Month: February 2025

ମାଲକାନଗିରି ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ମିଳିଲା ଆଶ୍ବସ୍ତି

ମାଲକାନଗିରିର ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଆଶ୍ବସ୍ତି । ନିମ୍ନ ଅଦାଲତଙ୍କ ଜାମିନ ବିହିନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଉପରେ ରୋକ୍ ଲଗାଇଲେ ହାଇକୋର୍ଟ । ମାଲକାନଗିରି ଜିଲ୍ଲାର ବହୁ ଚର୍ଚ୍ଚିତ ପୂର୍ବତନ ଜିଲ୍ଲାପାଳଙ୍କ ପିଏ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁ…

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ସମେତ ୫ ଜଣଙ୍କୁ ଗିରଫ କଲା ଭିଜିଲାନ୍ସ

ମାଲକାନଗିରି ଜଳବିଭାଜିକା ଉପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସହ ସରକାରୀ ଟଙ୍କା ହଡ଼ପ ମାମଲାରେ ଶାନ୍ତନୁ ମହାପାତ୍ରଙ୍କୁ ଗିରଫ କରିବା ସମେତ ସରକାରୀ ଅର୍ଥ…

ମହାକୁମ୍ଭ ମେଳାରେ ପୁଣି ଅଗ୍ନିକାଣ୍ଡ

ମହାକୁମ୍ଭ ମେଳାରେ ପୁଣି ଥରେ ଅଗ୍ନିକାଣ୍ଡ ହୋଇଛି । ସେକ୍ଟର ୧୮ ଶଙ୍କରାଚାର୍ଯ୍ୟ ମାର୍ଗରେ ନିଆଁ ଲାଗିଛି । ଅଗ୍ନିଶମ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରାଯାଇଛି । ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇ ନ ଥିବା…

୫ ବର୍ଷ ପରେ ଖସିଲା ରେପୋ ରେଟ୍

ପ୍ରାୟ ୫ ବର୍ଷ ପରେ ଖସିଲା ରେପୋ ରେଟ୍ । ରେପୋ ରେଟ୍‌ରେ ପରିବର୍ତ୍ତନ ଆଣିଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ । ମୁଦ୍ରାନୀତିକୁ ନେଇ ଆଜି ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରାଙ୍କ ସୂଚନା ଦେଇ କହିଛନ୍ତି ୫ ବର୍ଷ ପରେ ରେପୋ…

ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ

ଆଜି ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ ବୋଲି…

କ୍ଷମତା ଲୋଭ ଛାଡ଼ି ପାରିବେନି କି ସୁରେଶ ?

ରାଜ୍ୟର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର ଏବଂ କମିଶନର ସଦସ୍ୟ କିଏ ହେବେ ଏହାକୁ ନେଇ କଳ୍ପନାଜଳ୍ପନା ଜୋର ଧରିଥିବାବେଳେ ହଠାତ ଆବେଦନ‌କାରୀଙ୍କ ତାଲିକା ସାର୍ବଜନୀନ ହେବାକୁ ନେଇ ଅନେକ ସନ୍ଦେହ ଉଙ୍କି ମାରିଛି । ପୂର୍ବରୁ କେବେ ଆବେଦନକାରୀଙ୍କ ତାଲିକା…

ପ୍ରଥମ ଦିନିକିଆ: ୪ ୱିକେଟରେ ଇଂଲଣ୍ଡକୁ ହରାଇ ଭାରତ ବିଜୟୀ

ନାଗପୁରରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ ଭାରତ ଇଂଲଣ୍ଡକୁ ୪ ଉଇକେଟ୍‌ରେ ପରାସ୍ତ କରିଛି । ଇଂଲଣ୍ଡ ଦଳ ଦ୍ୱାରା ଦିଆଯାଇଥିବା ୨୪୯ ରନର ଟାର୍ଗେଟକୁ ଭାରତୀୟ ଦଳ ୩୮.୪ ଓଭରରେ ୬ ୱିକେଟ ହରାଇ ହାସଲ କରି ନେଇଥିଲା ।…

ମୋ ବସ୍‌ ଧକ୍କାରେ ୨ ଯୁବତୀ ଗୁରୁତର, କେବେ ମିଳିବ ମୋ ବସ୍ ଦୁର୍ଘଟଣାରୁ ତ୍ରାହି?

ମୋ ବସ୍ ଦୁର୍ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି । ମୋ ବସ୍‌ ଧକ୍କାରେ ନାବଳିକାଙ୍କ ଜୀବନ ଚାଲିଯିବା ଘଟଣାକୁ ୨ ଦିନ ବିତିଥିବା ବେଳେ ପୁଣି ଦୁର୍ଘଟଣା ଘଟାଇଛି ମୋ ବସ୍‌ । ଚନ୍ଦ୍ରଶେଖରପୁର ବିଡିଏ ଛକରେ ଧକ୍କା ଦେଇଛି…

ଡମ୍ବରୁ ଧରି ଖଣ୍ଡଗିରି ମେଳାରେ ରାଣୀ ପ୍ରିୟଦର୍ଶିନୀ; ଘଉଡାଇଲେ ସାଧୁ

ପୁଣି ଚର୍ଚ୍ଚାରେ ଯାତ୍ରା ଅଭିନେତ୍ରୀ ରାଣୀ ପ୍ରିୟଦର୍ଶିନୀ। ଦୟା ନଦୀରେ ବୁଡ଼ ପକାଇ, ଡମ୍ବରୁ ଧରି ଗେରୁଆ ବସ୍ତ୍ର ପିନ୍ଧି, ଟିକା ତିଳକ ମାରି, ହର୍ ହର୍ ମହାଦେବ କହି ଖଣ୍ଡଗିରି ମେଳାରେ ନାଗା ସାଧୁଙ୍କ ଆଶୀର୍ବାଦ ନେବାକୁ ଯାଇ ତଡ଼ା…

ଦୁର୍ନୀତିରେ ବୁଡ଼ିରହିଛି କଂଗ୍ରେସ; ରାଜ୍ୟସଭାରେ ଟାର୍ଗେଟ କଲେ ମୋଦୀ 

ରାଜ୍ୟସଭାରେ ଧନ୍ୟବାଦ ପ୍ରସ୍ତାବରେ ସମ୍ବୋଧନ ବେଳେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି କଂଗ୍ରେସ କେବଳ ପରିବାରରେ ସୀମିତ କିନ୍ତୁ ଆମର ବିକାଶ ମଡେଲକୁ ସବୁଆଡ଼ୁ ଜନତା ସମର୍ଥନ ଦେଉଛନ୍ତି । ଆମର ବିକାଶର…