Day: 3 March 2025

ପଞ୍ଚାୟତିରାଜ ଦିବସ ତାରିଖ ବଦଳକୁ ନେଇ ବର୍ଷିଲା ବିଜେଡି

ପଞ୍ଚାୟତିରାଜ ଦିବସ ମାର୍ଚ୍ଚ ୫ରେ ପାଳନ ନକରିବା ଦୁର୍ଭାଗ୍ୟଜନକ, ଓ ସଂକୀର୍ଣ୍ଣ ମନୋଭାବର ପରିଚୟ ବୋଲି କହି ବିଜେପି ସରକାର ଉପରେ ବର୍ଷିଛି ବିଜେଡି । ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବିଜୁ ବାବୁଙ୍କ ଅତୁଳନୀୟ ଅବଦାନକୁ ମନେ ପକାଇ ଦୀର୍ଘ…

କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା ଫେରିବେ ଆଇପିଏସ୍‌ ସୁଶାନ୍ତ ନାଥ

କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା ଫେରିବେ ଆଇପିଏସ୍‌ ସୁଶାନ୍ତ ନାଥ । ଆଇପିଏସ୍‌ ସୁଶାନ୍ତ ନାଥ ୨୦୨୦ ସେପ୍ଟେମ୍ବରରେ କେନ୍ଦ୍ରୀୟ ଡେପୁଟେସନକୁ ଯାଇଥିଲେ । ସୁଶାନ୍ତ କୁମାର ନାଥ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଆଇଜି ଭାବେ କାର୍ଯ୍ୟରତ ଅଛନ୍ତି । ତେବେ…

ପଞ୍ଚାୟତିରାଜ ଦିବସ ମାର୍ଚ୍ଚ ୫ ତାରିଖ ବଦଳରେ ଅପ୍ରେଲ ୨୪ ରେ ପାଳନ

ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଅଛି । ତେବେ ପ୍ରତି ବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ ରୂପେ ପାଳନ କରାଯାଏ । ଏହି ଦିନ ବିଭିନ୍ନ ରାଜ୍ୟର ପଞ୍ଚାୟତ ପ୍ରତିନିଧି…

ଅନ୍ୟର ଜୀବନ ବଞ୍ଚାଇ ଅମର ହୋଇଗଲା ୧୬ ମାସର ଶିଶୁ ଜନ୍ମେଶ

ରାଉରକେଲାର ଅଶୋକ ଲେଙ୍କା ଓ ପ୍ରତିଭା ନାୟକଙ୍କ ୧୬ ମାସର ଶିଶୁପୁତ୍ର ଜନ୍ମେଶ ଲେଙ୍କା ଅସୁସ୍ଥତାରୁ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିଲେ । ତେବେ ଚିକିତ୍ସା ପରେ ବ୍ରେନ୍ ଡେଡ୍ ଘୋଷଣା କରିଥିଲେ ଡାକ୍ତର । ଏହାପରେ ପରିବାର ଲୋକଙ୍କ ନିଷ୍ପତ୍ତି…

ନବରଙ୍ଗପୁର ଜିଲ୍ଲାରେ ୬ ବର୍ଷର ଶିଶୁକନ୍ୟାକୁ ୬୦ରୁ ଉର୍ଦ୍ଧ୍ଵ ଚେଙ୍କ

ଅନ୍ଧ ବିଶ୍ୱାସର କରୁଣ ପରିଣତି । ନବରଙ୍ଗପୁର ଜିଲ୍ଲାରେ ପୁଣି ଘଟିଛି ଅଭାବନୀୟ ଘଟଣା । ଆଜି ସକାଳେ ଚେଙ୍କରେ ଚନ୍ଦାହାଣ୍ଡି ବ୍ଲକ ଗମ୍ଭାରିଗୁଡ଼ା ପଞ୍ଚାୟତର ଫୁଣ୍ଡେଲପଡା ଗ୍ରାମରେ ମାସକର ଶିଶୁ ଗୁରୁତର ହୋଇଥିବାବେଳେ ରାଇଘର ବ୍ଲକ ନାକଟିସେମଡ଼ା ଗାଁରେ ପୁଣି…

ମୁଖ୍ୟମନ୍ତ୍ରୀଙ୍କ ଓଏସଡି ହେଲେ କୌଶିକ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ହେଲେ କୌଶିକ ପଟ୍ଟନାୟକ । ଓଏଏସ୍ ଅଧିକାରୀ କୌଶିକ ପଟ୍ଟନାୟକଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଓଏସଡି ଭାବରେ ନିଯୁକ୍ତି ଦିଆଯାଇଥିବା ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି। ପୂର୍ବରୁ କେନ୍ଦୁଝର ବାଂଶପାଳ ତହସିଲଦାର…

ମହିଳା ବିରୋଧୀ ଅପରାଧ ଉପରେ ଆସିବ ଶ୍ୱେତପତ୍ର: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ମହିଳାଙ୍କ ପ୍ରତି ହିଂସା ବୃଦ୍ଧି ହେବାକୁ ଲାଗୁଥିବ ବେଳେ ମହିଳାଙ୍କ ବିରୋଧରେ ହେଉଥିବା ଅପରାଧକୁ ନେଇ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର । ମହିଳା ବିରୋଧୀ ଅପରାଧକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେଉଁମାନେ ଅପରାଧ…

ଲୋକଙ୍କ ଅଭିଯୋଗର ତୁରନ୍ତ ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଲୋକଙ୍କ ଅଭିଯୋଗର ତୁରନ୍ତ ସମାଧାନ କରୁଛନ୍ତି ଲୋକଙ୍କ ମୁଖ୍ୟମନ୍ତ୍ରୀ। ଆଜି ସୋମବାର ନବମ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଛାତରୁ ପଡି ଗୁରୁତର ଆହତ ନିମାପଡ଼ାର ହେମନ୍ତ ସାହୁ ଏବଂ ମେରୁଦଣ୍ଡ ଜନିତ ସମସ୍ୟା ଭୋଗ କରୁଥିବା ନିରାକାରପୁରର ବିଚିତ୍ର ପାଇକରାୟ…

ମୋକିମଙ୍କୁ ମିଳିବ ଦଳରେ ଗୁରୁଦାୟିତ୍ୱ: ଭକ୍ତ ଦାସ

କଟକରେ ଏକାଠି ହେଲେ ଦୁଇ ବରିଷ୍ଠ ନେତା ପିସିସି ସଭାପତି ଭକ୍ତ ଦାସ ଏବଂ କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମ । ପିସିସି ସଭାପତି ହେବା ପରେ ପ୍ରଥମ ଥର ଆଜି ଏକାଠି କାର୍ଯ୍ୟକ୍ରମରେ ସାମିଲ ହୋଇ ବିଭିନ୍ନ ପ୍ରତିମୂର୍ତ୍ତିରେ…

ମାର୍ଚ୍ଚ ୫ରେ ପଞ୍ଚାୟତିରାଜ ଦିବସ ପାଳନ ପାଇଁ ସରକାରଙ୍କ ଉଦାସନୀତାକୁ ନେଇ ପ୍ରଶ୍ନ କଲା ବିଜେଡି

ମାର୍ଚ୍ଚ ୫ ତାରିଖ ପଞ୍ଚାୟତିରାଜ ଦିବସ । ଦିନକ ପରେ ପଞ୍ଚାୟତିରାଜ ଦିବସ ଥିବା ବେଳେ ଏବେ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରସ୍ତୁତି ନାହିଁ ବୋଲି ଆଜି ସାମ୍ୱାଦିକ ସମ୍ମିଳନୀ ମଧ୍ୟମରେ ଅଭିଯୋଗ ଆଣିଛି ବିଜେଡ଼ି। ଗଣମାଧ୍ୟମରେ ବିଜେଡି…