Day: 1 February 2025

ବଜେଟ ୨୦୨୫: ଗଡ଼ିବ ଆଉ ୨୦୦ ବନ୍ଦେ ଭାରତ, ୧୦୦ ଅମୃତ ଭାରତ ଟ୍ରେନ୍

କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ କୁ ସ୍ୱାଗତ କରିଛନ୍ତି । ସଂସଦରେ ଆଜି ପୂର୍ଣ୍ଣାଙ୍ଗ ବଜେଟ୍‌ ଆଗତ ହେବା ପରେ ରେଳ ବଜେଟ୍‌ ଘୋଷଣା କରାଯାଇଛି । କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…

୨୦୨୫-୨୬ କେନ୍ଦ୍ରୀୟ ବଜେଟ୍‍କୁ ଲୋକାଭିମୁଖୀ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଆଗତ ହୋଇଥିବା ଐତିହାସିକ କେନ୍ଦ୍ରୀୟ ବଜେଟ୍‍ କୁ ନେଇ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେ ଧନ୍ୟବାଦ ଜଣେଇ ସେ କହିଛନ୍ତି ଯେ…

ବଜେଟ-୨୦୨୫ ରେ ‘ଅଭିବୃଦ୍ଧି ଓ ‘ସର୍ବସମାବେଶୀ’ର ଗଣିତକୁ ନେଇ “ବିକାଶର ଖସଡ଼ା” ପ୍ରତିଫଳିତ ହୋଇଛି: ମନମୋହନ ସାମଲ

ଦୂରଦୃଷ୍ଟିସଂପନ୍ନ ବଜେଟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣଙ୍କୁ ଅଭିନନ୍ଦନ ଜଣାଇବା ସହିତ ରାଜ୍ୟବାସୀଙ୍କ ତରଫରୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ‘ଅଭିବୃଦ୍ଧି ଓ ‘ସର୍ବସମାବେଶୀ’ର ଗଣିତକୁ ନେଇ “ବିକାଶର…

ବଜେଟକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ନବୀନ

ଆଜି ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ ହୋଇଥିବାବେଳେ ଏହାକୁ ନେଇ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଆଜି ଦେଶର ଯୁବବର୍ଗଙ୍କୁ ଚାକିରିର ଘୋର ଆବଶ୍ୟକତା ଥିବାବେଳେ ଏବଂ ଅତ୍ୟାବଶ୍ୟକ…

ବଜେଟ ୨୦୨୫: ସବୁ ଉଚ୍ଚମାଧ୍ୟମିକ ସ୍କୁଲରେ ହେବ ବ୍ରଡବ୍ୟାଣ୍ଡ ବ୍ୟବସ୍ଥା

୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ଉପସ୍ଥାପନ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମାଳା ସୀତାରମଣ । ବଜେଟ୍‌ରେ ଦେଶରେ ଶିକ୍ଷା କ୍ଷେତ୍ରରେ ଗୁରୁତ୍ୱ ଦେଇଛନ୍ତି ମୋଦୀ ସରକାର । ➡️ଭାରତନେଟ ପ୍ରକଳ୍ପ ଅଧୀନରେ ଗ୍ରାମାଞ୍ଚଳର ସମସ୍ତ ସରକାରୀ ମାଧ୍ୟମିକ ବିଦ୍ୟାଳୟ ଏବଂ ପ୍ରାଥମିକ…

ବଜେଟ୍ ୨୦୨୫-୨୬: ଜାଣନ୍ତୁ କେଉଁ ସବୁ ସୁବିଧା ପାଇବେ ଦେଶବାସୀ

• ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ହାରାହାରି ମାସିକ ଆୟ ଉପରେ କୌଣସି ଆୟକର ନାହିଁ; ମଧ୍ୟମ ବର୍ଗର ଘରୋଇ ସଞ୍ଚୟ ଏବଂ ଉପଭୋଗକୁ ପ୍ରୋତ୍ସାହନ ମିଳିବ • ନୂତନ ଟିକସ ବ୍ୟବସ୍ଥାରେ ବେତନଭୋଗୀ ବର୍ଗ ବାର୍ଷିକ ୨୨.୭୫ ଲକ୍ଷ ଟଙ୍କା…

ଭିଜିଲାନ୍ସ ଜାଲରେ ସୁକିନ୍ଦା ଥାନା ଏସଆଇ ଅଭୟ ନାୟକ

ଭିଜିଲାନ୍ସ ଜାଲରେ ସୁକିନ୍ଦା ଥାନା ଏସଆଇ । ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ ଏସଆଇ ଅଭୟ ନାୟକଙ୍କୁ ଧରିଛି ଭିଜିଲାନ୍ସ । ନୀଳାଚଳ ଇସ୍ପାତ କାରଖାନା ଆଗରେ ଧରାପଡ଼ିଲେ ଲାଞ୍ଚୁଆ ଏସଆଇ । ସ୍ବାମୀ ସ୍ତ୍ରୀଙ୍କ ପାରିବାରିବ ବିବାଦର ସମାଧାନ…

୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଚଳିତ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଏକ୍ସ ଯୋଗେ କୃତଜ୍ଞତା ଜଣାଇ ପ୍ରଧାନମନ୍ତ୍ରୀ ଓ ଅର୍ଥ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ…

୧୨ ଲକ୍ଷ ଆୟ ଉପରେ ଲାଗିବନି କୌଣସି ଟିକସ

ସଂସଦରେ ସାଧାରଣ ବଜେଟ୍ ୨୦୨୫ ଉପସ୍ଥାପନ ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟବିତ୍ତ ବର୍ଗଙ୍କୁ ବଡ ଆଶ୍ୱସ୍ତି ପ୍ରଦାନ କରିଛନ୍ତି । ଏବେ ବାର୍ଷିକ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ କରୁଥିବା ଲୋକଙ୍କୁ କୌଣସି ଟିକସ ଦେବାକୁ ପଡ଼ିବ ନାହିଁ…

ସବୁ ଜିଲ୍ଲା ହସ୍ପିଟାଲ୍‌ରେ ରହିବ କ୍ୟାନ୍ସର ଚିକିତ୍ସା

ସଂସଦରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ଉପସ୍ଥାପନ ହୋଇଛି । ବଜେଟ୍‌ରେ ସ୍ବାସ୍ଥ୍ୟ କ୍ଷେତ୍ରକୁ ଏକ ଗୁରୁତ୍ବ ସୂଚନା ଦେଇଛନ୍ତି। କର୍କଟ ଏକ ଗମ୍ଭୀର ଏବଂ ଭୟାନକ ରୋଗ । ଏହି ରୋଗକୁ ନେଇ ଲୋକଙ୍କ ମଧ୍ୟରେ ବହୁତ ଭୟ ରହିଥିବା…