Month: February 2025

ବଢ଼ିଲା କେଜ୍ରିୱାଲଙ୍କ ଅଡୁଆ, ‘ଶୀଶମହଲ’ର ତଦନ୍ତ ଆରମ୍ଭ

ଦିଲ୍ଲୀ ଆମ୍ ଆଦମୀ ପାର୍ଟି ସଭାପତି ତଥା ଦିଲ୍ଲୀ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଅଡୁଆ ବଢାଇଛି ତଥାକଥିତ ‘ଶୀଶମହଲ’ । ପ୍ରାଥମିକ ରିପୋର୍ଟ ମିଳିବା ପରେ ଅରବିନ୍ଦ କେଜ୍ରିୱାଲଙ୍କ ସରକାରୀ ବାସଭବନ ୬ ଫ୍ଲାଗଷ୍ଟାଫ୍ ବଙ୍ଗଲୋ ନବୀକରଣର ପୁଙ୍ଖାନୁଫୁଙ୍ଖ ତଦନ୍ତ…

ଓଡ଼ିଶାର ୨୧୦୦୦ ଅଙ୍ଗନବାଡ଼ି କେନ୍ଦ୍ରରେ ନିଜସ୍ୱ କୋଠା ନାହିଁ, ୩୧୦୦୦ ରେ ବିଜୁଳି ନାହିଁ: ପ୍ରଭାତୀ ପରିଡ଼ା

ଓଡ଼ିଶାର ହଜାର ହଜାର ଅଙ୍ଗନବାଡ଼ି କେନ୍ଦ୍ରରେ ଭିତ୍ତିଭୂମି ସମସ୍ୟା ଦେଖାଦେଇଛି । ରାଜ୍ୟରେ ୨୧ ହଜାରରୁ ଅଧିକ ଅଙ୍ଗନବାଡି କେନ୍ଦ୍ର ଏବେ ନିଜସ୍ୱ ଉତ୍ସର୍ଗୀକୃତ କୋଠା ବିନା ଚାଲିଛି । ଶନିବାର ବିଧାନସଭା ଅଧିବେଶନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ଲିଖିତ…

ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତିଙ୍କୁ ଭେଟିଲେ ସାଂସଦ ବୈଜୟନ୍ତ ପଣ୍ଡା

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଆଜି ରାଜଭବନରେ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତିଙ୍କୁ ଭେଟି ରାଜ୍ୟ ଓ ଦେଶର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବାପରେ ହରିବାବୁ…

କଂଗ୍ରେସକୁ ଫେରିଲେ ବରିଷ୍ଠ ନେତା ସୁର ରାଉତରାୟ

୯ ମାସ ପରେ ଦଳକୁ ଫେରିଲେ ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ଜଟଣୀ ବିଧାୟକ ସୁର ରାଉତରାୟ । ମାର୍ଚ୍ଚ ୨୭ରେ କଂଗ୍ରେସର ସବୁ କମିଟିରୁ ସେ ଇସ୍ତଫା ଦେଇଥିଲେ । ସମର୍ଥକଙ୍କ ସହ କଂଗ୍ରେସ ଭବନକୁ ମୁଣ୍ଡିଆ ମାରି ପ୍ରବେଶ…

ହଟ୍ଟଗୋଳ ଯୋଗୁ ଚାଲିପାରିଲାନି ଗୃହ, ୧୨ଟା ଯାଏଁ ବିଧାନସଭା ମୁଲତବୀ

ବିଧାନସଭା ବଜେଟ୍‌ ଅଧିବେଶନର ଆଜି ତୃତୀୟ ଦିନ । ତେବେ ଶନିବାର ଦିନ ବିଧାନସଭା ଆରମ୍ଭରୁ ଗୃହରେ ଅଚଳାବସ୍ଥା ଦେଖାଦେଇଛି । ପ୍ରବଳ ହଟ୍ଟଗୋଳ କାରଣରୁ ମଧ୍ୟାହ୍ନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ଆଇନ…

ପୁଣି ଜୀବନ ନେଲା ‘ମୋ ବସ୍‌’; ଧକ୍କାରେ ମହିଳା ମୃତ

ରାଜଧାନୀରେ ଚିନ୍ତା ବଢ଼ାଉଛି ମୋ ବସ୍ ଦୁର୍ଘଟଣା । ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି ବସ୍‌ ଚାଳକମାନଙ୍କ ବେପରୁଆ ଚାଳନା । ନାବାଳିକାର ମୁତ୍ୟୁ ଘଟଣା ରାଜଧାନୀବାସୀ ଭୁଲି ନଥିବା ବେଳେ କାଲି ସନ୍ଧ୍ୟାରେ ପୁଣି ଅଘଟଣ ଘଟାଇଛି ମୋ ବସ ।…

ମହିମା ପୀଠର ବିକାଶ ପାଇଁ ଡିପିଆର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ମହିମା ପୀଠରେ ପହଞ୍ଚି ପ୍ରଥମେ ଧୂନି ମନ୍ଦିରରେ ଅଲେଖ ସ୍ଵାମୀଙ୍କ ଆଶୀର୍ବାଦ ନେଇଥିଲେ । ପରେ ଭଜନ ମଣ୍ଡପରେ ପହଞ୍ଚି ମହିମା ସାଧୁଙ୍କ ସହ ଆଲୋଚନା କରିଥିଲେ । ବକଳ ଧାରୀ ମହିମା ସମାଜର ସାଧୁମାନଙ୍କ ସହ…

ଅଜୟ କୁମାର ଲଲ୍ଲୁ ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ

ଓଡ଼ିଶା ପ୍ରଦେଶ କଂଗ୍ରେସ ପାଇଁ ନୂଆ ପ୍ରଭାରୀଙ୍କୁ ନିଯୁକ୍ତି ମିଳିଛି । ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସଙ୍କୁ ପିସିସି ସଭାପତି ଭାବେ ଏଆଇସିସି ନିଯୁକ୍ତି ପରେ ଏବେ ଅଜୟ କୁମାର ଲଲ୍ଲୁଙ୍କୁ ଏହି ଗୁରୁଦାୟିତ୍ୱ ମିଳିଛି । ଏନେଇ…

ଓଡ଼ିଆ ଅସ୍ମିତାକୁ ନେଇ ବିଧାନସଭାରେ ମୁହାଁମୁହିଁ ହେଲେ ଅରୁଣ ସାହୁ ଓ ସୂର୍ଯ୍ୟବଂଶୀ

ଗୃହରେ ଉଠିଲା ଓଡ଼ିଆ ଅସ୍ମିତା ଝଡ । ଓଡ଼ିଆ ଅସ୍ମିତାକୁ ନେଇ ମୁହାଁମୁହିଁ ହେଲେ ବିରୋଧୀ ଦଳର ବିଧାୟକ ଅରୁଣ ସାହୁ ଏବଂ କ୍ରୀଡ଼ା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ । ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁ ଲିଖିତ ପ୍ରଶ୍ନ…

ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାରେ ପୁଣି ଆରମ୍ଭ ହେବ ତଦନ୍ତ

ବହୁଚର୍ଚ୍ଚିତ ସ୍ୱର୍ଗତ ନବ ଦାସଙ୍କ ରୋଷେୟା ଲଲିତ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଆଜି ନୂଆ ମୋଡ ନେଇଛି । ତଦନ୍ତରେ ଅସନ୍ତୋଷ ପ୍ରକାଶ କରି ଲଲିତଙ୍କ ବାପା ବେଲାଲସେନ ସାହୁ ଡିଜିପିଙ୍କୁ ଚିଠି ଲେଖିବାପରେ ପୁନଃତଦନ୍ତ ପାଇଁ ଉତ୍ତରାଞ୍ଚଳ ଆଇଜି…