Day: 17 March 2025

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯…

ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ । ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସ ଭବନରେ ତାଙ୍କର ଦେହାନ୍ତ ହୋଇଛି। ସେ…

ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ, ବାସଭବନରେ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ୱର ଖାରବେଳ ସ୍ଥିତ ବାସଭବନରେ ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ । ବାସଭବନରେ ପହଞ୍ଚି ତାଙ୍କର ଶେଷ ଦର୍ଶନ କରିବା…

ଗାଁରେ ବୁଲୁଛି ମହାବଳ ବାଘ; ଲୋକେ ଆତଙ୍କିତ

ବୌଦ୍ଧ ବାରିଙ୍ଗି ଗାଁରେ ମହାବଳ ବାଘ ଆତଙ୍କ । ପୋଖରୀ ଖୋଳିବା ସମୟରେ ମୁଣ୍ଡେଶ୍ବର ଜଙ୍ଗଲ ଭିତରୁ ବାହାରିଲା ମହାବଳ । ବାଘକୁ ଦେଖିବା ପରେ ବାରିଙ୍ଗି ଗ୍ରାମବାସୀ ଭୟଭୀତ ହୋଇଯାଇଛନ୍ତି । ସେମାନେ ବନ ବିଭାଗକୁ ବାଘକୁ ଧରିବା ଏବଂ…

ନବ ଦାସ ହତ୍ୟା ମାମଲା: ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ପାଇଁ ଇ-ମେଲ କଲେ ନବ ଦାସଙ୍କ ପତ୍ନୀ

ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଇ-ମେଲ କଲେ ନବ ଦାସଙ୍କ ପତ୍ନୀ ମିନତି ଦାସ । ଇ-ମେଲ ଓ ଡାକ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ପଠାଇଥିବା ଜଣାପଡିଛି। ଗତ ୧୧ ତାରିଖରେ ସ୍ୱର୍ଗତ ନବ…