Day: 27 February 2025

ମାଲକାନଗିରିରେ ଦଶମ ଶ୍ରେଣୀ ଛାତ୍ରୀ ମା ହେବା ଘଟଣା: ଅଭିଯୁକ୍ତ ଗିରଫ

ମାଲକାନଗିରି ଚିତ୍ରକୋଣ୍ଡାରେ ଦଶମ ଛାତ୍ରୀ ପ୍ରସବ ଘଟଣାକୁ ନେଇ ଜାରି ରହିଛି ତନାଘନା।ତଦନ୍ତ ପାଇଁ ଆବାସିକ ବିଦ୍ୟାଳୟରେ ପହଞ୍ଚିଛି ଆରଡିସି । ଏହା ସହ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ଜଣକ ହେଲା ସୁଶାନ୍ତ ଖିଲ।…

ଯାତ୍ରା କଳାକାର ବାପି ପଣ୍ଡାଙ୍କ ୨ ଭାଇଙ୍କୁ ମରଣାନ୍ତକ ଆକ୍ରମଣ

ଯାତ୍ରା କଳାକାର ବାପି ପଣ୍ଡାଙ୍କ ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ । ଗତ ରାତିରେ ଉଭୟଙ୍କୁ ବାଲେଶ୍ବର ନାଥପାଣି ଛକରେ ଥିବା ମନ୍ଦିର ସାମ୍ନାରେ ଦୁର୍ବୃତ୍ତମାନେ ବାପି ପଣ୍ଡାଙ୍କ ୨ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ହାଣି ପକାଇଥିବା ଅଭିଯୋଗ ହୋଇଛି ।…

କିଟ୍ ମାମଲା: ଉଚ୍ଚ ସ୍ତରୀୟ କମିଟି ନିକଟରେ ହାଜର ହେଲେ ବିଶ୍ବବିଦ୍ୟାଳୟର ୬ ଅଧିକାରୀ

କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଉଚ୍ଚ ସ୍ତରୀୟ କମିଟି ନିକଟରେ ଆଜି ହାଜର ହୋଇଛନ୍ତି ବିଶ୍ୱବିଦ୍ୟାଳୟର ୬ ଜଣ ଅଧିକାରୀ । ଭୁବନେଶ୍ୱର ରାଜ୍ୟ ଅତିଥି ଭବନରେ ୬ ଜଣଙ୍କୁ ପର୍ଯ୍ୟାୟକ୍ରମେ ହେବ ଜେରା କରାଯାଉଥିବା ସୂଚନା। ଚିଫ୍…

ଲିଙ୍ଗରାଜ ମନ୍ଦିରରେ ଅଘଟଣ; ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଲିଙ୍ଗରାଜ ମନ୍ଦିର ଜାଗର ଯାତ୍ରା ସମୟରେ ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କ୍ୟାପିଟାଲ ହସ୍ପିଟାଲକୁ ଯାଇ ସମସ୍ତ ସେବାୟତଙ୍କୁ ଭେଟିବା ସହ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ମହାପ୍ରଭୁଙ୍କ ନିକଟରେ…

ଭୋର ୪ଟା ୩୫ରେ ଆଖଣ୍ଡଳମଣି ପୀଠରେ ଉଠିଲା ମହାଦୀପ

ବାବା ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ ମିନିଟ ସମୟରେ ଉଠିଲା ମହାଦୀପ । ମହାଦୀପ ଉଠିବା ବେଳେ ଭକ୍ତଙ୍କ ହରିବୋଲ, ହୁଳହୁଳି, ଘଣ୍ଟଘଣ୍ଟା ଓ କୀର୍ତ୍ତନରେ ପ୍ରକମ୍ପିତ ହୋଇଥିଲା ପରିବେଶ । ଆରଡିଧାମର ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ସାରା ରାତି…

ଆସାମରେ ଭୂମିକମ୍ପ ଝଟକା

ଦେଶରେ କ୍ରମାଗତଭାବେ କିଛି ଦିନ ହେବ ଭୂକମ୍ପ ଝଟକା ଅନୁଭୂତ ହେଉଛି। ବିଳମ୍ବିତ ରାତିରେ ଆସାମରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି । ଆସାମର ମୋରିଗାଓଁ ଜିଲ୍ଲାରେ ଆଜି ୫.୦ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଗୁରୁବାର ରାତି ୨ଟା ୨୫…