Month: January 2025

ପୁରୀ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍

ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ । ଆଜି ଭୋର ୪ଟା ୧୦ ମିନିଟ ସମୟରେ ଏହି ଡ୍ରୋନ୍ ମନ୍ଦିର ଚାରିପାଖ ବୁଲିବା ଦେଖିବାକୁ ମିଳିଛି। ଏହି ଡ୍ରୋନଟି ଶ୍ରୀ ମନ୍ଦିର ଚାରି ପାଖରେ ପ୍ରାୟ ଅଧଘଣ୍ଟା ଧରି ବୁଲିଥିଲା ।…

ଜାନୁଆରୀ ୬ରେ ରାୟଗଡ଼ା ନୂଆ ରେଳ ଡିଭିଜନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ମାସ ୬ ତାରିଖରେ ରାୟଗଡ଼ା ନୂଆ ରେଳ ଡିଭିଜନ ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିବେ । ନୂଆ ରେଳ…

ଜାନୁଆରୀ ୨୮ରେ “ଉତ୍କର୍ଷ ଓଡ଼ିଶା କନକ୍ଲେଭ୍”ରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଜାନୁଆରୀରେ ୨ ଥର ଓଡ଼ିଶା ଆସିବେ ମୋଦି । ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଅନୁଷ୍ଠିତ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୮ ତାରିଖ ଦିନ ପ୍ରଧାନମନ୍ତ୍ରୀ ଆସି ଉପସ୍ଥିତ ଶିଳ୍ପପତି…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଆଇଏଏସ୍‌ ମନୋଜ ସାହୁ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଜି ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି । ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜଙ୍କୁ ନିଯୁକ୍ତି ମିଳିଛି । ଇଣ୍ଟର କ୍ୟାଡର ଡେପୁଟେସନରେ ଆସିଛନ୍ତି ମନୋଜ ସାହୁ । ଏହା ପୂର୍ବରୁ ମନୋଜ…

‘ଜାତୀୟ ସଡ଼କ ସୁରକ୍ଷା’ ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସୁରକ୍ଷିତ… ଘରକୁ ଫେରନ୍ତୁ । “Come Home Safe” । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏହି ସ୍ଲୋଗାନ ଦେଇଛନ୍ତି । ଏହି ଅବସରରେ ସଡ଼କ…

ପାଣିକୋଇଲିରେ ଲୁଟ୍‌ ଉଦ୍ୟମ ବେଳେ ଗୁଳିମାଡ଼; ୨ ମୃତ

ଯାଜପୁର ପାଣିକୋଇଲିରେ ଲୁଟ୍ ଉଦ୍ୟମ ହୋଇଥିବା ଗୁଳିମାଡ଼ରେ ଦୁଇ ଜଣ ମୃତ୍ୟୁବରଣ କରିଛନ୍ତି । ସୁନା ଦୋକାନରୁ ଲୁଟ୍ ଉଦ୍ୟମ ବେଳେ ପ୍ରତିରୋଧ ବେଳେ ଦୁଇ ଜଣଙ୍କୁ ଗୁଳିମାଡ଼ ହୋଇଥିଲା । ପାଣିକୋଇଲି ବଜାରକୁ ବାଇକ୍‌ରେ ଆସିଥିଲେ ଦୁର୍ବୃତ୍ତ। ଜଣଙ୍କୁ ସ୍ଥାନୀୟ…

ଆସ୍କା-୪୦ ଓ ବିୟର୍‌ ଦର ବଢ଼ିଲା

ଆସ୍କା-୪୦ ଓ ବିୟର୍‌ର ଦାମ୍‌ ବୃଦ୍ଧି କଲେ ରାଜ୍ୟ ସରକାର । ଏ ନେଇ ସୂଚନା ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବିୟର୍ ବୋତଲ ପିଛା ୧୦ ଟଙ୍କା ଦାମ ବଢ଼ିଲା । ସେହିପରି ୨୦୦ ମିଲି ଆସ୍କା-୪୦…

ଉତ୍କର୍ଷ ଓଡିଶା ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ; ୨୮ ରେ ଆସିବେ ପ୍ରଧାନମନ୍ତ୍ରୀ

ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଆଜି ଏ ସମ୍ପର୍କରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି । ସମସ୍ତ କାର୍ଯ୍ୟକ୍ରମକୁ…

ଜାନୁୟାରୀ ୧୫ ପରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବା ନେଇ ଉପ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଆସନ୍ତା ଜାନୁଆରୀ ମାସ ୧୫ ତାରିଖ ପରେ ହିତାଧିକାରୀଙ୍କୁ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏକ କୋଟି ହିତାଧିକାରୁଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏ ନେଇ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଜାନୁଆରୀ ୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜାନୁଆରୀ ୮ ତାରିଖ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚି ରାଜଭବନ ଯାଇ ରାତ୍ରିଯାପନ କରିବେ । ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ ପ୍ରବାସୀ ଭାରତୀୟ…