ତାଜା ଖବର ରାଜ୍ୟ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ମିଳିବ ୧୦ ମାସର ବକେୟା ରାଶି; ଉପକୃତ ହେବେ ୬୨ ହଜାରରୁ ଊର୍ଦ୍ଧ୍ବ ଷ୍ଟାଫ୍ February 14, 2025 Papirani ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଓଡିଶା ଜୀବିକା ମିଶନ ୨୦୧୨ ମସିହା ଅପ୍ରେଲ ୧ ତାରିଖରୁ କାର୍ଯ୍ୟକାରୀ ହେଉଅଛି । ଏହି ଯୋଜନାର ଆଭିମୁଖ୍ୟ ଅନୁଯାୟୀ ଗ୍ରାମୀଣ ପରିବାରମାନଙ୍କର ଜୀବନ ଜୀବିକାରେ ଉନ୍ନତି ନିମନ୍ତେ ସ୍ଵୟଂ ସହାୟକ ଗୋଷ୍ଠୀ ଗଠନ…
ରାଜନୀତି ରାଜ୍ୟ କଂଗ୍ରେସରୁ ସବୁ ନିଲମ୍ବନ, ବହିଷ୍କାର ପ୍ରତ୍ୟାହାର ଘୋଷଣା କଲେ ଭକ୍ତ ଦାସ February 14, 2025 Nirvay ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଦାସ ଙ୍କ ବଡ଼ ନିଷ୍ପତ୍ତି । ନିଲମ୍ବନ ହୋଇଥିବା ପୁରୁଖା ନେତାଙ୍କୁ ଦଳକୁ ଅଣାଯିବ । ରାଜ୍ୟ କଂଗ୍ରେସରୁ ସମସ୍ତ ନିଲମ୍ବନ ଓ ବହିଷ୍କାର ପ୍ରତ୍ୟାହାର କରିଛନ୍ତି ଭକ୍ତ ଦାସ ।…
ତାଜା ଖବର ରାଜ୍ୟ ରାଜ୍ୟରେ ବଢ଼ିଛି ଇଞ୍ଜିନିୟର ବେକାରୀ ସମସ୍ୟା February 14, 2025 Papirani ଆଜି ଗୃହରେ ବିଧାୟକ ପିତ୍ର ସାଉଁଟାଙ୍କ ପ୍ରଶ୍ନରେ ଲିଖିତ ଉତ୍ତରରେ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ବାଇଁ କହିଛନ୍ତି ୧୦ ବର୍ଷରେ ଇଞ୍ଜିନିୟରିଂ ପଢ଼ି ପାସ୍ କରିଛନ୍ତି ୩୪ ହଜାର ୪୭୧ ପିଲା । କିନ୍ତୁ ସେଥି ମଧ୍ୟରୁ ମାତ୍ର ୧୫,୨୮୯…
ତାଜା ଖବର ରାଜ୍ୟ ରାଜ୍ୟରେ ଅଛନ୍ତି ୫ହଜାର୨୮୪ ଜଣ ଭିକାରୀ February 14, 2025 Papirani ରାଜ୍ୟରେ ଅଛନ୍ତି ୫ହଜାର୨୮୪ ଜଣ ଭିକାରୀ । କଟକରେ ସର୍ବାଧିକ ୧ହଜାର ୬୦ ଜଣ ଭିକାରୀଥିବା ବେଳେ ବରଗଡ଼ରେ ଅଛନ୍ତି ୫୯୫ ଜଣ ଭିକାରୀ । ସେହିପରି ଗଞ୍ଜାମରେ ୫୪୫ ଜଣ, ବଲାଙ୍ଗୀରରେ ୪୮୨ଜଣ ଏବଂ ସୁନ୍ଦରଗଡରେ ୪୧୭ ଜଣ ଥିବା…
ତାଜା ଖବର ଦେଶ ପୁଲୱାମା ଆକ୍ରମଣ; ଆଜିର ଦିନରେ ସହିଦ ବୀର ଯବାନଙ୍କୁ ମନେପକାଉଛି ସାରା ଦେଶ February 14, 2025 Papirani ୨୦୧୯ ମସିହା ଆଜିର ଦିନ ଥିଲା ଭାରତ ପାଇଁ ଏକ କଳା ଦିନ । ପ୍ରାୟ ୬ ବର୍ଷ ତଳର ଆଜିର ଏହି ଦିନରେ ହୋଇଥିବା ଘଟଣା ମନେ ପକାଇଲେ ମନରେ ଯେତିକି ଭୟ ଆସେ ସେତିକି ଦୁଃଖ ମଧ୍ୟ ଲାଗେ…
ତାଜା ଖବର ଦେଶ ବିଶ୍ୱ ମୋଦି ଓ ଟ୍ରମ୍ପଙ୍କ ସାକ୍ଷାତ ପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ସାମ୍ବାଦିକ ସମ୍ମିଳନୀ; ବିଭିନ୍ନ ଚୁକ୍ତି ଓ ପ୍ରସଙ୍ଗ ଉପରେ ଦେଲେ ସୂଚନା February 14, 2025 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆମେରିକା ଗସ୍ତ ନେଇ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ସାମ୍ୱାଦିକ ସମ୍ମିଳନୀ କରି ବିଭିନ୍ନ ଚୁକ୍ତି ଓ ପ୍ରସଙ୍ଗ ଉପରେ ସୂଚନା ଦିଆଯାଇଛି । ଦୁଇ ଦିନିଆ ଆମେରିକା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ହ୍ବାଇଟ୍ ହାଉସରେ ଟ୍ରମ୍ପଙ୍କୁ ସାକ୍ଷାତ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ February 14, 2025 Papirani ଦୁଇ ଦିନିଆ ଆମେରିକା ଗସ୍ତରେ ଅଛନ୍ତି ପାଇଁ ଆମେରିକାରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ହ୍ୱାଇଟ୍ ହାଉସରେ ଭେଟ ହୋଇଛି । ଟ୍ରମ୍ପଙ୍କର କ୍ଷମତା ଗ୍ରହଣ କରିବା ପରେ…
ରାଜନୀତି ରାଜ୍ୟ ଆସନ୍ତାକାଲି ବସିବ ବିଜେପିର କୋର କମିଟି ବୈଠକ February 13, 2025 Nirvay ଆସନ୍ତାକାଲି ରାଜ୍ୟ କାର୍ଯ୍ୟାଳୟରେ ଦିନ ୧୧ ଟାରେ ବସିବ ବିଜେପିର କୋର କମିଟି ବୈଠକ । ଏହି ବୈଠକରେ ବିଜେପିର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏବଂ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଉପସ୍ଥିତ ରହିବେ…
ଦେଶ ସରକାରଙ୍କ ସ୍ୱତନ୍ତ୍ର ପଦକ୍ଷେପ; ୬୦୦ ରୁ ଅଧିକ ଅସହାୟ ବୃଦ୍ଧ ତୀର୍ଥଯାତ୍ରୀ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି February 13, 2025 Nirvay ପ୍ରଶାସନର ଏକ ସ୍ୱତନ୍ତ୍ର ପଦକ୍ଷେପ ଅଧୀନରେ, ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ୨୦୦୦ ଅସହାୟ ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ପବିତ୍ର ବୁଡ଼ ପକାଇବା ପାଇଁ ବ୍ୟବସ୍ଥା କରାଯାଇଛି । ଏପର୍ଯ୍ୟନ୍ତ ୬୦୦ ରୁ ଅଧିକ ଅସହାୟ ବୃଦ୍ଧ ତୀର୍ଥଯାତ୍ରୀ ତ୍ରିବେଣୀ ସଙ୍ଗମରେ ପବିତ୍ର…
ଦେଶ ରାଜନୀତି ରାଜ୍ୟ ମୋଦି ଗ୍ୟାରେଣ୍ଟି, କାର୍ଯ୍ୟକର୍ତ୍ତାଙ୍କ ପରିଶ୍ରମର ଫଳ ହେଉଛି ଦିଲ୍ଲୀରେ ବିଜେପି ସରକାର: ବୈଜୟନ୍ତ ପଣ୍ଡା February 13, 2025 Nirvay ଦିଲ୍ଲୀ ବିଧାନସଭା ନିର୍ବାଚନ-୨୦୨୫ରେ ବିଜେପି ଐତିହାସିକ ବିଜୟ ଲାଭ କରିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଢ଼ ନେତୃତ୍ୱ ତଥା ମାର୍ଗଦର୍ଶନରେ ଦିଲ୍ଲୀବାସୀ ବିଜେପି ଉପରେ ଆସ୍ଥା ପ୍ରକଟ କରି ବିପୁଳ ଜନ ସମର୍ଥନ ଜଣାଇଛନ୍ତି । ଗତ ୨୭…