ତାଜା ଖବର ରାଜ୍ୟ ବାର୍ଦ୍ଧକ୍ୟ ଭତ୍ତା ଦୁର୍ନୀତି ମାମଲା: ୮୯୪ ଜଣ ଅଯୋଗ୍ୟଙ୍କୁ ଟଙ୍କା ଫେରାଇବାକୁ ନୋଟିସ୍ February 21, 2025 Papirani ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ବାର୍ଦ୍ଧକ୍ୟ ଭତ୍ତା କେଳେଙ୍କାରୀ ମାମଲାରେ ଭତ୍ତା ହାତେଇଥିବା ୮୯୪ ଜଣ ଅଯୋଗ୍ୟଙ୍କୁ ବିଡିଓଙ୍କ ନୋଟିସ୍ । ୨୯ଟି ପଞ୍ଚାୟତର ୮୯୪ ଅଯୋଗ୍ୟଙ୍କୁ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ୧୦ ହଜାର ୫୦୦ ଟଙ୍କା ଲେଖାଏଁ…
ତାଜା ଖବର ରାଜ୍ୟ ବିଜୁ ବାବୁଙ୍କ ୧୦୯ ତମ ଜନ୍ମ ଦିବସ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ପାଳନ କରିବ ବିଜେଡି February 21, 2025 Papirani ବିଜୁ ବାବୁଙ୍କ ଜୟନ୍ତୀ ଓ ଆନ୍ତର୍ଜାତିକ ମହିଳା ଦିବସ ପାଳନ ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରିଛି ବିଜେଡି। ବିଜୁ ବାବୁଙ୍କ ଜୟନ୍ତୀ ମାର୍ଚ୍ଚ ୫ରେ ହେବ। ବିଜୁ ବାବୁଙ୍କ ୧୦୯ ତମ ଜନ୍ମ ଦିବସ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ପାଳନ…
ତାଜା ଖବର ରାଜ୍ୟ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା; ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବି କଲେ ତାରା February 21, 2025 Papirani କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ନ୍ୟାୟିକ ତଦନ୍ତ ଦାବି କରିଛନ୍ତି କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି । ମୁଲତବି ଆଲୋଚନାରେ ଭାଗ ନେଇ ଏହି ମାମଲରେ ବିଚାର ବିଭାଗୀୟ ତଦନ୍ତ ଦାବି କରିବା ସହ ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବି କଲେ…
ତାଜା ଖବର ରାଜ୍ୟ ବିଧାନସଭା ଗୃହରେ ଆଜି ଅପରାହ୍ନ ୩ ଟାରେ ହେବ କିଟ୍ ପ୍ରସଙ୍ଗର ଶୁଣାଣି February 21, 2025 Papirani କିଟ୍ ପ୍ରସଙ୍ଗରେ ଆଜି ବିଧାନସଭା ଗୃହରେ ହେବ ଶୁଣାଣି । ଅପରାହ୍ନ ୩ଟାରେ ଶୁଣାଣି କରାଯିବ ବୋଲି ସୂଚନା ମିଳିଛି। ଗୃହରେ ମୁଲବତୀ ପ୍ରସ୍ତାବ ବେଳେ ଏନେଇ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷାମନ୍ତ୍ରୀ । କିଟ୍ ପ୍ରସଙ୍ଗରେ ତଦନ୍ତ ପାଇଁ ଉଚ୍ଚସ୍ତରୀୟ ଫ୍ୟାକ୍ଟ…
ତାଜା ଖବର ରାଜ୍ୟ ଆସନ୍ତାକାଲିଠାରୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା February 21, 2025 Papirani ଆସନ୍ତାକାଲିଠୁ ଭୁବନେଶ୍ବରରେ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା । କାଲିଠୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ ସୁଭଦ୍ରା ଶକ୍ତି ମେଳା ବୋଲି ଆଜି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି,…
ତାଜା ଖବର ରାଜ୍ୟ ବାଲିଯାତ୍ରାରେ ଆଦାୟ ହୋଇଛି ୬.୩୮ କୋଟି ଟଙ୍କା: ସୂର୍ଯ୍ୟବଂଶୀ ସୂରଜ February 21, 2025 Papirani ଆଜି ବିଧାନସଭା ପ୍ରଶ୍ନକାଳରେ ଉଠିଲା ବାଲିଯାତ୍ରା ପ୍ରସଙ୍ଗ। ଗୃହରେ କଟକ ବାଲିଯାତ୍ରାରେ ଆଦାୟ ହୋଇଥିବା ଟଙ୍କାକୁ ନେଇ ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଚଳିତଥର କଟକ ବାଲିଯାତ୍ରାରେ ମୋଟ ୨୪୩୮ଟି ଷ୍ଟଲ ଖୋଲାଯାଇଥିଲା…
ତାଜା ଖବର ରାଜ୍ୟ ଓଲଟିଲା ମାଟ୍ରିକ ପିଲାଙ୍କୁ ନେଇଯାଉଥିବା ବୋଲେରୋ; ଜଣେ ମୃତ, ୧୧ ଆହତ February 21, 2025 Papirani ମାଟ୍ରିକ ପରୀକ୍ଷା ଦେବାକୁ ଯିବାବେଳେ ଦୁର୍ଘଟଣା । ଓଲଟିଲା ମାଟ୍ରିକ ପିଲାଙ୍କୁ ନେଇଯାଉଥିବା ବୋଲେରୋ । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରର ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ବଡ଼ ଦୁର୍ଘଟଣା ଘଟିଛି । ୧୧ ଜଣ ପରୀକ୍ଷାର୍ଥୀଙ୍କୁ ନେଇ ପରୀକ୍ଷା…
ଖେଳ ତାଜା ଖବର ଦେଶ ସୌରଭ ଗାଙ୍ଗୁଲିଙ୍କ କାର୍ ଦୁର୍ଘଟଣା ଗ୍ରସ୍ତ February 21, 2025 Papirani ପୂର୍ବତନ ଭାରତୀୟ କ୍ରିକେଟର୍ ସୌରଭ ଗାଙ୍ଗୁଲିଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି । କୋଲକାତା ଦୁର୍ଗାପୁର ଏକ୍ସପ୍ରେସୱେ ଦେଇ ବର୍ଦ୍ଧମାନ ଯାଉଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି ସୌରଭ ଗାଙ୍ଗୁଲି। ତେବେ ଦୁର୍ଘଟଣାରୁ ସୌରଭ ଗାଙ୍ଗୁଲି କୌଣସି ଆଘାତ ଲାଗି ନ ଥିବା…
ତାଜା ଖବର ରାଜ୍ୟ ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା February 21, 2025 Papirani ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଆଜିଠୁ ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏ ପରୀକ୍ଷା ଚାଲିବ। ରାଜ୍ୟର ୩୧୩୩ ଟି ସେଣ୍ଟରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ । ସକାଳ ୯ ଟାରୁ…
ଦେଶ ରେଖା ଗୁପ୍ତାଙ୍କ ବଡ଼ ନିଷ୍ପତ୍ତି; ଦିଲ୍ଲୀରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା February 20, 2025 Nirvay ଶପଥ ନେଉ ନେଉ ଆକ୍ସନ ମୋଡକୁ ଆସିଛନ୍ତି ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ କ୍ୟାବିନେଟ ବୈଠକରେ ଆଜି ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ୨ଟି ବଡ଼ ନିଷ୍ପତ୍ତି ନେଇଛନ୍ତି । ଦିଲ୍ଲୀରେ…