Day: 12 March 2025

ଧାରଣାରତ କଂଗ୍ରେସ ସଦସ୍ୟଙ୍କୁ ଶାସକ ଦଳର ବୁଝାସୁଝା

ଗୃହ ବୟକଟ କରି ଧାରଣାରେ ବସିଥିବା କଂଗ୍ରେସ ସଦସ୍ୟଙ୍କୁ ଶାସକ ଦଳର ବୁଝାସୁଝା । ଗୃହକୁ ଫେରାଇ ଆଣିବାକୁ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନଙ୍କ ଉଦ୍ୟମ । ସରୋଜ ପ୍ରଧାନଙ୍କ ସହ ସହ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜମଧ୍ୟ ବୁଝାସୁଝା…

ଶ୍ବେତଗଙ୍ଗା ପୁଷ୍କରିଣୀରେ ଉତ୍ତମଙ୍କ ଅସ୍ଥି ବିସର୍ଜନ କଲେ ବାବୁସାନ

ପୁରୀ ଶ୍ବେତଗଙ୍ଗା ପୁଷ୍କରିଣୀରେ ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କରାଯାଇଛି। ପୁଅ ବାବୁସାନ ଆଜି ପରିବାର ସହ ଶ୍ବେତଗଙ୍ଗା ପୁଷ୍କରିଣୀ ଯାଇ ବାପା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କରିଛନ୍ତି। ବାବୁ ସାନଙ୍କ ସହ ତାଙ୍କ ସ୍ତ୍ରୀ ତୃପ୍ତି ମଧ୍ୟ ଉପସ୍ଥିତଥିବାର…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୨ରେ ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବାର ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା…

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା

ବିଧାନସଭା ପ୍ରେସ୍‌ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା । ଗତକାଲି ବିଧାନସଭା ଭିତରେ ବିଧାୟକମାନଙ୍କର ମାରପିଟ୍ ଘଟଣାର ଭିଡିଓ ଭାଇରାଲ ହେବା ପରେ ସାମ୍ବାଦିକଙ୍କୁ ମୋବାଇଲ୍ ବାରଣ କରାଯାଇଥିବା ସୂଚନା । ସୂଚନା ଯୋଗ୍ୟ; ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ…

ଆସନ୍ତା ୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ୨୪ ତାରିଖରେ ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୪ ତାରିଖରେ ନୟାଗଡ଼ ଜିଲ୍ଲା କଣ୍ଟିଲୋସ୍ଥିତ ଶ୍ରୀକ୍ଷେତ୍ରର ଆଦିପୀଠ ମହାପ୍ରଭୁ ନୀଳମାଧବଙ୍କୁ ଦର୍ଶନ କରିବେ । ନୀଳମାଧବଙ୍କ ସେବାୟତ ଓ ସ୍ଥାନୀୟ ବାସିନ୍ଦା ନୀଳମାଧବଙ୍କୁ…

ଅସହ୍ୟ ହେଉଛି ତାତି; ଆସନ୍ତା ଦୁଇ ଦିନ ହେବ ରାଜ୍ୟରେ ନିଆଁ ବର୍ଷା

ଅସହ୍ୟ ତାତିରେ କଲବଲ ରାଜ୍ୟବାସୀ। ଦିନକୁ ଦିନ ରାଜ୍ୟରେ ବଢିଚାଲିଛି ତାପମାତ୍ରା। ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଅସହ୍ୟ ଗୁଳୁଗୁଳି ସହ ତାତି ଅନୁଭୂତ ହେଉଛି। ଆସନ୍ତା ଦୁଇ ଦିନ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ…