Day: 26 February 2025

ଆରଡ଼ି ସ୍ଥିତ ଆଖଣ୍ଡଳମଣିଙ୍କ ପୀଠ ପାଇଁ ୧୦ କୋଟି ଟଙ୍କା ଘୋଷଣା

ଆରଡ଼ି ସ୍ଥିତ ଆଖଣ୍ଡଳମଣି ପୀଠର ହେବ ସୈାନ୍ଦର୍ଯ୍ୟକରଣ । ଭଦ୍ରକ ଜିଲ୍ଲାରେ ଅବସ୍ଥିତ ଆଖଣ୍ଡଳମଣିଙ୍କ ପୀଠ ପାଇଁ ୧୦ କୋଟି ଟଙ୍କା ଘୋଷଣା । ବାବା ଆଖଣ୍ଡଳମଣିଙ୍କ ପରିକ୍ରମା ପ୍ରକଳ୍ପ ପାଇଁ ମିଳିଲା ୧୦ କୋଟି ଟଙ୍କାର ଅନୁଦାନ। ଏ ନେଇ…

ଆଜି ମହାଶିବରାତ୍ରୀରେ ମହାକୁମ୍ଭରେ ଶେଷ ସ୍ନାନ 

ଦିନକୁ ଦିନ ମହାକୁମ୍ଭରେ ପବିତ୍ର ବୁଡ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ସଂଖ୍ୟା ବଢିବାରେ ଲାଗିଛି । ବିଶ୍ୱର ଅନ୍ୟତମ ବୃହତ୍ତମ ଧାର୍ମିକ କାର୍ଯ୍ୟକ୍ରମ ୪୫ ଦିନିଆ କୁମ୍ଭମେଳା ଆଜି ଶିବରାତ୍ରିର ସଙ୍ଗମସ୍ଥଳରେ ଅନ୍ତିମ ସ୍ନାନ ସହ ଶେଷ ହେଉଛି। ପ୍ରୟାଗରାଜର ତ୍ରିବେଣୀ…

ଶ୍ରୀଲିଙ୍ଗରାଜଙ୍କ ପୀଠରେ ଦଳାଚକଟା ପରିସ୍ଥିତି ସୃଷ୍ଟି; ୨ ମହିଳା ଆହତ

ଆଜି ହେଉଛି ପବିତ୍ର ମହାଶିବରାତ୍ରୀ । ଦେବ ଦେବ ମହାଦେବଙ୍କ ଉପାସନାର ଏକ ସ୍ୱତନ୍ତ୍ର ଦିନ । ସାରା ଦେଶରେ ବିଭିନ୍ନ ଶିବ ମନ୍ଦିରରେ ଚାଲିଛି ଶିବ ଉପାସନା । ଏହି ସମୟରେ ଭୁବନେଶ୍ୱରର ସ୍ଥିତ ଲିଙ୍ଗରାଜ ମନ୍ଦିରରେ ସକାଳୁ ସକାଳୁ…