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ ଓ ସୁସଙ୍ଗଠିତ କରିବାକୁ ଲାଗୁ ହେବାକୁ ଯାଉଛି ଜାତୀୟ ଶିକ୍ଷା ନୀତି-୨୦୨୦ (ଏନ୍ଇପି) । ଆସନ୍ତା ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ ଲାଗୁ ନେଇ ଆଜି ସୂଚନା ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ବତନ୍ତ୍ର ଆଇନ: ଆଇନ ମନ୍ତ୍ରୀ

ଖୁବ ଶୀଘ୍ର ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ବତନ୍ତ୍ର ଆଇନ । ସ୍ବତନ୍ତ୍ର ଆଇନ ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଖୁବ ଶୀଘ୍ର ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ବତନ୍ତ୍ର ଆଇନ…

ନବଦାସ ହତ୍ୟା ମାମଲା; ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ଜଣାଇଲେ ନିଆଯିବ ନିଷ୍ପତ୍ତି: ଆଇନ ମନ୍ତ୍ରୀ

ପୂର୍ବତନ ମନ୍ତ୍ରୀ ତଥା ଝାରସୁଗୁଡାରେ ବହୁ ଚର୍ଚ୍ଚିତ ନବ ଦାସ ହତ୍ୟାକାଣ୍ଡ ମାମଲାରେ ପୁଣି ଥରେ ରାଜନୀତି ପାଣିପାଗ ସରଗରମ ହୋଇଛି । ହତ୍ୟାକାଣ୍ଡର ଦୀର୍ଘ ୨ ବର୍ଷ ପରେ ସିବିଆଇ ତଦନ୍ତ ପାଇଁ ଦାବି କରିଛନ୍ତି ଝିଅ ଦୀପାଳି ଦାସ…

ଛତିଶଗଡ଼ରେ ଆଇଡି ବିସ୍ଫୋରଣ; ୨ ଯବାନ ଗୁରୁତର

ଛତିଶଗଡ଼ରେ ଆଇଡି ବିସ୍ଫୋରଣ । ଏଥିରେ ୨ ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ଛତିଶଗଡ଼ର ବିଜାପୁର ଜିଲ୍ଲା ବାସାଗୁଡା ଥାନା ପୁଟକେଲ ଗାଁ ନିକଟରେ ଏହି ବିସ୍ଫୋରଣ ହୋଇଛି। ଏଥିରେ ୨ ଜଣ ଯବାନ ଆହତମାନଙ୍କୁ ଉଦ୍ଧାର…