Day: 3 February 2025

କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍

କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲରେ ପ୍ରତିଷ୍ଠା ହେବ ଏକ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍। ଏହାଦ୍ବାରା ବିଭିନ୍ନ ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ ମିଳି ପାରିବ ତୁରନ୍ତ ଉନ୍ନତ ଚିକିତ୍ସା। ଆଜି ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶେଷ ହେଲା ପ୍ରଚାର

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରଚାର ସୋମବାର ସନ୍ଧ୍ୟା ୬ଟାରେ ଶେଷ ହୋଇଛି । ଫେବୃଆରି ୫ ତାରିଖରେ ମତଦାନ ହେବ ଏବଂ ଫେବୃଆରି ୮ ରେ ଫଳାଫଳ ପ୍ରକାଶ ପାଇବ । ନିର୍ବାଚନ ପାଇଁ ଜୋରସୋରରେ ପ୍ରଚାର ଚଳାଇଥିଲେ…

କୁମ୍ଭ ମେଳାରେ ଚୁଟି ପକେଇ ଲାଣ୍ଡି ହେଲେ ସୁନୀତି ମୁଣ୍ଡ

ଭୁବନେଶ୍ୱର ମେୟର ପ୍ରାର୍ଥିନୀ ସୁନୀତି ମୁଣ୍ଡ ମହାକୁମ୍ଭ ମେଳାରେ ଚୁଟି ପକେଇ ଲାଣ୍ଡି ହୋଇଛନ୍ତି । ନିକଟରେ ସେ ନିଜ ସୋସିଆଲ ମିଡିଆରେ କିଛି ଫଟୋ ଓ ଭିଡିଓ ପୋଷ୍ଟ କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି । ସେ ଏବେ କୁମ୍ଭମେଳା…

ଝାରପଡ଼ାର ସ୍ଵତନ୍ତ୍ର କାରାଗାରରେ ଛାତ୍ର ନେତାଙ୍କୁ ଭେଟିଲେ କଂଗ୍ରେସ ନେତୃବୃନ୍ଦ

ଝାରପଡ଼ାର ସ୍ଵତନ୍ତ୍ର କାରାଗାରରେ ଥିବା ଛାତ୍ର ନେତାଙ୍କୁ ଆଜି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ କଂଗ୍ରେସ ନେତୃବୃନ୍ଦ ଭେଟିଛନ୍ତି । ଆଜି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପୂର୍ବତନ ବିଧାୟକ ତଥା…

ଓଡ଼ିଶା ଆପାର୍ଟମେଣ୍ଟ ଆଇନ-୨୦୨୩ ଲାଗୁ ପାଇଁ ନିର୍ଦ୍ଦେଶ

ଓଡ଼ିଶାରେ ଆପାର୍ଟମେଣ୍ଟ ପଞ୍ଜୀକରଣକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଓଡ଼ିଶା ଆପାର୍ଟମେଣ୍ଟ ଆଇନ-୨୦୨୩ ଲାଗୁ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ଏ ନେଇ IGR ଓଡ଼ିଶାକୁ ଚିଠି ଲେଖିଛି ରାଜସ୍ଵ ବିଭାଗ । ରାଜ୍ୟରେ…

ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ବ୍ୟାପକ ବ୍ୟବସ୍ଥା

ଆସନ୍ତାକାଲି ପବିତ୍ର ମାଘ ସପ୍ତମୀ । ଏହି ଦିନରେ ଚନ୍ଦ୍ରଭାଗାରେ ପବିତ୍ର ମାଘ ସପ୍ତମୀ ବୁଡ଼ ପକାଇବେ ଶ୍ରଦ୍ଧାଳୁ। ଏଥିପାଇଁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରଣୀରେ ବିଭିନ୍ନ ସ୍ଥାନରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବାରେ ଲାଗିଛି। ଗତକାଲି ଭୋର ୪ଟା ୩୭ରେ ପବିତ୍ର…

ଠେଙ୍ଗା ବାହିନୀ ଗଢ଼ିଲେ ବିଧାୟକ ବାବୁ ସିଂ

ଆସନ୍ତା ୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭ ମେଳା । ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ହଜାର ହଜାର ଦର୍ଶକଙ୍କ କୋଳାହୋଳରେ ଉଚ୍ଛୁଳିବ ଖଣ୍ଡଗିରି ଯାତ୍ରା । ଏହା ମଧ୍ୟରେ ଅଶ୍ଲୀଳତାକୁ ସମ୍ପୂର୍ଣ୍ଣ ବିରୋଧ କରାଯାଇଛି…

ମାଲକାନଗିରି ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ଏନବିଡବ୍ଲ୍ୟୁ ଜାରି

ମାଲକାନଗିରି ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ଏନବିଡବ୍ଲ୍ୟୁ । କୋର୍ଟରେ ହାଜର ନହେବାରୁ ଜାମିନ ବିହିନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଜାରି କଲେ ଏସ୍‌ଡିଜେଏମ୍‌ କୋର୍ଟ। । ସହଯୋଗୀ ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲାରେ ଏନବିଡବ୍ଲ୍ୟୁ । ୨୦୧୯ ଡିସେମ୍ବରରେ…

ରେଳ ବଜେଟରେ ଓଡ଼ିଶାକୁ ମିଳିଲା ୧୦,୫୯୯ କୋଟି ଟଙ୍କା

ଓଡ଼ିଶାକୁ ରେଳ ବଜେଟକୁ ନେଇ ଅଶ୍ବିନୀ ବୈଷ୍ଣବଙ୍କ ବଡ ସୂଚନା । ଫେବ୍ରୁଆରୀ ୧ରେ ଘୋଷିତ ବଜେଟ୍‌ରେ ରେଲୱେକୁ ୨.୫୨ ଲକ୍ଷ କୋଟି ଟଙ୍କା ଆବଣ୍ଟିତ ହୋଇଛି । ଏଥିରୁ ଓଡ଼ିଶା ପାଇଁ ୧୦ ହଜାର ୫୯୯ କୋଟି ଟଙ୍କା ରହିଥିବା…

ଅଭିଯୋଗ ପ୍ରକୋଷ୍ଠରେ ଜଟିଳ ରୋଗରେ ପୀଡିତ ଝିଅଙ୍କୁ ୫ଲକ୍ଷ ଟଙ୍କା ସହାୟତା ରାଶି ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିବା ସହ ଅଭିଯୋଗ ଗୁଡିକର ଶୀଘ୍ର ସମାଧାନ ନିମନ୍ତେ ନିର୍ଦ୍ଧାରିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୋଗ ପ୍ରକୋଷ୍ଠକୁ ଆସିଥିବା କିଛି ଦିବ୍ୟାଙ୍ଗଙ୍କ ନିକଟକୁ ଯାଇ ମୁଖ୍ୟମନ୍ତ୍ରୀ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ଏହି ସମୟରେ…