ତାଜା ଖବର ରାଜ୍ୟ ରାଜ୍ୟରେ ଆଇଏଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ March 18, 2025 Papirani ରାଜ୍ୟରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ । ଆଜି ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଡିଟିଇଟି ନିର୍ଦ୍ଦେଶକ ଥିବା ୨୦୧୧ ବ୍ୟାଚର ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି ।…
ତାଜା ଖବର ରାଜ୍ୟ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ: ନଗର ଉନ୍ନୟନ ମନ୍ତ୍ରୀ March 18, 2025 Papirani ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ । ଏନେଇ ଆଜି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ମେଟ୍ରୋ ପ୍ରକଳ୍ପର ଆବଶ୍ୟକତା ରହିଛି । ପୂର୍ବ ସରକାର ଯେଉଁ ମେଟ୍ରୋର ପରିକଳ୍ପନା କରିଥିଲେ…
ତାଜା ଖବର ବ୍ୟବସାୟ ୯୦ ହଜାର ଛୁଇଁଲା ସୁନା ଦର March 18, 2025 Papirani ରେକର୍ଡ କଲା ସୁନା ଦର । ଦିନକୁ ଦିନ ସୁନା ଦର ବୃଦ୍ଧି ହୋଇ ଆଜି ୯୦ ହଜାର ଟଙ୍କାରେ ପହଞ୍ଚିଛି । ୨୪ କ୍ୟାରେଟ୍ ସୁନା ଦର ୯୦ ହଜାର ଛୁଇଁଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର…
ତାଜା ଖବର ରାଜ୍ୟ ସ୍ୱର୍ଗତ ନବ ଦାସଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମ୍ March 18, 2025 Papirani ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ଘରେ ପଶିଲା କ୍ରାଇମବ୍ରାଞ୍ଚ ଟିମ୍ । ସକାଳୁ ସକାଳୁ ନବ ଦାସଙ୍କ ଝାରସୁଗୁଡ଼ା ଘରେ କ୍ରାଇମବ୍ରାଞ୍ଚ ଟିମ୍। ନବଙ୍କ ହତ୍ୟା ମାମଲାରେ ନୂଆ ତଦନ୍ତ ଅଧିକାରୀ ଓ ଜଣେ ମହିଳା ଅଧିକାରୀ ପହଞ୍ଚି ପରିବାର…
ତାଜା ଖବର ରାଜନୀତି ରାଜ୍ୟ ପଞ୍ଚଭୂତରେ ଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ March 18, 2025 Papirani ପଞ୍ଚଭୂତରେ ଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ। ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀ ସ୍ବର୍ଗଦ୍ବାରରେ ହେଲା ଶେଷକୃତ୍ୟ। ବଡପୁଅ ସୌମେନ୍ଦ୍ର ପିତାଙ୍କୁ ମୁଖାଗ୍ନି ଦେଇଥିଲେ। ତେବେ ଶେଷକୃତ୍ୟ ପୂର୍ବରୁ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କୁ ଗାର୍ଡ ଅଫ୍ ଅନର ଦିଆ ଯାଇଥିଲା।…