Month: February 2025

ରାଜ୍ୟ ବଜେଟ୍ ୨୦୨୫-୨୬: ୨ ଲକ୍ଷ ୯୦ ହଜାର କୋଟିର ବ୍ୟୟବରାଦ, ବଜେଟରେ କୃଷିକୁ ଗୁରୁତ୍ୱ

ଆଜି ବିଧାନସଭାରେ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ୨୦୨୫-୨୬ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ଚାଷୀଙ୍କ ଆୟ ଲାଗି ବଡ଼ ଆକାରର ସହାୟତା ଦେବାକୁ ଏଥର ବଜେଟ୍‌ରେ ଧ୍ୟାନ…

ବିଧାନସଭାରେ ଉଠିଲା ଛି ଛି ଛିରେ ନନୀ ଗୀତ ପ୍ରସଙ୍ଗ

ବିଧାନସଭାରେ ଉଠିଲା ‘ଛି ଛି ଛିରେ ନନୀ’ ଗୀତା ପ୍ରସଙ୍ଗ ।ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ତାରା ବାହିନୀପତି । ସେ କହିଛନ୍ତି ରାଜ୍ୟରେ ବର୍ତମାନ ଚର୍ଚ୍ଚାରେ ଅଛି ‘ଛି ଛି ଛିରେ ନନୀ’ ଗୀତ। ଏହି କୋରାପୁଟିଆ ଭାଷାକୁ ସ୍ବୀକୃତି…

ରାଜଧାନୀରେ ମୋ ବସ୍ ଦୁର୍ଘଟଣା ଘଟଣା: ଝିଅ ପରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ମାଆ

ଦିନକୁ ଦିନ ରାଜଧାନୀରେ ବଢ଼ିବାରେ ଲାଗିଛି ମୋ ବସ୍ ଦୁର୍ଘଟଣା । ମୋ ବସ୍ ଡ୍ରାଇଭରଙ୍କ ବେପରୁଆ ଚାଳନା ଯୋଗୁଁ ବାରମ୍ବାର ଦୁର୍ଘଟଣାର ଶିକାର ହେଉଛନ୍ତି ସାଧାରଣ ଜନତା। ବାରମ୍ବାର ଏହି ଭଳି ଘଟଣା ସାମ୍ନାକୁ ଆସିଥିବା ବେଳେ ଗତ ଶୁକ୍ରବାର…

ଛାତ୍ରୀ ଆତ୍ମହତ୍ୟା: ନେପାଳୀ ଛାତ୍ରଛାତ୍ରୀଙ୍କୁ ତଡି଼ଲା କିଟ୍; ଅଭିଯୁକ୍ତ ଛାତ୍ର ଗିରଫ

ଗତକାଲି କିଟ୍ କଲେଜର ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଅଶାନ୍ତ ହୋଇପଡିଛି କଲେଜ କ୍ୟାମ୍ପସ । ନ୍ୟାୟ ଦାବିରେ କଲେଜ କ୍ୟାମ୍ପସରେ ଭଙ୍ଗାରୁଜା କରିବା ସହ ରାଜରାସ୍ତାକୁ ଓହ୍ଳାଇଛନ୍ତି ଛାତ୍ରଛାତ୍ରୀ । ତେବେ ଏହି ଘଟଣାରେ ଦେଖାଯାଇଥିବା ଉତ୍ତେଜନା ପରେ ଯଥାଶୀଘ୍ର…

୪ ବର୍ଷରେ ରାଜ୍ୟରେ ନିଖୋଜ ଅଛନ୍ତି ୩୬୪୨୦ ମହିଳା ଓ ୮୪୦୩ ଜଣ ଶିଶୁ

ସାମ୍ନାକୁ ଆସିଲା ରାଜ୍ୟରେ ମହିଳା ଓ ଶିଶୁ ନିଖୋଜର ଉଦ୍‌ବେଗଜନକ ଚିତ୍ର । ଆଜି ବିଧାନସଭାରେ ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ପୁର୍ବ ସରକାରଥିବା ବେଳେ ରାଜ୍ୟରେ ହଜାର…

ରାଜ୍ୟରେ ଖାଲିପଡ଼ିଛି ୬୬ ଆଇଏଏସ୍ ଓ ୬୮ ଆଇପିଏସ୍ ପଦବୀ

ରାଜ୍ୟରେ ମରୁଡ଼ି ପଡ଼ିଛି ଆଇଏଏସ୍‌ ଓ ଆଇପିଏସ୍‌ ଅଧିକାରୀ । ୬୬ ଆଇଏଏସ୍ ଓ ୬୮ ଆଇପିଏସ୍ ପଦବୀ ଖାଲିଥିବା ନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁଙ୍କ…

ରାଜ୍ୟରେ ପୂରଣ ହେବ ୫୨୪୮ ଏମବିବିଏସ ଡାକ୍ତର ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଚଳିତ ବର୍ଷ ରାଜ୍ୟରେ ପୂରଣ ହେବ ୫୨୪୮ ଏମବିବିଏସ ଡାକ୍ତର ପଦ । ଏହାସହ ୧୨୬ ଦନ୍ତ ଚିକିତ୍ସକ ଡାକ୍ତର ପଦ ମଧ୍ୟ ଚଳିତ ବର୍ଷ ପୂରଣ ହେବ । ଏନେଇ ଲୋକସେବା ଆୟୋଗଙ୍କୁ ଅନୁରୋଧ କରାଯାଇଥିବା ନେଇ ଆଜି ବିଧାନସଭା…

ରଥଯାତ୍ରା ପାଇଁ ପୁରୀରେ ଲାଗିବ ଏଆଇ କ୍ୟାମେରା

ଆସନ୍ତା ଜୁନ ୨୭ରୁ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏହା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହାକୁ ସୁରକ୍ଷିତ ଭାବେ ସମ୍ପୂର୍ଣ କରିବା ସହ ରଥଯାତ୍ରାରେ ସମ୍ଭାବ୍ୟ ଭିଡ଼ ନିୟନ୍ତ୍ରଣ ପାଇଁ ଜଗିବ ଏଆଇ କ୍ୟାମେରା…

କିଟ୍ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା; ଛାତ୍ରୀ ସନ୍ଦେହଜନକ ମୃତ୍ୟୁକୁ ନେଇ କ୍ୟାମ୍ପସରେ ଭଙ୍ଗାରୁଜା

ଭୁବନେଶ୍ୱରର ପଟିଆ ସ୍ଥିତ କିଟ୍ କଲେଜରେ ଛାତ୍ରଛାତ୍ରୀଙ୍କ ଉତ୍ତେଜନା। ଶିକ୍ଷାନୁଷ୍ଠାନରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିବାଦ। ହଷ୍ଟେଲ୍ କ୍ୟାମ୍ପସ ଭିତରେ ଛାତ୍ରୀଙ୍କ ଆତ୍ମହତ୍ୟାକୁ ନେଇ ଉତ୍ତେଜନା ଦେଖାଦେଇଛି। ଛାତ୍ରୀଙ୍କ ମୃତ୍ୟୁ ପରେ ଅନ୍ୟ ନେପାଳୀ ଛାତ୍ରକିଛି କ୍ୟାମ୍ପସ ଭିତରେ ପଶି…

ଭୂମିକମ୍ପରେ ଥରିଲା ଦିଲ୍ଲୀ-ଏନସିଆର; ରିକ୍ଟର ସ୍କେଲରେ ତୀବ୍ରତା ଥିଲା ୪.୦

ଦିଲ୍ଲୀ-ଏନସିଆରରେ ଆଜି ସକାଳୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ସକାଳ ପ୍ରାୟ ୫.୩୬ ମିନିଟରେ ଏହି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି। ଜାତୀୟ ଭୂମିକମ୍ପ କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୦ ରହିଥିଲା। ଭୂମିକମ୍ପ ଏତେ ଶକ୍ତିଶାଳୀ…