Month: February 2025

ଭୁବନେଶ୍ୱର ବାସଭବନରେ ପହଞ୍ଚିଲା ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର ବାସଭବନରେ ପହଞ୍ଚିଲା ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର । ୬୬ ବର୍ଷ ବୟସରେ ଚିରବିଦାୟ ନେଇଛନ୍ତି ଉତ୍ତମ । ବିମାନବନ୍ଦରରୁ ସିଧାସଳଖ ଜଗନ୍ନାଥ ବିହାର ବାସଭବନକୁ ଅଣାଯାଇଛି ଉତ୍ତମଙ୍କ ପାର୍ଥିବ ଶରୀର । ବାସଭବନରେ ହେବ ଅନ୍ତିମ…

ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା; ଏକ କୋଟିରୁ ଅଧିକ ମହିଳା ହେବେ ସାମିଲ

ମାର୍ଚ୍ଚ ୮ରେ ମହିଳାଙ୍କୁ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା । ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ରାଜ୍ୟରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ଦ୍ବିତୀୟ କିସ୍ତି ଟଙ୍କା। ଏନେଇ ଆଜି ବ୍ରହ୍ମପୁରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ଦ୍ବିତୀୟ…

ଓଡ଼ିଶାରେ ମାର୍ଚ୍ଚରେ ରେକର୍ଡ଼ ଭାଙ୍ଗିବ ତାତି

ରାଜ୍ୟକୁ କଲବଲ କରିବ ତାତି । ଦିନକୁ ଦିନ ତାପମାତ୍ରା ବଢୁଥିବା ବେଳେ ମାର୍ଚ୍ଚ ମାସରେ ଅସ୍ବାଭାବିକ ଗରମ ହେବ ହେବା ସହ ପୂର୍ବ ରେକର୍ଡ ଭାଙ୍ଗିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ୪୦ ବର୍ଷର…

ଉଦ୍‌ଘାଟିତ ହେଲା ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ

ଆଜିଠୁ ପୁରୀରେ ଆରମ୍ଭ ହେଲା ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ । ୯ମ ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀ ଉଦ୍‌ଘାଟନ କଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ ପି ନଡ୍ଡା । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଆଜି ଓ ଆସନ୍ତାକାଲି ଦୁଇଦିନ ପର୍ଯ୍ୟନ୍ତ…

ସତ୍ୟନଗର ଶ୍ମଶାନରେ ହେବ ଉତ୍ତମ ମହାନ୍ତିଙ୍କ ଶେଷ କୃତ୍ୟ

ଆଜି ଭୁବନେଶ୍ୱରସ୍ଥିତ ସତ୍ୟନଗର ଶ୍ମଶାନରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।…

ପରଲୋକରେ ବର୍ଷିଆନ ଅଭିନେତା ଉତ୍ତମ ମହାନ୍ତି

ଆଉ ନାହାନ୍ତି ଓଡ଼ିଆ ସିନେମା ଜଗତର ପ୍ରଥମ ସୁପରଷ୍ଟାର ଉତ୍ତମ ମହାନ୍ତି । ୬୬ ବର୍ଷ ବୟସରେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ଇହଧାମ ପରିତ୍ୟାଗ କରିଛନ୍ତି ଉତ୍ତମ । ଗତ କିଛି ଦିନ ହେଲା ଲିଭର ସିରୋସିସ…

ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (2024-25) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ 85 ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି । 2023-24…

ଖୁବଶୀଘ୍ର ଆରମ୍ଭ ହେବ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପ କାମ

ଖୁବଶୀଘ୍ର ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପ କାମ ଆରମ୍ଭ ହେବ ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ପ୍ରକଳ୍ପ ପାଇଁ ୨୨୦ କୋଟି ଖର୍ଚ୍ଚ ହେବା ନେଇ ସୂଚନା ଦେଇଛନ୍ତି ନଗର…

ଭୁବନେଶ୍ୱରରେ ପହଞ୍ଚିଲେ ଜେ.ପି. ନଡ୍ଡା

ବିଜେପି ରାଷ୍ଟ୍ରୀୟ ସଭାପତି ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଆଜି ସେ କୋଣାର୍କ ଯାଇ ରାତ୍ରୀଯାପନ କରିବେ । ଆସନ୍ତାକାଲି ନଡ୍ଡା ପୁରୀରେ ହେବାକୁ ଥିବା ନବମ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ…

ବୈଜୟନ୍ତ ପଣ୍ଡାଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଆଜି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଦିଲ୍ଲୀ ନିର୍ବାଚନ ପ୍ରଭାରୀ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ସୂଚନା ଯୋଗ୍ୟ ଯେ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟିର ବିଜୟରେ ଜୟ ପଣ୍ଡା ସବୁଠୁ ଗୁରୁତ୍ୱପୂର୍ଣ୍ଣ…