Day: 23 February 2025

ମହାକୁମ୍ଭ ଅବସରରେ ପ୍ରୟାଗ ରାଜ୍ ତ୍ରିବେଣୀ ସଙ୍ଗମରେ ସ୍ନାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ମହାକୁମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପ୍ରୟାଗ ରାଜ୍ ଗସ୍ତ କରି ତ୍ରିବେଣୀ ସଙ୍ଗମ ସ୍ଥଳରେ ସ୍ନାନ କରିଛନ୍ତି। ଏହା ସହିତ ପୂଜା ଓ ଆରତି ମଧ୍ୟ କରିଛନ୍ତି।ଏହି ଅବସରରେ ଗଣ ମାଧ୍ୟମ ଆଗରେ ନିଜର ବକ୍ତବ୍ୟ ରଖି…

ଓସିଏ ନୂତନ ସଭାପତି ହେଲେ ପଙ୍କଜ ଲୋଚନ ମହାନ୍ତି

ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର ନୂତନ ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି ନିିର୍ବାଚିତ ହୋଇଛନ୍ତି। ବବି ଦାସଙ୍କ ଇସ୍ତଫା ପରେ ଖାଲି ପଡ଼ିଥିଲା ପଦବୀ। ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରି ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି ପଙ୍କଜ ଲୋଚନ ମହାନ୍ତି…

ବାରବାଟୀ ଫ୍ଲଡଲାଇଟ ବିଭ୍ରାଟ ଘଟଣା: ରାଜ୍ୟ ସରକାରଙ୍କ ନୋଟିସର ଉତ୍ତର ଦେଲା ଓସିଏ

ବାରବାଟୀ ଫ୍ଲଡଲାଇଟ ବିଭ୍ରାଟ ଘଟଣାରେ ରାଜ୍ୟ ସରକାରଙ୍କ ନୋଟିସର ଉତ୍ତର ଦେଲା ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) । ଆଜି ଓସିଏ ସଭାପତି ଭାବେ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଛନ୍ତି ପଙ୍କଜ ଲୋଚନ ମହାନ୍ତି। ଆଜି ବିଧିବଦ୍ଧଭାବେ ଦାୟିତ୍ବ ଗ୍ରହଣ କଲେ ପଙ୍କଜ ।…

ମୋଟାପଣ ସମସ୍ୟା ଦୂର ପାଇଁ ଯୁବପିଢୀଙ୍କୁ ସ୍ୱାସ୍ଥ୍ୟମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ

ଆଜି ମନ କି ବାତରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ସମୟରେ ଯୁବପିଢୀଙ୍କୁ ସ୍ୱାସ୍ଥ୍ୟମନ୍ତ୍ର ଦେଇଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି ଏବେ ଯୁବପିଢିଙ୍କ ଭିତରେ ମୋଟାପଣ ଏକ ବଡ଼ ସମସ୍ୟା ହେଲାଣି । ଏକ…

ଭାରତର AIକୁ ସବୁଠି ମିଳିଛି ପ୍ରଶଂସା: ମୋଦି

ଭାରତକୁ ବିଜ୍ଞାନ ଓ ମହାକାଶ ଛଡ଼ା AIରେ ମଧ୍ୟ ସଫଳତା ମିଳିଛି ବୋଲି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ଜରିଆରେ ଦେଶକୁ ସମ୍ବୋଧିତ କରି କହିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଇସ୍ରୋ ଓ…

ହିମାଚଳ ପ୍ରଦେଶରେ ଭୂମିକମ୍ପ ଝଟକା

ଗତ କିଛି ଦିନ ହେବ ଭାରତର ବିଭିନ୍ନ ସ୍ଥାନରେ ଲଗାତାର ଭୂମିକମ୍ପ ଅନୁଭୂତ ହେଉଛି । ଆଜି ହିମାଚଳ ପ୍ରଦେଶ ମଣ୍ଡିରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ହିମାଚଳ ପ୍ରଦେଶର ମଣ୍ଡିରେ ରବିବାର ସକାଳ ୮ଟା ୪୨ମିନିଟରେ ଭୂମିକମ୍ପ ଝଟକା…

ଆସ୍ଥାର ରେଳ: ମହାକୁମ୍ଭକୁ କରୁଛି ଆହୁରି ଭବ୍ୟ

ବିଶ୍ବର ସବୁଠୁ ବଡ଼ ଧାର୍ମିକ ଓ ସାଂସ୍କୃତିକ ଆୟୋଜନ ମହାକୁମ୍ଭ ମୌନୀ ଅମାବାସ୍ୟାରୁ ଆରମ୍ଭ ହୋଇଯାଇଛି । ୫୦ ଦିନ ଧରି ଏହି ମହାକୁମ୍ଭ ଚାଲିବାକୁ ଥିଲାବେଳେ ରେକର୍ଡ ସଂଖ୍ୟକ ୫୬ କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ ପକାଇସାରି ଲେଣି ପ୍ରୟାଗରାଜରେ…