Day: 22 February 2025

ମହାକୁମ୍ଭ ୨୦୨୫: ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଠାରୁ ୩ ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ଯିବେ । ଶିବରାତ୍ରୀ ଦିନ ମହାକୁମ୍ଭ ଶେଷ ହେଉଥିବା ବେଳେ ମୋହନ ମାଝୀ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ । ଏହା ପରେ ସେ ଅଯୋଧ୍ୟାରେ ରାମଲଲାଙ୍କୁ…

ଶକ୍ତିକାନ୍ତ ଦାସ ହେଲେ ପ୍ରଧାନମନ୍ତ୍ରୀଙ୍କ ଦ୍ୱିତୀୟ ପ୍ରମୁଖ ସଚିବ

ଅବସରପ୍ରାପ୍ତ ଆଇଏଏସ ଅଫିସର ତଥା ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ମିଳିଛି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପ୍ରମୁଖ ସଚିବ ଭାବେ କେନ୍ଦ୍ର କ୍ୟାବିନେଟ ଆପଏଣ୍ଟମେଣ୍ଟ କମିଟି ଶକ୍ତିକାନ୍ତ ଦାସଙ୍କୁ ନିଯୁକ୍ତି ଦେଇଛନ୍ତି ।…

ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହ କଥା ହେଲେ ମୋହନ ମାଝୀ

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍‍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରି ଏହି ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀ ବ୍ୟକ୍ତିଙ୍କ ଉପରେ…

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣା ରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣା ରେ ବଡ ପ୍ରତିକ୍ରିୟା ରେ ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । କିଟ ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା ଘଟଣା ରେ ଗତ କାଲି ଯେଉଁମାନଙ୍କୁ ସମନ ହୋଇଥିଲା ସେମାନେ ହାଜର ହୋଇଛନ୍ତି, ଉଚ୍ଚସ୍ତରୀୟ…

ସରକାରୀ ଓ ଜଙ୍ଗଲ ଜମି ଜବରଦଖଲ ହୋଇଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ: ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ

ବିଜେଡିର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତଙ୍କ ଅଧୀନରେ ଭୁବନେଶ୍ୱର ରେ ଥିବା କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ସୋସିଆଲ ସାଇନସେସ୍ (କିସ୍‌) ଜଙ୍ଗଲ ଜମି ଆବଣ୍ଟନ ମାମଲାରେ ନୂଆ ମୋଡ଼ ନେଇଛି । ଅଚ୍ୟୁତ ସାମନ୍ତଙ୍କ ସରକାରୀ ଓ ଜଙ୍ଗଲ ଜମି ଜବରଦଖଲ…

ଭଗବଦ୍ ଗୀତା ଛୁଇଁ ଏଫବିଆଇ ନିର୍ଦ୍ଦେଶକ ଭାବେ ଶପଥ ନେଲେ କାଶ ପଟେଲ

ଆମେରିକାର ଫେଡେରାଲ ବ୍ୟୁରୋ ଅଫ୍ ଇନଭେଷ୍ଟିଗେସନ୍ (ଏଫ୍‌ବିଆଇ) ର ନବମ ନିର୍ଦ୍ଦେଶକ ଭାବେ ଶପଥ ନେଲେ ଆମେରିକାର ପ୍ରଥମ ଭାରତୀୟ ବଂଶୋଦ୍ଭବ କାଶ୍ ପଟେଲ । ଶୁକ୍ରବାର ଦିନ ସେ ଶ୍ରୀମଦ୍ ଭଗବଦ୍ ଗୀତା ଉପରେ ହାତ ରଖି ଶପଥ ନେଇଥିଲେ…