Day: 7 February 2025

ମାଲକାନଗିରି ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ମିଳିଲା ଆଶ୍ବସ୍ତି

ମାଲକାନଗିରିର ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଆଶ୍ବସ୍ତି । ନିମ୍ନ ଅଦାଲତଙ୍କ ଜାମିନ ବିହିନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଉପରେ ରୋକ୍ ଲଗାଇଲେ ହାଇକୋର୍ଟ । ମାଲକାନଗିରି ଜିଲ୍ଲାର ବହୁ ଚର୍ଚ୍ଚିତ ପୂର୍ବତନ ଜିଲ୍ଲାପାଳଙ୍କ ପିଏ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁ…

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ସମେତ ୫ ଜଣଙ୍କୁ ଗିରଫ କଲା ଭିଜିଲାନ୍ସ

ମାଲକାନଗିରି ଜଳବିଭାଜିକା ଉପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସହ ସରକାରୀ ଟଙ୍କା ହଡ଼ପ ମାମଲାରେ ଶାନ୍ତନୁ ମହାପାତ୍ରଙ୍କୁ ଗିରଫ କରିବା ସମେତ ସରକାରୀ ଅର୍ଥ…

ମହାକୁମ୍ଭ ମେଳାରେ ପୁଣି ଅଗ୍ନିକାଣ୍ଡ

ମହାକୁମ୍ଭ ମେଳାରେ ପୁଣି ଥରେ ଅଗ୍ନିକାଣ୍ଡ ହୋଇଛି । ସେକ୍ଟର ୧୮ ଶଙ୍କରାଚାର୍ଯ୍ୟ ମାର୍ଗରେ ନିଆଁ ଲାଗିଛି । ଅଗ୍ନିଶମ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରାଯାଇଛି । ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇ ନ ଥିବା…

୫ ବର୍ଷ ପରେ ଖସିଲା ରେପୋ ରେଟ୍

ପ୍ରାୟ ୫ ବର୍ଷ ପରେ ଖସିଲା ରେପୋ ରେଟ୍ । ରେପୋ ରେଟ୍‌ରେ ପରିବର୍ତ୍ତନ ଆଣିଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ । ମୁଦ୍ରାନୀତିକୁ ନେଇ ଆଜି ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରାଙ୍କ ସୂଚନା ଦେଇ କହିଛନ୍ତି ୫ ବର୍ଷ ପରେ ରେପୋ…

ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ

ଆଜି ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ ବୋଲି…

କ୍ଷମତା ଲୋଭ ଛାଡ଼ି ପାରିବେନି କି ସୁରେଶ ?

ରାଜ୍ୟର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର ଏବଂ କମିଶନର ସଦସ୍ୟ କିଏ ହେବେ ଏହାକୁ ନେଇ କଳ୍ପନାଜଳ୍ପନା ଜୋର ଧରିଥିବାବେଳେ ହଠାତ ଆବେଦନ‌କାରୀଙ୍କ ତାଲିକା ସାର୍ବଜନୀନ ହେବାକୁ ନେଇ ଅନେକ ସନ୍ଦେହ ଉଙ୍କି ମାରିଛି । ପୂର୍ବରୁ କେବେ ଆବେଦନକାରୀଙ୍କ ତାଲିକା…