Day: 4 March 2025

ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ଟିମ୍ ଇଣ୍ଡିଆ

ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମିଫାଇନାଲ ମ୍ୟାଚ ଜିତି ଫାଇନାଲରେ ପ୍ରବେଶ କଲା ଟିମ୍ ଭାରତ । ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ୍‌ରେ ଭାରତ- ଅଷ୍ଟ୍ରେଲିଆମଧ୍ୟରେ ଖେଳାଯାଉଥିବା ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ଅଷ୍ଟ୍ରେଲିଆକୁ ହରାଇ ଫାଇନାଲରେ ପ୍ରବେଶ କଲା ଟିମ୍‌…

ଆସନ୍ତା ୬ ତାରିଖରେ ବିଜେଡିର ରାଜ୍ୟବ୍ୟାପି ପ୍ରତିବାଦ

ରାଜ୍ୟରେ ପଞ୍ଚାୟତିରାଜ ଦିବସ ଗତ ପ୍ରାୟ ୩ ଦଶନ୍ଧି ଧରି ମାର୍ଚ୍ଚ ୫ରେ ପାଳିତ ହୋଇଆସୁଥିବା ବେଳେ, ରାଜ୍ୟ ସରକାର ଏହାକୁ ମାର୍ଚ୍ଚ ୫ ରେ ନକରି ଏପ୍ରିଲ ୨୪ ତାରିଖରେ ପାଳନ କରିବା ନିଷ୍ପତି ନେଇଛନ୍ତି । ବିଜେଡି ତରଫରୁ…

ରାଜନୈତିକ ସ୍ୱାର୍ଥ ପାଇଁ ପଞ୍ଚାୟତିରାଜ ଦିବସକୁ ବିଭ୍ରାନ୍ତି କରିଥିଲା ବିଜେଡି: ଅନିଲ ବିଶ୍ୱାଳ

ଏପ୍ରିଲ ମାସ ୨୪ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବରେ ପାଳନ କରିବା ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତି ସ୍ୱାଗତଯୋଗ୍ୟ । ଭାରତ ବର୍ଷର ଗଣତନ୍ତ୍ରରେ ଏପ୍ରିଲ ୨୪ ତାରିଖ ହେଉଛି ଏକ ଐତିହାସିକ ଦିନ । ଏହି ଦିନରେ ଦେଶରେ…

ବନତାରା ବନ୍ୟଜୀବ ଉଦ୍ଧାର କେନ୍ଦ୍ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି; ଭାଇରାଲ ହେଲା ସିଂହ ଶାବକଙ୍କୁ କ୍ଷୀର ପିଆଉଥିବା ଦୃଶ୍ୟ

ଗୁଜୁରାଟରେ ଥିବା ବିଶ୍ବର ସବୁଠୁ ବଡ଼ ବଣ୍ୟପ୍ରାଣୀ ଉଦ୍ଧାର ତଥା ସଂରକ୍ଷଣ କେନ୍ଦ୍ର ବନତାରାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀ ବନତାରାରେ ବିଭିନ୍ନ ସୁବିଧା ଯାଞ୍ଚ କରିବା ସହ ବନ୍ୟଜୀବ ହସ୍ପିଟାଲ ମଧ୍ୟ ପରିଦର୍ଶନ କରିଛନ୍ତି । ଏହି…

ଚାମ୍ପିଅନ୍ସ ଟ୍ରଫି ସେମିଫାଇନାଲ: ଭାରତ ଆଗରେ ରହିଲା ୨୬୫ ରନ୍ ର ଟାର୍ଗେଟ

ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଆଜି ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଚାମ୍ପିଅନ୍ସ ଟ୍ରଫି ସେମିଫାଇନାଲରେ ପ୍ରଥମ ଟସ୍ ଜିତି ବ୍ୟାଟିଂ କରିଥିଲା ଅଷ୍ଟ୍ରେଲିଆ । ଅଷ୍ଟ୍ରେଲିଆ ୪୯.୩ ଓଭରରେ ୨୬୪ ରନ୍ କରି ଅଲଆଉଟ ହୋଇଛି । ଏବେ ଭାରତକୁ…

ମାର୍ଚ୍ଚ ୫ରେ ଖୋଲା ରହିବ ରାଜ୍ୟର ସମସ୍ତ ସ୍କୁଲ

ମାର୍ଚ୍ଚ ୫ରେ ଛୁଟି ନ ହୋଇ ଖୋଲା ରହିବ ସମସ୍ତ ସ୍କୁଲ । ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଖୋଲା ରହିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି । ସମସ୍ତ…

ବିଜୁ ପଟ୍ଟନାୟକ ଜୟନ୍ତୀ ଉତ୍ସବରେ ଯୋଗ ଦେବାକୁ ନବୀନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ

ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ।କାଲି ସନ୍ଧ୍ୟା ୭ଟାରେ ଜୟଦେବ ଭବନରେ ବିଜୁ ପଟ୍ଟନାୟକ ଜୟନ୍ତୀ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ । ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ…

ଉତ୍କଳ ବିଶ୍ବବିଦ୍ୟାଳୟରେ ଉତ୍ତେଜନା

ଉତ୍କଳ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା । ବିଶ୍ୱବିଦ୍ୟାଳୟରେ ଜୟ ଭୀମ ଛାତ୍ର ସଂଗଠନକୁ ବିରୋଧ କରିଛନ୍ତି । ମାଡ ମାରିଥିବା ଭୟଭୀମ ସଦସ୍ୟଙ୍କୁ ଗିରଫ ଦାବି କରାଯାଇଛି । ଏବିଭିପି, ଛାତ୍ର କଂଗ୍ରେସ ଓ ଅନ୍ୟାନ୍ୟ ଛାତ୍ର ସଂଗଠନର ବିରୋଧ। ବିଶ୍ବବିଦ୍ୟାଳୟ ମୁଖ୍ୟ…

ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ ମାମଲା: ମୁହାଁ ମୁହିଁ ହେଲେ ବିରୋଧି ଓ ଶାସକ ଦଳ ନେତା

ରାଜ୍ୟରେ ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ ହେବା ପରେ ରାଜନୈତିକ ଝଡ଼ ଦେଖାଯାଇଛି । ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ବିରୋଧି ଦଳର ନେତା। ସମାଲୋଚନା କରି ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି ରାଜ୍ୟ ସରକାର ପଞ୍ଚାୟତିରାଜ…

ଆଇଏଏସ୍‌ ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ

ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ ପ୍ରସଙ୍ଗରେ ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଛି । ଆଇଏଏସ ବିଷ୍ଣୁପଦ ସେଠୀଙ୍କ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ । ୧୮ ତାରିଖରେ ହେବ ଏହି ମାମଲାର ପରବର୍ତ୍ତୀ ଶୁଣାଣି । ସୂଚନାଯୋଗ୍ୟ, ବ୍ରିଜ୍…