Month: January 2025

ଦକ୍ଷିଣ ଓଡ଼ିଶାକୁ ଗୁରୁତ୍ୱ; ରାୟଗଡ଼ା ରେଳମଣ୍ଡଳର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ସଂଯୋଗୀକରଣ ବୃଦ୍ଧି ତଥା ସାମାଜିକ ଓ ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବା ଦିଗରେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକାଧିକ ପ୍ରମୁଖ ରେଳ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ କେତେକର ଶିଳାନ୍ୟାସ…

କୋଲକାତାରେ HMPV; ଦେଶରେ HMPV ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ବେଙ୍ଗାଲୁରୁରୁ ୨ ଜଣ ଏଚଏମପିଭି ମାମଲା ଚିହ୍ନଟ ହୋଇଥିବା ବେଳେ, ଅହମ୍ମଦାବାଦ ଜଣେ ଏବଂ କୋଲକାତାରେ ଆଉ ଜଣେ HMPV ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହିତ ଦେଶରେ ଏବେ ମୋଟ ୪ ଟି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବେଙ୍ଗାଲୁରୁ…

ଯେକୌଣସି ସ୍ବାସ୍ଥ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ପ୍ରସ୍ତୁତ: ଓଡ଼ିଶା ସରକାର

ଚୀନରେ ବ୍ୟାପିଥିବା ହ୍ୟୁମାନ୍ ମେଟାନିମୋ ଭାଇରସ୍ (ଏଚଏମପିଭି) ଭାଇରସ ଦେଶରେ ଏଚଏମପିଭି ଭାଇରସ୍ ଚିହ୍ନଟ ହେବା ପରେ ଓଡ଼ିଶା ସରକାରଙ୍କ ପ୍ରସ୍ତୁତି ଆରମ୍ଭ କରିଦେଇଛି । କେନ୍ଦ୍ର ସରକାରଙ୍କ ଗାଇଡଲାଇନ ଆସିଲେ ପଦକ୍ଷେପ ନିଆଯିବ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।…

କର୍ଣ୍ଣାଟକରେ ଆରମ୍ଭ ହେଲା ମାସ୍କ କଟକଣା

ଚୀନରେ ବ୍ୟାପିଥିବା ଏଚଏମପିଭି ଭାଇରସ ଏବେ ଭାରତରେ ବ୍ୟାପିବାରେ ଲାଗିଛି । ଏହି ଏଚଏମପିଭି ଭାଇରସ ପାଇଁ କର୍ଣ୍ଣାଟକରେ ଆରମ୍ଭ ହେଲା ମାସ୍କ କଟକଣା । ବେଙ୍ଗାଲୁରୁରେ ୨ ଏଚଏମପିଭି ସଂକ୍ରମିତ ଚିହ୍ନଟ ପରେ ସତର୍କ ହୋଇଛନ୍ତି ରାଜ୍ୟ ସରକାର। ମାସ୍କ…

ଛତିଶଗଡ଼ରେ ବଡ଼ ମାଓବାଦୀ ଆକ୍ରମଣ; ୮ ଯବାନ ଶହୀଦ

ଛତିଶଗଡ଼ ବିଜାପୁରରେ ଆଇଇଡି ବିସ୍ଫୋରଣ । ମାଓବାଦୀ ବିଛାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୮ ଜଣ ଯବାନ ସହିଦ ହୋଇଥିବାବେଳେ ଜଣେ ଗାଡ଼ି ଚାଳକଙ୍କ ପ୍ରାଣ ହରାଇଛନ୍ତି ।କୁମ୍ବିଂ ଅପରେସନ୍ ସାରି ଫେରୁଥିବାବେଳେ ଏହି ବିସ୍ଫୋରଣ ହୋଇଥିବା ଜଣପଡ଼ିଛି । ଘଟଣାସ୍ଥଳରେ ଅତିରିକ୍ତ…

ରାୟଗଡ଼ା ରେଳ ଡିଭିଜନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦି

ରାୟଗଡ଼ା ରେଳ ଡିଭିଜନକୁ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ। ଯୋଗାଯୋଗକୁ ଆହୁରି ସୁଗମ କରିବା ପାଇଁ ରାୟଗଡା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର…

ଜାନୁଆରୀ ୧୫ ସୁଦ୍ଧା ଓଡ଼ିଶା ବିଜେପି ପାଇବ ନୂଆ ସଭାପତି !

ରାଜ୍ୟ ବିଜେପି ପାଇବ ନୂଆ ସଭାପତି। ଜାନୁଆରୀ ୧୫ ଭିତରେ ବିଜେପି ରାଜ୍ୟ ନୂଆ ସଭାପତି ଚୟନ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର । ସେ କହିଛନ୍ତି ଜାନୁଆରୀ ୧୫ ଭିତରେ ରାଜ୍ୟ…

ବିଜେପି କର୍ମୀଙ୍କ ମୃତ୍ୟୁ: ଟ୍ରକ ଡ୍ରାଇଭର ବିରୁଦ୍ଧରେ ହତ୍ୟା ମାମଲା ରୁଜ୍ଜୁ

ସମ୍ବଲପୁର ଜିଲ୍ଲା କଟାପାଲି ନିକଟରେ ହାଇୱା ଧକ୍କାରେ ଗୋଶାଳା ବିଜେପି ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ଚାରପାଲି ଗ୍ରାମର ବରିଷ୍ଠ ବିଜେପି ନେତା ମୁରଲୀଧର ଛୁରିଆଙ୍କ ମୃତ୍ୟୁ ଘଟଣାରେ ଏସ୍‌ପି ମୁକେଶ କୁମାର ଭାମୁଙ୍କ ପ୍ରତିକ୍ରିୟା । ହାଇୱା ଡ୍ରାଇଭର…

ଦରବୃଦ୍ଧି ଓ ଜିଏସଟି କୁ ନେଇ ‘ଡବଲ ଇଞ୍ଜିନ ସରକାର’ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱରରେ ଆଜି ବିଜେଡିର ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଦର ବୃଦ୍ଧି, ଜିଏସଟି ମାଡ, ଚାଷୀ ପ୍ରସଙ୍ଗ ପ୍ରମୁଖ ପ୍ରସଙ୍ଗ ଉପରେ ରାଜ୍ୟ ସରକାରକୁ ବିରୋଧର ବିଜେଡ଼ି ପକ୍ଷରୁ ଭୁବନେଶ୍ଵରରେ ପ୍ରତିବାଦ କରାଯାଉଛି। ଏହି ଅବସରରେ ବିଜେଡ଼ି ସୁପ୍ରିମୋ ତଥା ପୂର୍ବତନ…

ଇସ୍ତଫା ଦେବେ କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ !

ଆଜି ଇସ୍ତଫା ଦେଇପାରନ୍ତି କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୁ। ଦଳ ଭିତରେ ଆଭ୍ଯନ୍ତରୀଣ କନ୍ଦଳ କାରଣରୁ ସେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି । ଜଷ୍ଟିନ ହେଉଛନ୍ତି କାନାଡାର ୨୩ତମ ପ୍ରଧାନମନ୍ତ୍ରୀ । ଜଷ୍ଟିନ ୨୦୧୫ରୁ କାନାଡାର ପ୍ରଧାନମନ୍ତ୍ରୀ ଅଛନ୍ତି। ସେ…