Day: 18 February 2025

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ୫ ଗିରଫଙ୍କୁ ଗିରଫ କରୁ କରୁ ମିଳିଗଲା ଜାମିନ

କୀଟ ବିଶ୍ୱ ବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଏବଂ ନେପାଳୀ ଛାତ୍ର ଛାତ୍ରୀଙ୍କ ପ୍ରତି ହୋଇଥିବା ଅପବ୍ୟବହାର ଘଟଣାରେ ୫ ଗିରଫଙ୍କୁ ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୨ ଜାମିନ ଦେଇଛନ୍ତି । କିଟ୍‌ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାରେ ଆଜି ଅପରାହ୍ନରେ ପୋଲିସ ୩ ନିର୍ଦ୍ଦେଶକଙ୍କ…

ଏପର୍ଯ୍ୟନ୍ତ ଖର୍ଚ୍ଚ ହୋଇପାରିନି ୨୦୨୪-୨୫ ଆର୍ଥିକ ବର୍ଷର ୧ଲକ୍ଷ ଦୁଇ ହଜାର କୋଟି ଟଙ୍କାର ପାଣ୍ଠି

ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟରେ ହୋଇଥିବା ବ୍ୟୟବରାଦ ଓ ପାଣ୍ଠି ଖର୍ଚ୍ଚକୁ ନେଇ ଆସିଲା ଚିନ୍ତାଜନକ ତଥ୍ୟ । ଏପର୍ଯ୍ୟନ୍ତ ଖର୍ଚ୍ଚ ହୋଇପାରିନି ୨୦୨୪-୨୫ ଆର୍ଥିକ ବର୍ଷର ୧ଲକ୍ଷ ୧ହଜାର ୨୭୩ କୋଟି ଟଙ୍କା । ଆଜି ବିଧାନସଭା ଗୃହରେ…

କିଟ୍‌ ବିଶ୍ବବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: ୫ ଗିରଫ

କିଟ୍‌ କଲେଜରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ୫ ଜଣ ଗିରଫ । ପୋଲିସ ପ୍ରାଥମିକ ଭାବରେ ତଦନ୍ତ କରି ୩ ନିର୍ଦ୍ଦେଶକଙ୍କ ସମେତ ୨ ସୁରକ୍ଷାକର୍ମୀ ଗିରଫ କରିଥିବା ସୂଚନା ମିଳିଛି। ସେମାନେ ହେଲେ ଡାଇରେକ୍ଟର ଜେନେରାଲ ଶିବାନନ୍ଦ ମିଶ୍ର,…

କିଟ୍‌ ଘଟଣା: ପିଲାଙ୍କୁ ଫେରାଇ ଆଣିବାକୁ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ

କିଟ୍‌ ଘଟଣାକୁ ନେଇ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ପିଲାଙ୍କୁ ଫେରାଇ ଆଣିବାକୁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି କ୍ୟାମ୍ପସ୍‌ ଛାଡ଼ିଥିବା ପିଲା ବର୍ତ୍ତମାନ କେଉଁଠି ଅଛନ୍ତି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଜଣାଇବେ ।କେତେ ପିଲା ଫେରୁଛନ୍ତି…

ଦୁଇ ବର୍ଷରେ ଗଲାଣି ୨୦୭ ଦାଦନ ଶ୍ରମିକଙ୍କ ଜୀବନ

ଆଜି ବିଧାନସଭାରେ ଉଠିଲା ଦାଦନ ଶ୍ରମିକଙ୍କ ମୃତ୍ୟୁ ପ୍ରସଙ୍ଗ । ଗୃହରେ ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଛନ୍ତି ୨୦୨୩-୨୪ରେ ରାଜ୍ୟ ଏବଂ ଦେଶ ବାହାରେ କାମ କରିବାକୁ ଯାଇ…

କିଟ୍‌ କଲେଜରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା: ଉଚ୍ଚସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର

କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲ ପରିସରରେ ନେପାଳ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଆକ୍ସନ ମୋଡରେ ରାଜ୍ୟ ସରକାର । ଅଧିକ ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । କିଟ୍ କେଳେଙ୍କାରୀର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ସହ ଏହି…

ଭାଇରାଲ ହେଉଛି ହାତଲେଖା ଚିଠି; ଇସ୍ତଫା ଦେଲେ କି ବିଷ୍ଣୁପଦ ସେଠୀ!

ଆଇଏସ ପଦରୁ ଇସ୍ତଫା ଦେଲେ କି ବିଷ୍ଣୁପଦ ସେଠୀ? ସୋସିଆଲ ମିଡିଆରେ ଭାଇରାଲ ହେଉଛି ତାଙ୍କ ହାତଲେଖା ଚିଠି । ଯେଉଁଥିରେ ସେ ମୁଖ୍ୟ ଶାସନ ସଚିବଙ୍କୁ ନିଜର ଇସ୍ତଫା ପଠାଇଥିବା ଲେଖା ହୋଇଛି । ଇସ୍ତଫା ପତ୍ରରେ ଲେଖା ଅଛି…

କଂଗ୍ରେସର ସଂକଳ୍ପ ପଦଯାତ୍ରା ସମୟରେ ଭକ୍ତ ଦାସ ଆହତ

ଆଜିଠୁ କଂଗ୍ରେସର ତିନି ଦିନିଆ ସଂକଳ୍ପ ପଦଯାତ୍ରା ଆରମ୍ଭ ହୋଇଛି । ଏହି ସଂକଳ୍ପ ପଦଯାତ୍ରା ମଙ୍ଗଳବାର ସକାଳ ସମୟରେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ଲିଙ୍ଗିପୁର ଅଭିମୁଖେ ଯାଇଥାନ୍ତା । ହେଲେ ଏୟାରପୋର୍ଟରୁ ରାଲି ବାହାରି ଶିଶୁଭବନ ଛକ ଆସିବାବେଳେ ଠେଲାପେଲାରେ…

କ୍ଷମା ମାଗିଲା କିଟ; ଦୋଷୀ କର୍ମଚାରୀଙ୍କ ବିରୁଦ୍ଧରେ କଲା କାର୍ଯ୍ୟାନୁଷ୍ଠାନ ଘୋଷଣା

ଭୁବନେଶ୍ୱର କିଟ୍ କଲେଜରେ ଛାତ୍ରୀ ମୃତ୍ୟୁ ମାମଲାରେ ଦୁଃଖ ପ୍ରକାଶ କରିବା ସହ ସଫେଇ ରଖିଛନ୍ତି କିଟ୍ କର୍ତ୍ତୃପକ୍ଷ। ଏହି ଘଟଣା ଦୁଃଭାର୍ଗଜନକ କହିବା ସହ ତଦନ୍ତ ପରେ ୨ ଜଣ ସିକ୍ୟୁରିଟି ଗାର୍ଡଙ୍କୁ ତୁରନ୍ତ ବହିଷ୍କାର କରାଯାଇଛି । ଏଥିସହ…

ରାଜ୍ୟରେ ୨୩୮୦ ଗାଁକୁ ନାହିଁ ଏବେବି ଗମନାଗମନର ସୁବିଧା

ଆଜି ବିଧାନସଭା ଗୃହରେ ଉଠିଲା ଗମନାଗମନର ଅସୁବିଧାର ପ୍ରସଙ୍ଗ । ବାଙ୍ଗିରିପୋଷି ବିଧାୟିକା ସଞ୍ଜଳୀ ମୁର୍ମୁ ପଚାରିଥିବା ପ୍ରଶ୍ନରେ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ରବି ନାଏକଙ୍କ ଅନୁପସ୍ଥିତିରେ ତାଙ୍କ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗ ଲିଖିତ ଉତ୍ତରରେ…