Day: 11 February 2025

ଏଆଇ ରୋଜଗାର ସହ ଜୀବନରେ ନୂଆ କ୍ଷମତାର ବୃଦ୍ଧି କରିବ: ପ୍ରଧାନମନ୍ତ୍ରୀ ମୋଦି

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ସହ AI ଆକ୍ସନ ସମ୍ମିଳନୀରେ ଯୋଗଦେଇଛନ୍ତି । ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଟେକ୍ନୋଲୋଜି ଯୋଗୁଁ କାମ ଲୋପ ପାଉନାହିଁ…

ମଧ୍ୟାହ୍ନ ଭୋଜନରେ ସାମିଲ ହେବେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ମଙ୍ଗଳବାର ଦିନ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ନବମ ଓ ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ସାମିଲ କରାଯିବ । ଏ ନେଇ ରାଜ୍ୟ ସରକାର କ୍ୟାବିନେଟ୍‌ରେ ନିଷ୍ପତ୍ତି…

ମିଳିତ ଭାବେ କାର୍ଯ୍ୟକାରୀ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା

ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨୦୦୦ ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି…

ପ୍ରକାଶ ପାଇଲା ୨୦୨୫ ଜେଇଇ ମେନ୍‌ ସେସନ-୧ ରେଜଲ୍ଟ

ନ୍ୟାସନାଲ ଟେଷ୍ଟିଂ ଏଜେନ୍ସୀ (ଏନଟିଏ) ମଙ୍ଗଳବାର ଦିନ ୨୦୨୫ ଜେଇଇ ମେନ୍‌ ସେସନ-୧ ପରୀକ୍ଷା ଫଳ ପ୍ରକାଶ କରିଛି । ଚଳିତ ବର୍ଷ ସେସନ-୧ ରେ ପ୍ରାୟ ୧୪ ଜଣ ପରୀକ୍ଷାର୍ଥୀ ୧୦୦ ପ୍ରତିଶତ ମାର୍କ ରଖିଛନ୍ତି। ୧୪ ଜଣଙ୍କ ମଧ୍ୟରେ…

ଭକ୍ତ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ନିଯୁକ୍ତ

ଲମ୍ଭା ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରିଛନ୍ତି । ଶରତ ପଟ୍ଟନାୟକଙ୍କ ଇସ୍ତଫା ପରେ ଓଡ଼ିଶା ପ୍ରଦେଶ…

ସହଦେବ ନାୟକ ହତ୍ୟା ଘଟଣା: ସିବିଆଇ ତଦନ୍ତ ଦାବିରେ ବିଏମସି କାର୍ଯ୍ୟାଳୟ ଘେରାଉ କଲେ ସଫେଇ କର୍ମୀ

ସହଦେବ ନାୟକ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କଲେ ସଫେଇ କର୍ମୀ । ଆଜି ଭୁବନେଶ୍ବର ମୁନିସିପାଲିଟି ସଫେଇ ମଜଦୁର ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ବିଏମସି କାର୍ଯ୍ୟାଳୟ ଘେରାଉ କରାଯାଇଛି । ସିବିଆଇ ତଦନ୍ତ ଦାବି ସହ…

ମହିଳା କମିଶନକୁ କ୍ଷମତା ସମ୍ପନ୍ନ କରାଯିବ: ପ୍ରଭାତୀ ପରିଡ଼ା

ମହିଳାମାନଙ୍କୁ ସଶକ୍ତ କରିବା ଏବଂ ତୃଣମୂଳ ସ୍ତରରେ ସେମାନଙ୍କ ସମସ୍ୟାର ସମାଧାନ କରିବା ପାଇଁ, ଜାତୀୟ ମହିଳା ଆୟୋଗ “ଜାତୀୟ ମହିଳା କମିଶନ – ଆପଣଙ୍କ ଦ୍ୱାରରେ” ଶୀର୍ଷକ ଏକ ଜନ ଶୁଣାଣି ଆୟୋଜନ ହୋଇଛି । ଏହି ଅବସରର ଉପ…

ପଞ୍ଜିକାରେ ଭୁଲ ତଥ୍ୟ ଦେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ପଞ୍ଜିକା ସମନ୍ଵୟ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ତେବେ ଏହି ବୈଠକରେ ନିର୍ଭୁଲ ଓ ତ୍ରୁଟିବିହୀନ ପଞ୍ଜିକା ଉପରେ ଗୁରୁତ୍ୱ ଦିଆଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଦେଇ କହିଛନ୍ତି ଆଜିର…

ବାରବାଟୀରେ ଫ୍ଲଡ୍ ଲାଇଟ୍‌ ବନ୍ଦ ହେବା ଘଟଣା: ଓସିଏ ଉପରେ ବର୍ଷିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ବାରବାଟୀରେ ଫ୍ଲଡ୍ ଲାଇଟ୍‌ ବନ୍ଦ ହେବା ଘଟଣାରେ ସାମ୍ୱାଦିକ ସମ୍ମିଳନୀ କରି ଓସିଏ ଉପରେ ବର୍ଷିଛନ୍ତି ପୂର୍ବତନ ବିଧାୟକ ପ୍ରକାଶ ବେହେରା । ସେ କହିଛନ୍ତି ବାରବାଟୀରେ ଅନ୍ତର୍ଜାତୀୟ ମ୍ୟାଚ୍ ଚାଲିଥିବା ସମୟରେ ଲାଇଟ ବନ୍ଦ ହୋଇଯିବା ଘଟଣା ବିଶ୍ବରେ ଓଡ଼ିଶା…

ଖୁବ୍‌ଶୀଘ୍ର ଆରମ୍ଭ ହେବ ଜୟଦେବ ବିହାର-ନନ୍ଦନକାନନ ଫ୍ଲାଏଓଭର ବ୍ରିଜ୍: ପୃଥ୍ୱୀରାଜ ହରିଚନ୍ଦନ

ଦିନକୁ ଦିନ ରାଜଧାନୀରେ ବଢ଼ିବାକୁ ଲାଗିଛି ଟ୍ରାଫିକ ସମସ୍ୟା । ଏହି ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଜୟଦେବ-ବିହାର-ନନ୍ଦନକାନନ ଫ୍ଲାଏଓଭର ବ୍ରିଜ । ଏ ନେଇ ଆଜି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ…