ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମଲହରୀ; ସବୁଠୁ ଉତ୍ତପ୍ତ ସହର ବୌଦ୍ଧ
ଅସହ୍ୟ ତାତିରେ କଲବଲ ହେଉଛି ରାଜ୍ୟ । ଦିନକୁ ଦିନ ରାଜ୍ୟରେ ବଢ଼ିବାରେ ଲାଗିଛି ଗ୍ରୀଷ୍ମଲହରୀ । ଆଜି ସିଭିୟର ହିଟୱେଭ ସହ ୱାର୍ମ ନାଇଟ ପାଇଁ ୫ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।…
One Step Ahead
ଅସହ୍ୟ ତାତିରେ କଲବଲ ହେଉଛି ରାଜ୍ୟ । ଦିନକୁ ଦିନ ରାଜ୍ୟରେ ବଢ଼ିବାରେ ଲାଗିଛି ଗ୍ରୀଷ୍ମଲହରୀ । ଆଜି ସିଭିୟର ହିଟୱେଭ ସହ ୱାର୍ମ ନାଇଟ ପାଇଁ ୫ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।…
ପରିବହନ ନିଗମ ବସ୍ ରେ ଛାତ୍ରଛାତ୍ରୀଙ୍କ ପାଇଁ କମ୍ ରହିବ ବସ୍ ଭଡ଼ା । ଯାତ୍ରା ସମୟରେ ଛାତ୍ରଛାତ୍ରୀଙ୍କୁ ଭଡା ପାଇଁ ମିଳିବ ୫୦ ପ୍ରତିଶତ ରିହାତି । ଏ ନେଇ ସୂଚନା ଦେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି…
ଓଡ଼ିଶାର ବିଶିଷ୍ଟ କବି ତଥା ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ରମାକାନ୍ତ ରଥଙ୍କ ଆଜି ପରଲୋକ ଘଟିଛି । ସେ ଦୀର୍ଘଦିନ ହେବ ଅସୁସ୍ଥ ଥିଲେ । ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା । ସ୍ୱର୍ଗତଃ ରଥ ୧୯୩୪ ଡିସେମ୍ବର ୧୩ରେ କଟକରେ…
ରାଜ୍ୟରେ ଧାନ କିଣା ଜାରି ରହିଥିବା ବେଳେ ଏଥିପାଇଁ ଏକ ନିର୍ଦ୍ଦିଷ୍ଟ ସମୟସୀମା ଧାର୍ଯ୍ୟ ହୋଇଛି। ରାଜ୍ୟରେ ଧାନ କିଣା ଡେଡ୍ ଲାଇନ୍ ମାର୍ଚ୍ଚ ୩୧ ରହିଛି। ଏ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।…
ଗୁଜରାଟ ମଡେଲ୍ରେ ଓଡ଼ିଶାରେ ଖୋଲିବ ପୋଷଣ କେନ୍ଦ୍ର । ଏନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ପାଇଲଟ୍ ପ୍ରୋଜେକ୍ଟରେ ଖୋଲିବ ୩୫ଟି ପୋଷଣ କେନ୍ଦ୍ର । ଏହା ସଫଳ ହେଲେ ପ୍ରତି…
ଯଶସ୍ବୀ ସାହିତ୍ୟ ସାଧକ କବି ରମାକାନ୍ତ ରଥଙ୍କ ବିୟୋଗ ରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସ୍ବର୍ଗତ ରମାକାନ୍ତ ରଥ ଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶ୍ରୀ ପଟନାୟକ କହିଛନ୍ତି…
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୨ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହ । ଆସନ୍ତା ୨୨ ତାରିଖ ସମ୍ବଲପୁରରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଥିବାବେଳେ ୨୩ ତାରିଖରେ ଭୁବନେଶ୍ୱରରେ…
ରାଜ୍ୟରେ ହଠାତ୍ କାହାର ରାସନକାର୍ଡ କଟାଯିବନି । ଏ ନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ରାଜ୍ୟରେ ହଠାତ୍ କାହାର ରାସନକାର୍ଡ କଟାଯିବନି । ୩୦ ଲକ୍ଷ ୭୩୪ ଲୋକ e-KYCକରିନାହାନ୍ତି…
ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ରମାକାନ୍ତ ରଥଙ୍କ ଶେଷକୃତ୍ୟ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…
ବିଶିଷ୍ଟ କବି ରମାକାନ୍ତ ରଥଙ୍କ ପରଲୋକ। ୯୦ ବର୍ଷ ବୟସରେ ଭୁବନେଶ୍ୱର ଖାରବେଳ ନଗର ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି । ପଦ୍ମଭୂଷଣ ରମାକାନ୍ତ ରଥ ଓଡ଼ିଆ ସାହିତ୍ୟ ଜଗତର ଜଣେ ଆଧୁନିକ କବି ଭାବେ ବେଶ ଲୋକପ୍ରିୟ ଥିଲେ…