Month: January 2025

ଜାନୁଆରୀ ୫ ପରେ ରାଜ୍ୟରେ କମିବ ଶୀତ

ରାଜ୍ୟରେ ଲାଗିରହିଛି ଶୀତର ପ୍ରକୋପ । ଆଜି ୧୦ ଡିଗ୍ରୀ ତଳେ ରାଜ୍ୟର ୮ଟି ସହର ରହିଛି । ସକ୍ରିୟ ହେବାକୁ ଥିବା ପଶ୍ଚିମା ଝଡ଼ ପ୍ରଭାବରେ କମିବ ଶୀତ । ପଶ୍ଚିମା ଝଡ଼ ପ୍ରଭାବରେ ଶୁଷ୍କ ଥଣ୍ଡା ବାୟୁ ଦୁର୍ବଳ…

ଚୀନରେ ବ୍ୟାପୁଛି ଆଉ ଏକ ଭାଇରସ ସଂକ୍ରମଣ

କୋଭିଡ ମହାମାରୀର ପରେ ଏବେ ଚୀନରେ ଦେଖାଯାଇଛି ଆଉ ଏକ ନୂଆ ଭାଇରସ ଆତଙ୍କ । ଚୀନରେ ବ୍ୟାପୁଛି ହ୍ୟୁମନ ମେଟାନ୍ୟୁମୋ ଭାଇରସ ବା ଏଚଏମପିଭି । ଚୀନର କିଛି ସ୍ଥାନରେ ଜରୁରୀକାଳିନ ପରିସ୍ଥିତି ଦେଖିବାକୁ ମିଳିଛି । ପିଲାଠୁ ବୁଢା…

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେଇ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ୩୩ ପ୍ରତିଶତ ରୁ ଅଧିକ…

ପୂର୍ବ ନବୀନ ସରକାରଙ୍କ ଉପରେ ବର୍ଷିଲେ ମୋହନ ମାଝୀ

ଆଜି କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ପୂର୍ବ ସରକାରଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଚାଷ ଓ ଚାଷୀଙ୍କୁ ଠକିଛନ୍ତି ପୂର୍ବ ସରକାର । ପୂର୍ବ ସରକାର କେବଳ ମିଶନ ପରେ ମିଶନ କରିଚାଲିଲେ, କିନ୍ତୁ ଫଳ…

ପରସ୍ପର ମଧ୍ୟରେ ମାରପିଟ; ନୟାଗଡ଼ର ୪ ପୋଲିସ କର୍ମଚାରୀ ନିଲମ୍ବିତ

ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବିତ ହେଲେ ୪ ପୋଲିସ । କର୍ତ୍ତବ୍ୟରେ ଅବହେଳା ପାଇଁ ନିଲମ୍ବନ କଲେ ନୟାଗଡ଼ ଏସ୍‌ପି । ରାସ୍ତାରେ ଉଭୟଙ୍କ ମଧ୍ୟରେ ମାଡ଼ପିଟ ଘଟଣାରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ହାବିଲଦାର ସଙ୍ଘର ୨ ଗୋଷ୍ଠୀ ମଧ୍ୟରେ ମାଡ଼ପିଟର…

ଓଡ଼ିଶାର ବିଭିନ୍ନ ସ୍ଥାନରେ ଶୀତ ଲହରୀ ଜାରି

ପ୍ରବଳ ଜାଡରେ ଥରୁଛି ପୂରା ଓଡିଶା । ତାପମାତ୍ରା ହ୍ରାସ ପାଇବା ସହ ଶୀତ ବଢ଼ିବାରେ ଲାଗିଛି। ଉତ୍ତର-ଉତ୍ତର ପୂର୍ବ ଦିଗରୁ ରାଜ୍ୟକୁ ବାୟୁ ପ୍ରବାହ ଯୋଗୁ ଥଣ୍ଡା ବଢୁଛି। ଆଜି ୧୦ ଡିଗ୍ରୀ ତଳେ ରାଜ୍ୟର ୮ଟି ସହର ରହିଛି…

ସମ୍ବଲପୁର ମଣପୁରମ୍ ଗୋଲ୍ଡ ଲୋନ ଅଫିସରେ ଲୁଟ୍

ସମ୍ବଲପୁର ମଣପୁରମ୍ ଗୋଲ୍ଡ ଲୋନ ଅଫିସରେ ଲୁଟ୍ । ସମ୍ବଲପୁର ଜିଲ୍ଲା ଅଇଁଣ୍ଠାପାଲି ଥାନା ଅନ୍ତର୍ଗତ ବୁଢ଼ାରାଜା ବଜାରରେ ଥିବା ମଣପୁରମ୍ ଗୋଲ୍ଡ ଲୋନ୍ କାର୍ଯ୍ୟାଳୟରୁ ଡକାୟତି ହୋଇଥିବା ସୂଚନା ମିଳିଛି । ୧୦ ଜଣ ସଶସ୍ତ୍ର ଲୁଟେରା ଆତଙ୍କ ମଚାଇ…

ଘର ତିଆରି କରୁଥିଲେ ସାବଧାନ; ରାଜଧାନୀରେ ବିକ୍ରି ହେଉଛି ନକଲି ସିମେଣ୍ଟ

ସମସ୍ତେ ଅଳ୍ପ ବହୁତେ ଘର ନିର୍ମାଣ ପାଇଁ ସିମେଣ୍ଟ ଆଣିଥାନ୍ତି । ହେଲେ ସିମେଣ୍ଟ ଯେ, ନକଲି ତାହା ଶୁଣିଲେ ଆପଣମାନେ ଚକିତ ହୋଇପଡିବେ। ଆପଣମାନେ ପୂର୍ବରୁ ଜାଣିଥିବେ ନକଲି ଘିଅ, ତେଲ, ସସ୍ ଆଦି ଶୁଣିଥିବେ । ହେଲେ ସିମେଣ୍ଟ…

ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ଆଜିଠୁ ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ । ବଡଦିନ ଓ ନୂଆବର୍ଷରେ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ମରାମତି କାର୍ଯ୍ୟ ବନ୍ଦ ରହିଥିବା ବେଳେ ଆଜିଠାରୁ ପୁଣି କାର୍ଯ୍ୟ ଆରମ୍ଭ ହେବ । ପ୍ରତିଦିନ ମାର୍ଗଦର୍ଶିକା ଆଧାରରେ…

ଶପଥ ନେଲେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି

ଓଡ଼ିଶାର ୨୭ତମ ରାଜ୍ୟପାଳଭାବେ ଶପଥ ନେଇଛନ୍ତି ଡକ୍ଟର ହରିବାବୁ କମ୍ଭମପତି । ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ସରଣ ସିଂହ କମ୍ଭମପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଭୁବନେଶ୍ୱରର…